ବାଂଲାଦେଶୀ ସନ୍ଦେହରେ ଅଟକ ଥିବା ୧୦୧ ଜଣଙ୍କୁ ମୁକ୍ତ କଲା ଓଡିଶା

ଭୁବନେଶ୍ୱର: ବାଂଲାଦେଶୀ ନାଗରିକ ଏବଂ ରୋହିଙ୍ଗ୍ୟା ସନ୍ଦେହରେ ଝାରସୁଗୁଡା ଜିଲ୍ଲାର ହୋଲ୍ଡିଂ ସେଣ୍ଟରରେ ଅଟକ ଥିବା ଆଉ ୧୦୧ ଜଣ ପ୍ରବାସୀ ଶ୍ରମିକଙ୍କୁ ଓଡ଼ିଶା ମୁକ୍ତ କରିଛି। ସୋମବାର ଠାରୁ ୪୪୭ ଜଣଙ୍କୁ ବାଂଲାଦେଶୀ ସନ୍ଦେହରେ ପୋଲିସ ଗିରଫ କରିଥିଲା। ୩୦୨ … Read More

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ ।  କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ ଘଟିଛି ଅଘଟଣ । ମୃତ ଶ୍ରମିକଙ୍କ ମଧ୍ୟରେ ୨ ଜଣ ମହିଳା … Read More

ଗିରଫଦାରି ପଛରେ ବିଜେଡିର ଷଡ଼ଯନ୍ତ୍ର ରହିଛି: ଅର୍ଚ୍ଚନା ନାଗ

ଭୁବନେଶ୍ବର: ବିଜେଡି ବିରୋଧରେ ବିଷ ଓଗାଳିଲେ ଅର୍ଚ୍ଚନା ନାଗ । ତାଙ୍କ ଗିରଫଦାରି ପଛରେ ବଡ଼ ଷଡ଼ଯନ୍ତ୍ର ଥିଲା କହିଲେ ଅର୍ଚ୍ଚନା । ଏହି ସମୟରେ ସେ ବବି ଦାସ, ମାନସ ମଙ୍ଗରାଜ, ଅମରେଶ ଜେନାଙ୍କ ନାଁ ନେଇ ତାଙ୍କ ଉପରେ … Read More

ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍

କଟକ : ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍। ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଡ୍ରାଇଭର୍ ମହାସଂଘର ଆନ୍ଦୋଳନ ଯୋଗୁ ବସ୍ ଚଳାଚଳ ବନ୍ଦ ଥିଲା। ହେଲେ ଚାରିଦିନ ହେଲା ଧର୍ମଘଟର … Read More

ଶ୍ରୀଲିଙ୍ଗରାଜ ମନ୍ଦିରରରୁ ସେବାୟତ ଖସିପଡ଼ିବା ଘଟଣା: ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି

ଭୁବନେଶ୍ବର: ମହାଶିବରାତ୍ରିରେ ମହାଦୀପ ଉଠାଇବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରରୁ ଜଣେ ସେବାୟତ ତଳେ ପଡି ଆହତ ହେବା ଘଟଣା । ଏହାକୁ ଅତି ଗୁରୁତର ସହ ନେଇଛନ୍ତି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) । ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ … Read More

ସିଫାରେ ଜାତୀୟ ମତ୍ସ୍ୟଚାଷୀ ଦିବସ ପାଳିତ, ୧୭ଟି ନୂତନ ଫିସରୀ କ୍ଲଷ୍ଟର ଉଦ୍‍ଘାଟନ କଲେ କେନ୍ଦ୍ରମନ୍ତ୍ରୀ

ପିପିଲି : ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ କୌଶଲ୍ୟାଗଙ୍ଗସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବପାଳନ ଅନୁସନ୍ଧାନ ସଂସ୍ଥା (ସିଫା) ଠାରେ ଜାତୀୟ ମତ୍ସ୍ୟଚାଷୀ ଦିବସ ଗୁରୁବାର ସମାରୋହରେ ପାଳିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କର ମତ୍ସ୍ୟ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ … Read More

ରାଖୀ ପୂର୍ଣ୍ଣିମା ଦିନ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା

ଭୁବନେଶ୍ବର: ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ସରକାରଙ୍କ ଘୋଷଣା ଅନୁସାରେ ରାଖୀ … Read More

ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ କଂଗ୍ରେସର କୌଣସି ଅସ୍ତିତ୍ୱ ନାହିଁ। ଗରିବ ଲୋକଙ୍କ ହକ୍ ଏବଂ ଜନଜାତିଙ୍କ ଜମି ସେବେ ପର୍ଯ୍ୟନ୍ତ ସୁରକ୍ଷିତ, ଯେଉଁ ପର୍ଯ୍ୟନ୍ତ କଂଗ୍ରେସ କ୍ଷମତାକୁ ଆସିନାହିଁ। ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି … Read More

ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ

ଭୁବନେଶ୍ବର: ଭୁବନେଶ୍ବର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ କଂଗ୍ରେସ ସଭାପତି ମଲିକାର୍ଜୁନ ଖଡଗେଙ୍କ ସମ୍ବୋଧନ । ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ … Read More

୮ ମହିଳା କ୍ୟାଡରଙ୍କ ସମେତ ୨୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ପୁଲିସକୁ ମିଳିଛି ବଡ ସଫଳତା। ଏସିପିଙ୍କ ସମ୍ମୁଖରେ ୨୨ ଜଣ ନକ୍ସଲ ଆତ୍ସମର୍ପଣ କରିଛନ୍ତି। ସମସ୍ତ ନକ୍ସଲ ଆବୁଝମାଡ ଅଂଚଳରେ ସକ୍ରିୟ ଥିଲେ। ଏମାନଙ୍କ ମଧ୍ୟରେ ୮ ଜଣ ମହିଳା ରହିଛନ୍ତି। ଆତ୍ମସମର୍ପଣ କରିଥିବା ନକ୍ସଲମାନଙ୍କ … Read More