ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ

ଭୁବନେଶ୍ୱର: ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ। ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା କରୁଥିବାରୁ ସ୍ବାସ୍ଥ୍ୟ ପରୀକ୍ଷା … Read More

ଶ୍ରୀମନ୍ଦିର ସାମ୍ନାରେ ପହଞ୍ଚିଲେ ବଳଭଦ୍ର ଓ ଦେବୀ ସୁଭଦ୍ରା, ପୋଡ଼ପିଠା ଖାଇ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାପ୍ରଭୁ

ପୁରୀ: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଶ୍ରୀଜିଉମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ଆଗି ସିଂହଦ୍ବାରକୁ ଆସୁଛନ୍ତି। ସର୍ବ ପ୍ରଥମେ ପ୍ରଭୁ ବଳଭଦ୍ର ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଏହା ପରେ ଭଉଣୀ ସୁଭଦ୍ରା ସିଂହଦ୍ବାର ସାମ୍ନାରେ ପହଞ୍ଚିଛନ୍ତି। ଅଳ୍ପ ସମୟ ମଧ୍ୟରେ … Read More

ବ୍ରାହ୍ମଣୀରେ ବଢୁଛି ଜଳସ୍ତର; ଖୋଲିଲା ମନ୍ଦିରା ଡ୍ୟାମ୍‌ର ୮ ଗେଟ୍‌

ରାଉରକେଲା:ଗତ ସପ୍ତାହେ ଧରି ବ୍ରାହ୍ମଣୀରେ ଜଳସ୍ତର ବଢୁଥିବାରୁ ଶୁକ୍ରବାର ମନ୍ଦିରା ଡ୍ୟାମ୍‌ର ୧୧ଟି ଗେଟ୍‌ରୁ ୮ଟି ଗେଟ୍‌ ଖୋଲାଯାଇଛି। ଡ୍ୟାମ୍‌ର ଜଳସ୍ତର ୬୭୮.୯୦ ଫୁଟ୍‌ ରହିଛି । ଝାଡ଼ଖଣ୍ଡରେ ଲଗାଣବର୍ଷା କାରଣରୁ ବ୍ରାହ୍ମଣୀର ଜଳସ୍ତର ବଢ଼ୁଥିବାରୁ ତଳିବାସିନ୍ଦାଙ୍କ ଚିନ୍ତା ବଢ଼ିଛି। ଡ୍ୟାମ୍‌ … Read More

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୭ ତାରିଖ (ସୋମବାର) ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତମାସ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ … Read More

ଶାବର ଶ୍ରୀକ୍ଷେତ୍ରରେ ରଥ ଟାଣିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କୋରାପୁଟ ଗସ୍ତ କରିଛନ୍ତି। ଏହି ଅବସରରେ ସେ ଏକାଧିକ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଶାବର ଶ୍ରୀକ୍ଷେତ୍ର ରଥଯାତ୍ରାରେ ଶ୍ରୀ ପ୍ରଧାନ ସାମିଲ ହୋଇ ମହାପ୍ରଭୁଙ୍କ ରଥ ଟାଣିଛନ୍ତି। ଓଡ଼ିଶାର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ ପ୍ରଥମେ … Read More

ଗୁଳିକାଣ୍ଡ ଘଟଣାରେ ଗିରଫ ହେଲେ ୬ ଅଭିଯୁକ୍ତ

ମୟୂରଭଂଜ ଜିଲ୍ଲା ବାଇଗଣ ବାଡିଆ ନିକଟରେ ଯୁବକଙ୍କ ଉପରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ୬ଜଣଙ୍କୁ ଗିରଫ କରିଛି ପୋଲିସ । ସିସିଟିଭି ଫୁଟେଜ ଆଧାରରେ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି । ଉତରାଂଚଳ ଡିଆଇଜିଙ୍କ ନିର୍ଦ୍ଦେଶରେ ମୟୂରଭଂଜ ପୋଲିସର ସ୍ୱତନ୍ତ୍ର ଦଳ ବିଭିନ୍ନ … Read More

ପୁରୀରେ ବିମାନ ବନ୍ଦର: ଶାସକ-ବିରୋଧୀ ଏକଜୁଟ

ଭୁବନେଶ୍ବର: ପୁରୀରେ ବିମାନ ବନ୍ଦର ହେବା ନେଇ ଶାସକ ଦଳ ଏବଂ ବିରୋଧୀ ଦଳ ଏକଜୁଟ ହୋଇଛନ୍ତି। ଏନେଇ ବିଜେଡ଼ି ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି ପୁରୀରେ ବିମାନ ବନ୍ଦର ହେବା ଅତ୍ୟନ୍ତ ଜରୁରୀ। ବିମାନ ବନ୍ଦର ଲାଗି … Read More

ବାଣପୁରର ଷଷ୍ଠ ଶତାବ୍ଦୀର ସ୍ଵପ୍ନେଶ୍ଵର ମହାଦେବ ମନ୍ଦିରକୁ ଏଏସଆଇ ପକ୍ଷରୁ ସଂରକ୍ଷିତ ସ୍ମାରକୀ ଘୋଷଣା

ଭୁବନେଶ୍ୱର: ବାଣପୁର ବ୍ଲକର ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମା ଗ୍ରାମରେ ଥିବା ଷଷ୍ଠ ଶତାବ୍ଦୀର ସ୍ଵପ୍ନେଶ୍ଵର ମହାଦେବ ମନ୍ଦିରକୁ ଏଏସଆଇ ପକ୍ଷରୁ ସଂରକ୍ଷିତ ସ୍ମାରକୀ ଭାବେ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଶୈଳୋଭବଙ୍କ ସାମ୍ରାଜ୍ୟ ଅର୍ଥାତ ଷଷ୍ଠ ଶତାବ୍ଦୀ ସମୟରେ ବର୍ତ୍ତମାନର ବାଣପୁର ବ୍ଲକର … Read More

ଆସନ୍ତକାଲି ଅନୁଷ୍ଠିତ ହେବ ପବିତ୍ର ସୁନାବେଶ, ଅପରାହ୍ନ ୫ ଟା ରୁ ରାତି ୧୧ ଯାଏ ଦେବେ ଦର୍ଶନ

ପୁରୀ : ଆସନ୍ତାକାଲି  ଏକାଦଶୀ ଅବସରରେ ଅନୁଷ୍ଠିତ ହେବ ପବିତ୍ର ସୁନାବେଶ  l ବାହୁଡ଼ାଯାତ୍ରାରେ ଫେରିଥିବା ମହାପ୍ରଭୁ ଆସନ୍ତାକାଲି ବଡ ତଢ଼ାଉ ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ l ରଥ ଉପରେ ମହାପ୍ରଭୁ ଙ୍କ ମଧ୍ୟାହ୍ନଧୁପ ସାରିବାପରେ ସନ୍ଧ୍ୟା ଆଳତି ସହ … Read More

ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପହୃତ ଭାରତୀୟଙ୍କ ମଧ୍ୟରେ ଜଣେ ଓଡ଼ିଆ

ଭୁବନେଶ୍ୱର: ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଅପହୃତ ୩ ଭାରତୀୟଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବକ ଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଅପହୃତ ଓଡ଼ିଆ ଯୁବକ ଜଣକ ଗଞ୍ଜାମ ହିଞ୍ଜିଳିକାଟୁ ସମରଝୋଳ ଗାଁର ପି. ଭେଙ୍କଟରମଣ। ପୁଅକୁ ଫେରାଇ ଆଣିବା ପାଇଁ … Read More