ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ ସ୍ଥଗିତ
ଭୁବନେଶ୍ୱର: ଆସନ୍ତାକାଲି, ଅର୍ଥାତ୍ ଜୁନ୍ ୩୦, ୨୦୨୪ (ସୋମବାର) ଦିନ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଘଟିଥିବା ଦଳାଚକଟା ଘଟଣା ଏବଂ ଏହାର ପରବର୍ତ୍ତୀ ପରିସ୍ଥିତି ମଧ୍ୟରେ ରାଜ୍ୟ ସରକାର … Read More
