୨୫ରେ ବିଜେଡି ଯୁବ ଛାତ୍ର ସଂଗଠନର ଆନ୍ଦୋଳନ

ଭୁବନେଶ୍ୱର: ରାଜ୍ୟରେ ଛାତ୍ରୀମାନଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବାବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ଅଭିଯୋଗ କରିଛି ବିଜୁ ଯୁବ ଓ ଛାତ୍ର ଜନତା ଦଳ। ଏହାର ପ୍ରତିବାଦରେ ଜୁନ୍ ୨୫ ତାରିଖ … Read More

ଖରିଫରେ ୧୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ କରିବୁ

ଭୁବନେଶ୍ବର ୨୨।୬: ଖରିଫରେ ୧୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ କରିବୁ । ଏମିତି ପ୍ରତିକ୍ରିୟା ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ରବିରେ ଆମ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ … Read More

ଗାଜାରୁ ମିଳିଲା ୩ ଇସ୍ରାଏଲୀ ବନ୍ଧକଙ୍କ ମୃତଦେହ

ଗାଜା: ଇରାନ ସହିତ ଯୁଦ୍ଧ ମଧ୍ୟରେ, ଇସ୍ରାଏଲୀ ସେନା ଗାଜାରେ ବନ୍ଧକ ରଖାଯାଇଥିବା ଆଉ ତିନି ଜଣଙ୍କ ମୃତଦେହ ଉଦ୍ଧାର କରିଛି। ସେନା ଅନୁଯାୟୀ, ମୃତ ବନ୍ଧକମାନେ ହେଲେ ଜୋନାଥନ ସାମେରାନୋ (୨୧), ଓଫ୍ରା କେଦାର (୭୦) ଏବଂ ସେ ଲେଭିନସନ … Read More

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପରେ ବିଜେପିକୁ ଘେରିଲା ବିଜେଡି: ‘ଡବଲ୍‌ ଇଞ୍ଜିନ୍‌ ଡବଲ୍‌ ବିକାଶ ନୁହେଁ, ଡବଲ୍‌ ଧୋକା’

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରର ବର୍ଷପୂର୍ତ୍ତି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ‌ନରେନ୍ଦ୍ର ମୋଦୀ ଯୋଗଦେଇ କହିଥିଲେ, ଡବଲ୍‌ ଇଞ୍ଜିନ୍‌ ସରକାରରେ ଡବଲ୍‌ ବିକାଶ ହେଉଛି। ପୂର୍ବ ସରକାରରେ ଗରିବ, କୃଷକ କେନ୍ଦ୍ରୀୟ ଯୋଜନାର ଲାଭ ପାଉନଥିଲେ। ଆଜି ଏହାର ଜବାବ ଦେଇ ବିଜେଡି … Read More

ଜ୍ବରରେ ପୀଡ଼ିତ ମହାପ୍ରଭୁ ସୁସ୍ଥ ହେଲେ; ଶ୍ରୀନଅରରେ ପହଞ୍ଚିଲା ଖବର

ପୁରୀ: ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ସ୍ନାନ ବେଦୀରେ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ମହାପ୍ରଭୁ ଆଜି ସମ୍ପୂର୍ଣ୍ଣ ସୁସ୍ଥ ହେବା ଖବର ଶ୍ରୀନଅରରେ ପହଞ୍ଚିଛି। ଆଜି ଦ୍ବାଦଶୀ ତିଥିରେ ଦଇତା ଓ ପତି ମହାପାତ୍ର ସେବାୟତମାନେ ଶ୍ରୀନଅର … Read More

ବଢ଼ିଲା ସୁବର୍ଣ୍ଣରେଖା -୪ଟି ବ୍ଲକର ୧୩୫ ଗାଁ ପ୍ରଭାବିତ

ବାଲେଶ୍ବର : ଓଡ଼ିଶାରେ ସେଭଳି ବଡ଼ ବର୍ଷା ନାହିଁ। ମାତ୍ର ପଡୋଶୀ ଝାଡ଼ଖଣ୍ଡ ପାଣି ଛାଡ଼ିଦେବାରୁ ଉତ୍ତର ବାଲେଶ୍ବରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଝାଡ଼ଖଣ୍ଡର ଚାନ୍ଦିଲି ବନ୍ଧ ଫାଟକ ଖୋଲି ଦିଆଯିବା ଓ ଗାଲୁଡିହି ବ୍ୟା​‌େ​‌ରଜରୁ ହଠାତ ପାଣି ଛଡ଼ା … Read More

ଜୁଲାଇ ୧୫ ସୁଦ୍ଧା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ

ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀ ଏବଂ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ (ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ) ମାଗଣାରେ … Read More

ପିଜିଆଇ ରିପୋର୍ଟ; ଶ୍ରେଷ୍ଠ ୫ ରାଜ୍ୟ ମଧ୍ୟରେ ଓଡ଼ିଶା

ଭୁବନେଶ୍ବର: ଗତ ଦୁଇ ବର୍ଷ ମଧ୍ୟରେ ଓଡ଼ିଶାର ସରକାରୀ ବିଦ୍ୟାଳୟ ଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ବିଦ୍ୟାଳୟ ଶିକ୍ଷାର ପ୍ରବେଶ ଏବଂ ଶିକ୍ଷଣ ଫଳାଫଳରେ ଉନ୍ନତି ପରିଲକ୍ଷିତ ହୋଇଛି। ୨୦୨୨-୨୩ ଏବଂ ୨୦୨୩-୨୪ ଶିକ୍ଷାବର୍ଷ ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରଦର୍ଶନ ମାନକ … Read More

ପ୍ରେମୀ ଜୋଡା ସ୍ଥାନ ଭାବେ ବେଶ ପରିଚିତ ଥିଲା ଗୋପାଳପୁର ଗଣଦୁଷ୍କର୍ମ ଅଞ୍ଚଳ

ଗୋପାଳପୁର: ଗୋପାଳପୁରକୁ ସାରା ଭାରତ ତଥା ବିଶ୍ବରେ ନିନ୍ଦିତ କରିଥିବା ଘଟଣା ନେଇ ଏବେ ନୂଆ ତଥ୍ୟ ଲୋକଲୋଚନକୁ ଆସିବାରେ ଲାଗିଛି। ଏହି ଅଞ୍ଚଳ ବିଭିନ୍ନ ସ୍ଥାନରୁ ଆସୁଥିବା ପ୍ରେମୀ ଜୋଡାଙ୍କ ଏକ ଲଭର୍ସ ପଏଣ୍ଟ ଭାବେ ବେଶ ପରିଚିତ ରହିଥିଲା। … Read More

ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ପୌରସଂସ୍ଥାର ଟାଉନ ହଲଠାରେ ରଥଯାତ୍ରା ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ରଥଯାତ୍ରାର ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି। ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ସମ୍ପୂର୍ଣ୍ଣ … Read More