ଆରଡି ପୀଠକୁ ବ୍ୟାପିଲା ଝାଡାବାନ୍ତି, ୨ ଦିନରେ ୮ ରୋଗୀ ମେଡିକାଲରେ ଭର୍ତ୍ତି

ଆରଡି : ରାଜ୍ଯରେ ଦେଖା ଦେଇଥିବା ଝାଡାବାନ୍ତି ତଥା ଡାଇରିଆ ଏବେ ଜିଲାରୁ ଜିଲା ବ୍ଯାପିବାରେ ଲାଗିଛି। ପ୍ରଥମେ ଯାଜପୁର ଓ ପରେ ପଡୋଶୀ ଜିଲା ଭଦ୍ରକକୁ ବ୍ଯାପିଥିଲା। ଗତ କିଛିଦିନ ହେବ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଓ ଧାମନଗର ପରେ … Read More

ନୂଆ ଆଶା: ପୁନରୁଦ୍ଧାର ହେବ ବିଜୟାନନ୍ଦ ସମବାୟ ଚିନିକଳ

ବଲାଙ୍ଗୀର : ସ୍ଥାନୀୟ ଦେଓଗାଁ ବ୍ଲକ ସାଗରପାଲି କଲୋନି ନିକଟରେ ଥିବା ବଲାଙ୍ଗୀର ଜିଲାର ଏକମାତ୍ର କୃଷିଭିତ୍ତିକ ଶିଳ୍ପ ବିଜୟାନନ୍ଦ ସମବାୟ ଚିନିକଳ ପ୍ରାୟ ୧୨ ବର୍ଷ ହେଲା ବନ୍ଦ ପଡ଼ିଛି। ରାଜ୍ୟରେ ସରକାର ପରିବର୍ତ୍ତନ ପରେ ଚିନିକଳର ପୁନରୁଦ୍ଧାର ପାଇଁ … Read More

ଯୁବକଙ୍କୁ ହାତ-ଗୋଡ଼ରେ ବେଡ଼ି ପକାଇବା ମାମଲା: ଭୋଗରାଇ ଆଇଆଇସି ନିଲମ୍ବିତ

ଭୋଗରାଇ: ଜଣେ ଯୁବକଙ୍କ ବିରୋଧରେ ବେଆଇନ ଭାବେ କାର୍ଯ୍ୟାନୁଷ୍ଠାନ ନେବା ମାମଲାରେ ବାଲେଶ୍ବର ଆରକ୍ଷୀ ଅଧୀକ୍ଷକ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ବିନା ମାମଲାରେ ଯୁବକଙ୍କୁ ଦୁଇ ଦିନ ଯାଏଁ ହାତ-ଗୋଡ଼ରେ ବେଡ଼ି ପକାଇବା ଘଟଣାରେ ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଆଇଆଇସି … Read More

ଆସନ୍ତାକାଲି ଖୋଲିବ ସ୍କୁଲ: ଜିଲ୍ଲାପାଳମାନଙ୍କୁ ଏପରି ନିର୍ଦ୍ଦେଶ ଦେଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୯।୬: ଗ୍ରୀଷ୍ମ ଛୁଟି ପରେ ଶୁକ୍ରବାର ସ୍କୁଲଗୁଡ଼ିକ ପୁନର୍ବାର ଖୋଲିବାକୁ ଯାଉଥିବା ବେଳେ, ଓଡ଼ିଶା ସରକାର ସମସ୍ତ ଜିଲାପାଳଙ୍କୁ ଶିକ୍ଷାନୁଷ୍ଠାନଗୁଡ଼ିକ ଶିକ୍ଷାଗତ କାର୍ଯ୍ୟକ୍ରମର ସୁଚାରୁ ପୁନରାରମ୍ଭ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ସଚିବ ଶାଳିନୀ … Read More

ଓଡ଼ିଶା ଆୟୋଜନ କରିବ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଯୋଗଦେବେ ସମଗ୍ର ଦେଶର ମନ୍ତ୍ରୀ

ଭୁବନେଶ୍ୱର,୧୯।୬: ଚଳିତ ବର୍ଷ ଶେଷରେ ଓଡ଼ିଶାରେ ସମସ୍ତ ରାଜ୍ୟ ଶକ୍ତି ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଶକ୍ତି ବିଭାଗ ଗୁରୁବାର ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି)-କାନପୁର ଏବଂ ଟୋନୀ ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ ଗ୍ଲୋବାଲ ଚେଞ୍ଜ ସହିତ … Read More

କଂଗ୍ରେସର ବଡ଼ ସମାବେଶ: ଜୁଲାଇ ୯ରେ ରାହୁଲଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର: ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜୁଲାଇ ଦ୍ବିତୀୟ ସପ୍ତାହର ଓଡ଼ିଶା ଆସିବେ । ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ । ଭୁବନେଶ୍ୱରରେ କଂଗ୍ରେସ ପକ୍ଷରୁ ବଡ଼ ସମାବେଶ ହେବାକୁ … Read More

ଗୋପାଳପୁର ଗଣଦୁଷ୍କର୍ମ ମାମଲା: କଂଗ୍ରେସ ଗଢ଼ିଲା ୫ ଜଣିଆ ଟିମ୍

ଭୁବନେଶ୍ବର: ବହୁଚର୍ଚ୍ଚିତ ଗୋପାଳପୁର ବେଳାଭୂମି ନିକଟରେ ଗତ ରବିବାର ଦିନ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା ନେଇ କଂଗ୍ରେସ ଉଦ୍‌ବେଗ ପ୍ରକାଶ କରିଛି। ଏହି ମାମଲାକୁ ନେଇ କଂଗ୍ରେସ ଏକ କମିଟି ଗଠନ କରିଛି। ଜାତୀୟସ୍ତରରେ ଅଳକା ଲାମ୍ବାଙ୍କ ସହିତ କଂଗ୍ରେସ … Read More

ଭିଟିଏସକୁ ନେଇ ଚିନ୍ତାରେ ଭ୍ୟାନ୍ ମାଲିକ, ସବୁ ଅଂଚଳରେ ନାହିଁ ଇଣ୍ଟରନେଟ୍

ନବରଙ୍ଗପୁର: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଧାନମଣ୍ଡିରେ ସ୍ବଚ୍ଛତା ଆଣିବା ପାଇଁ ନୂଆ ଆପ୍ ଆରମ୍ଭ କରାଯାଇଛି। ଏହାକୁ ସଫଳ କରିବା ପାଇଁ ଜିଲ୍ଲା ଯୋଗାଣ ବିଭାଗ ପୂରା ଦମ୍ ଲଗାଇଛି। ମଣ୍ଡିରୁ ମିଲ୍କୁ ପରିବହନ … Read More

ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ, ପାର୍ଟି ମେମ୍ବର ୨ ଜଣ, ମିସିଲିଆ ସଦସ୍ୟ ୨ ଜଣ ଏବଂ ଆରପିସି … Read More

ଯୁବକଙ୍କୁ ଦୁଇଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଲେ : ସାଂସଦଙ୍କ ହସ୍ତକ୍ଷେପ ପରେ ଛାଡ଼ିଲେ

ଭୋଗରାଇ: ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନାରେ ମାମଲା ରୁଜୁ ନହୋଇ ଜଣେ ଯୁବକଙ୍କୁ ଦୁଇ ଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଛନ୍ତି। ଖବର ପାଇ ବାଲେଶ୍ୱର ସାଂସଦ ପହଂଚି ଏସପିଙ୍କ ସହିତ … Read More