ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣା: ସରକାରଙ୍କୁ କଠୋର ପଦକ୍ଷେପ ଗ୍ରହଣ କରିବାକୁ କହିଲେ ନବୀନ

ଭୁବନେଶ୍ୱର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଖବର ଅତ୍ୟନ୍ତ … Read More

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲା: ବନ୍ଧା ହେଲେ ୧୦ ଅଭିଯୁକ୍ତ

ବ୍ରହ୍ମପୁର: ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାରେ ପୁଲିସ ୧୦ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ରହିଛି। ଅଭିଯୋଗ ଆଧାରରେ ଗତକାଲି ୭ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରିଥିଲା। ଆଜି ଫେରାର ଅନ୍ୟ ତିନିଜଣଙ୍କୁ ଧରିଛି। ସମସ୍ତ ଗିରଫ ୧୦ ଅଭିଯୁକ୍ତଙ୍କୁ … Read More

ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ, ଆସନ୍ତା ୨୦ରେ ଖୋଲିବ ସମସ୍ତ ସ୍କୁଲ୍

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ସମସ୍ତ ସ୍କୁଲ୍ ଖୋଲିବ । ସ୍କୁଲ୍‌ ଖୋଲିବା ନେଇ ଦ୍ବନ୍ଦ୍ବ ଦୂର କଲେ ଗଣଶିକ୍ଷା ମନ୍ତ୍ରୀ । ସରକାରୀ, ବେସରକାରୀ ସମସ୍ତ ସ୍କୁଲ୍ ଖୋଲିବା ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । … Read More

କଟକରେ ଝାଡ଼ାବାନ୍ତି ଆତଙ୍କ: ୬୪ ଆକ୍ରାନ୍ତ

କଟକ: ଜିଲ୍ଲାରୁ ଜିଲ୍ଲାକୁ ବ୍ୟାପୁଛି ଝାଡାବାନ୍ତି। କଟକରେ ମଧ୍ୟ ଚିନ୍ତା ବଢାଇଛି ଝାଡାବାନ୍ତି। ପ୍ରାୟ ୬୪ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ସିଟି ହସ୍ପିଟାଲରେ ସ୍ୱାସ୍ଥ୍ୟ ବିଭାଗ ଟିମ୍‌ ସମୀକ୍ଷା କରିଛି। ସିଡିଏମଓଙ୍କ ସହ ବରିଷ୍ଠ ଅଧିକାରୀ ଅନୁଧ୍ୟାନ କରିଛନ୍ତି। … Read More

ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ, ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବ ଏହି ସେବା

ଭୁବନେଶ୍ୱର : ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ । ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ  । ଏନେଇ ସୂଚନା ଜାରି କରିଛନ୍ତି ପରିବହନମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ସୂଚନା । ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । … Read More

ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ; ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତ କରିବେ। ଏହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ସୂଚନା ଅନୁସାରେ, ସ୍ୱତନ୍ତ୍ର ସୁରକ୍ଷା ଗ୍ରୁପ … Read More

ଡାଇରିଆ ଆତଙ୍କ: ଯାଜପୁରରେ ପହଞ୍ଚିଲା କେନ୍ଦ୍ରୀୟ ଟିମ, ଧର୍ମଶାଳାରେ ବିଭିନ୍ନ ଦୋକାନରେ ଝୁଲିଲା ତାଲା

ଯାଜପୁର: ଯାଜପୁରରେ ପୁଣି ପହଞ୍ଚିଲା କେନ୍ଦ୍ରୀୟ ଟିମ୍ । ଡାଇରିଆ ଆତଙ୍କ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରତିନିଧି ଦଳ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଏହା ପରେ ବିଭିନ୍ନ ବ୍ଲକ ଗସ୍ତ କରିବ ୧୦ ଜଣିଆ କେନ୍ଦ୍ରୀୟ ଟିମ୍ । … Read More

କଟକ ଷ୍ଟେସନ୍‌ ବଜାରର ବିଭିନ୍ନ ହୋଟେଲ୍‌ରେ ଚଢ଼ାଉ, ୨ଟି ହୋଟେଲ୍‌ ସିଲ୍‌

କଟକ: ଯାଜପୁରରେ ଝାଡାବାନ୍ତି ସ୍ଥିତି ସାଂଘାତିକ ହେବାରେ ଲାଗିଛି। କେବେଳ ଯାଜପୁର ନୁହେଁ ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି … Read More

ବଙ୍ଗୋପସାଗରରେ ଡବଲ ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା

ବଙ୍ଗୋପସାଗରରେ ଡବଲ ଲଘୁଚାପ, ପ୍ରବଳ ବର୍ଷିବ ।  ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।  ଏହା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । ବାଲେଶ୍ବର … Read More

ହଇଜା ବ୍ୟାପିବା ପରେ ରାଜଧାନୀର ହୋଟେଲ-ଫାଷ୍ଟଫୁଡ୍ ଦୋକାନରେ ଚଢ଼ଉ

ଭୁବନେଶ୍ୱର: ରାଜଧାନୀକୁ ହଇଜା ଭୟ। ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ଆକ୍ସନ ମୋଡରେ ବିଏମସି। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ … Read More