ଗାଧୋଇବା ବେଳେ ଝିଅ ଆଗରେ ମାଆକୁ ଝାମ୍ପିନେଲା କୁମ୍ଭୀର

କେନ୍ଦ୍ରାପଡା : ଝିଅ ଆଗରେ ମାଆକୁ ଝାମ୍ପିନେଲା କୁମ୍ଭୀର । କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ପାନିଆଁଜୋରରେ ଅଘଟଣ ଘଟିଛି । ମହିଳା ଜଣକ ଗାଧୋଉଥିବାବେଳେ କୁମ୍ଭୀର ଟାଣିନେଇଥିଲା । ନିଖୋଜ ମହହିଳା ହେଲେ ତଅଁଳାଡିହା ଗାଁର କାଜଲ ମହାନ୍ତି । ମାଆକୁ … Read More

ଭଦ୍ରକରେ ବ୍ୟାପୁଛି ଝାଡ଼ାବାନ୍ତି; ହୋଟେଲ ଓ ଜଳଖିଆ ଦୋକାନରେ ଚଢ଼ଉ

ଭଦ୍ରକ: ଯାଜପୁର ଜିଲ୍ଲା ପରେ ଏବେ ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ପରେ ଧାମନଗରରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି । ଏନେଇ ଭଦ୍ରକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ଭଦ୍ରକ ସହରରେ ଆରମ୍ଭ ହୋଇଛି ଚଢ଼ାଉ । ଭଦ୍ରକ ଉପ ଜିଲ୍ଲାପାଳଙ୍କ ନେତୃତ୍ୱରେ ସ୍ୱାସ୍ଥ୍ୟ … Read More

ବିମାନ ବନ୍ଦରରୁ ଜନତା ମୈଦାନ ଯାଏଁ ରୋଡ୍ ସୋରେ ଯିବେ ପିଏମ୍ ମୋଦୀ

ଭୁବନେଶ୍ଵର:   ଜୁନ୍ ୨୦ରେ ଦିନ ୩ଟା ୪୦ରେ ଭୁବନେଶ୍ଵରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ଵରରେ ପହଞ୍ଚିବା ନେଇ ସୂଚନା ରହିଛି। ଦିନ ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ୍ ସୋ କାର୍ଯ୍ୟକ୍ରମ ଥିବାବେଳେ … Read More

ଧାମନଗରକୁ ଡେଇଁଲା ଝାଡ଼ାବାନ୍ତି, ଦୁଇ ଦିନରେ ୧୦ ଜଣ ଆକ୍ରାନ୍ତ

ଭଦ୍ରକ: ଭଣ୍ଡାରିପୋଖରୀ ପରେ ଧାମନଗରକୁ ଡେଇଁଲା ଝାଡ଼ାବାନ୍ତି। ଦୁଇ ଦିନରେ ୧୦ ଜଣ ଆକ୍ରାନ୍ତ ହସ୍ପିଟାଲ୍‌ରେ ଚିକିତ୍ସିତ। ଧାମନଗର, ଭଗବାନପୁର, ଖଡ଼ିପଦା ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଅବଗତ କରାଯାଇଛି। ସୂଚନା ଥାଉକି ଯାଜପୁର ଓ କେନ୍ଦୁଝର … Read More

‘ଶୃଙ୍ଖଳିତ ଓ ସୁରକ୍ଷିତ ରଥଯାତ୍ରା ନେଇ ସବୁ ବିଭାଗ ସହ ଆଲୋଚନା ସରିଛି’

ଭୁବନେଶ୍ବର/ପୁରୀ: ମହାପ୍ରଭୁଙ୍କର ପବିତ୍ର ରଥଯାତ୍ରା ଯେତିକି ପାଖେଇ ଆସୁଛି, ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନର ଚିନ୍ତା ସେତିକି ବଢ଼ିବାରେ ଲାଗିଛି। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ସରକାର ଲାଗିପଡ଼ିଛନ୍ତି। ଏଥି ପାଇଁ ଯାହା ସବୁ … Read More

ଗଛମୂଳରେ ଆଶ୍ରୟ ନେଇଥିଲେ: ବଜ୍ରପାତରେ ଯୁବକ ମୃତ, ୩ ଜଣ ଗୁରୁତର

ବାଙ୍ଗିରିପୋଷି : ମୟୂରଭଂଜ ଜିଲ୍ଲା ବାଙ୍ଗିରିପୋଷି ଅଞ୍ଚଳରେ ରବିବାର ବଜ୍ରପାତ ଘଟିଛି। ଏଥିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ବ‌େଳେ ଅନ୍ୟ ତିନି ଜଣ ଗୁରୁତର ଅଛନ୍ତି। ମୃତକ ହେଲେ ଭୀମ ଚରଣ ମାରାଣ୍ଡି (୨୫)। ନିଶ୍ଚିନ୍ତା ପଞ୍ଚାୟତ ଗୋହିରାପାଳ ଗ୍ରାମର … Read More

ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତାକାଲି ପାଇଁ … Read More

‘ହଇଜା ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ନିଅନ୍ତୁ ସରକାର’

ଭୁବନେଶ୍ବର: ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ରାଜ୍ୟରେ ପରିଚାଳିତ ବିଜେପି ସରକାର ବର୍ଷ ପୂର୍ତ୍ତି ପାଳନ କରୁଥିବା ବେଳେ କେନ୍ଦୁଝର, ଯାଜପୁର, ଭଦ୍ରକ, ପୁରୀ ଓ କଟକରେ ଡାଇରିଆ ଓ ହଇଜା ସଂକ୍ରମଣ ବ୍ୟାପିଚାଲିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ … Read More

‘ଦ୍ବିତୀୟ ରଜ’ରେ ନନ୍ଦନକାନନ ବୁଲିଲେ ୩୭,୧୦୮ ଜଣ ପର୍ଯ୍ୟଟକ

ବାରଙ୍ଗ: ଭୁବନେଶ୍ବର ଉପକଣ୍ଠରେ ଥିବା ପର୍ଯ୍ୟଟକମାନଙ୍କ ପାଇଁ ଉଦ୍ଦିଷ୍ଟ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ରେକର୍ଡ ପର୍ଯ୍ୟଟକ ବୁଲିଛନ୍ତି। ଗଣପର୍ବ ‘ରଜ’ ଅବସରରେ ପର୍ଯ୍ୟଟକମାନେ ଆଜି ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବୁଲିଛନ୍ତି। ସବୁଠାରୁ ବଡ଼ କଥା ହେଲା ପର୍ଯ୍ୟଟକମାନେ ଭଲ … Read More

ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ପୁଲିସ୍

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗ ଥାନା ଅଞ୍ଚଳରୁ ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତ ଜର୍ଜ ମୁଣ୍ଡାକୁ ପୁଲିସ ଗିରଫ କରିଛି। ଏନେଇ ଆଜି ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ମାଓବାଦୀଙ୍କ ଇନଫର୍ମର … Read More