ଯାଜପୁରରେ ହୋଟେଲ, ରେଷ୍ଟୁରାଣ୍ଟ ଉପରେ ଚଢ଼ାଉ: ସିଲ୍‌ ହେଲା

ଯାଜପୁର,୧୪।୬: ଯାଜପୁର ରୋଡ଼ରେ ଜିଲା ପ୍ରଶାସନ ନିର୍ଦ୍ଦେଶରେ ଖାଦ୍ୟ ନିରାପତ୍ତା ବିଭାଗ ଓ ବ୍ୟାସନଗର ତହସିଲ ପ୍ରଶାସନ ପୌର ପ୍ରଶାସନର ଏକ ଟିମ୍‌ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟ ଉପରେ ଚଢ଼ାଉକରି ବାସୀ ଓ ଦୂଷିତ ଖାଦ୍ୟ ପଦାର୍ଥର ନମୁନା ସଂଗ୍ରହ … Read More

ଯାଜପୁରରେ ଡାଇରିଆ-ହଇଜା: ସ୍ଥିତି ପରଖିବେ ୧୪ଜଣିଆ କେନ୍ଦ୍ରୀୟ ଟିମ୍‌

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ପରେ ହଇଜା ସଂକ୍ରମଣ ବ୍ୟାପିବା ଆରମ୍ଭ କରିଛି। ଜିଲ୍ଲାରେ ଡାଇରିଆର ବ୍ୟାପିବାର କାରଣ ହଇଜା (କଲେରା) ଜୀବାଣୁ ହୋଇଥାଏ ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ ଜିଲ୍ଲାର ପରିସ୍ଥିତି ସଂପର୍କରେ ଅବଗତ ହେବା ପାଇଁ … Read More

ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ: ମନ୍ତ୍ରୀ ରବି ନାରାୟଣ ନାୟକ

ଭୁବନେଶ୍ବର: ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ। … Read More

ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାମ ଶୀଘ୍ର ସାରିବାକୁ ଏଏସଆଇଙ୍କୁ ଚିଠି

ଭୁବନେଶ୍ବର: ମହାପ୍ରଭୁଙ୍କ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାମ ଶୀଘ୍ର ସାରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ ଏଏସଆଇକୁ ଚିଠି ଲେଖିଛନ୍ତି। ରଥଯାତ୍ରା ସମୟରେ (ଆସନ୍ତା ଜୁନ୍ ୨୮ ରୁ ଜୁଲାଇ ୬ ମଧ୍ୟରେ) ବାକି ଥିବା … Read More

ଯାଜପୁରରେ କଲେରା ଜୀବାଣୁ ଚିହ୍ନଟ: ଭୋଜି ନ କରିବାକୁ ଜିଲ୍ଲା ପ୍ରଶାସନର ପରାମର୍ଶ

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ଶତାଧିକ ଆକ୍ରାନ୍ତଙ୍କ ମଧ୍ୟରୁ ୮ଜଣଙ୍କଠାରେ ହଇଜା (କଲେରା) ଜୀବାଣୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସତର୍କତା ଲାଗି ପରାମର୍ଶ ଦିଆଯାଇଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ ନ କରିବାକୁ ଜିଲ୍ଲା ପ୍ରଶାସନ କହିଛି । … Read More

ପୁଣି ଫେରିବ ମୌସୁମୀ ବର୍ଷା, ଜୁନ ୨୦ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଏଥର ରଜ ଫିକା ପଡ଼ିବ ! ପାଗ ବଦଳିଥିବାରୁ ମୌସୁମୀ ବର୍ଷାରେ ଓଡ଼ିଶା ଭିଜିବ। ଆସନ୍ତା ୧୮ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ରହିଛି ସମ୍ଭାବନା। ଉତ୍ତର-ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି, … Read More

ବାଇକ୍‌ ଆରୋହୀ ତିନି ଯୁବକଙ୍କୁ ଚାପି ଦେଲା ଟ୍ରକ୍‌

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ଅଧିନ ଶୁଅକାଟି ଫାଣ୍ତି ଅନ୍ତର୍ଗତ ଠାକୁରଡିହି ବୁଲାଣି ଛକ ନିକଟରେ ଆଜି ଅପରାହ୍ନ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ … Read More

ଗୁଳି-ବନ୍ଧୁକ କାରବାର ବେଳେ ଚଢ଼ଉ: ଜଣେ ଓଡ଼ିଆ ସମେତ ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବୁଲୁଛି ସ୍ବୟଂଚାଳିତ ପିସ୍ତଲ, ରିଭଲଭର। ବାହାର ରାଜ୍ୟରୁ ମାରଣାସ୍ତ୍ର ଆଣି ଭୁବନେଶ୍ୱରରେ ଚୋରି, ଡକାୟତି, ରାହଜାନୀ, ଲୁଟ ଭଳି ଅପରାଧ ଏବଂ ହିଂସା ସୃଷ୍ଟି କରିବାକୁ ଚାଲିଛି ଯୋଜନା। ତେବେ ଅପରାଧ ପାଇଁ ବ୍ୟବହାର ହେବାକୁ ଥିବା ଏକ … Read More

୧୧ ଜିଲ୍ଲାରେ ୩୮୭୮ କୋଟିର ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି। ୧୧ଟି ଜିଲ୍ଲାରେ ୧୭ଟି ପ୍ରକଳ୍ପ … Read More

ପୁରୀ ରେଳ ଷ୍ଟେସନରେ ମକ୍ ଡ୍ରିଲ୍

ପୁରୀ : ପୁରୀ ରେଳ ଷ୍ଟେସନର ମକ୍ ଡ୍ରିଲ୍। ରଥ ଯାତ୍ରାରେ ଲକ୍ଷାଧିକ ଭକ୍ତ ଓ ଯାତ୍ରୀ ପୁରୀ ଆସିବାକୁ ଥିବାରୁ ଯଦି ଷ୍ଟେସନରେ ଆତଙ୍କବାଦୀ ଆକ୍ରମଣ ହୁଏ, ତେବେ ଏହାକୁ କିଭଳି ମୁକାବିଲା କରିହେବ ସେ ନେଇ ଓଡ଼ିଶା ପୁଲିସ … Read More