ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା – ନାରୀଙ୍କୁ ସମ୍ମାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ … Read More

ଯାଜପୁରରେ ବ୍ୟାପୁଛି ଡାଇରିଆ: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଯାଜପୁର: ଯାଜପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଡାଇରିଆ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଜିଲ୍ଲାରେ ଡାଇରିଆ ବ୍ୟାପୁଥିବାରୁ ସମସ୍ତ … Read More

୩୬ ଘଣ୍ଟା ପରେ ଭଦ୍ରକରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ଭଦ୍ରକ: ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ ହୋଇଛି। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଆଜି ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେବା ପରେ ଇଣ୍ଟରନେଟ ସେବା ପୁଣି ଥରେ ପୂର୍ବଭଳି … Read More

ଗୃହରକ୍ଷୀଙ୍କୁ ରଜ ଭେଟି ଦେଲେ ରାଜ୍ୟ ସରକାର: ବଢ଼ାଇଲେ ଭତ୍ତା

ଭୁବନେଶ୍ବର: ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି। ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଅନୁସାରେ ଦୈନିକ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍‌-ଅପ୍‌ ଭତ୍ତା … Read More

ବାଇକ୍‌ରେ ଘରକୁ ଫେରୁଥିଲେ ଛାତ୍ର, ଟ୍ରକ୍‌ ପଛରେ ପିଟି ହୋଇ ଚାଲିଗଲା ଜୀବନ

ସାଲେପୁର : କଟକ ସାଲେପୁର ରାସ୍ତାର ସାଲେପୁର ଥାନା ନାନ୍ଦୋଳଗଡ଼ା ଛକ ନିକଟରେ ଟ୍ରକ୍‌ ପଛ ପଟେ ବାଇକ୍‌ ପିଟି ହୋଇ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଛାତ୍ର ଜଣକ ସାଲେପୁର ପବ୍ଲିକ ସ୍କୁଲରେ ୧୦ମ ଶ୍ରେଣୀରେ ପଢୁଥିବା ସୂଚନା … Read More

ବଡ ସଫଳତା ; ଆଠ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ହାର୍ଡକୋର ମାଓବାଦୀ ଗିରଫ

ମାଲକାନଗିରି : ମାଲକାନଗିରି ପୁଲିସକୁ ମିଳିଛି ବଡ ସଫଳତା। ଶୁକ୍ରବାର ଆଠ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ଦୁଇ ଏସିଏମ କ୍ୟାଡର ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି ମାଲକାନଗିରି ପୁଲିସ। କୋରାପୁଟରୁ ଏମାନେ ଖସି ପଳାଇ ଆସିଥିବା ବେଳେ … Read More

ଶ୍ରୀଜୀଉଙ୍କ ଜ୍ୱର ଉପଶମ ପାଇଁ ଅଣସରଘରେ ଚାଲିଛି ଗୁପ୍ତ ସେବା

ପୁରୀ: ଶ୍ରୀମନ୍ଦିରରେ ନାହିଁ କୋଳାହଳ ଶୁଭୁନାଇଁ ଘଣ୍ଟ ଘଣ୍ଟାର ଶବ୍ଦ l ଅନ୍ଧାର ଗୃହରେ ଦୀପ ଶିଖା ଆଲୋକରେ ଜ୍ୱରରେ ପୀଡିତ ଶ୍ରୀଜୀଉଙ୍କ ସେବା କରୁଛନ୍ତି ଦଇତାପତି ସେବକ ମାନେ l ସ୍ନାନବେଦିରେ ୧୦୮ ଗରା ଜଳ ସ୍ନାନ କରିବା ପରେ … Read More

ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ହୋଇଛି । ଅହମ୍ମଦାବାଦରେ ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର AI-171 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେମାନଙ୍କ ମଧ୍ୟରେ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ ବ୍ରିଟିଶ … Read More

କୋର୍ଟରେ ଆତ୍ମସମର୍ପଣ ପରେ ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଜାମିନ

ମାଲକାନଗିରି: ଏସଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲ । ସେ ଆଜି ଆତ୍ମସମର୍ପଣ କରିବା ପରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଜାମିନ୍ ଦେବା ନେଇ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । … Read More

ରଜରେ ଖୋଲା ରହିବ ନନ୍ଦନକାନନ, ୧୭ ତାରିଖରେ ବନ୍ଦ ରହିବ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର : ନନ୍ଦନକାନନ କର୍ତ୍ତୃପକ୍ଷ ବଡ଼ ନିଷ୍ପତ୍ତି । ସୋମବାର ରଜ ପର୍ବ ତୃତୀୟ ଦିନ ପଡୁଥିବାରୁ ପର୍ଯ୍ୟଟକମାନଙ୍କ ପାଇଁ ନନ୍ଦନକାନନ ଖୋଲା ରହି ମଙ୍ଗଳବାର ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି । ଓଡ଼ିଶାର … Read More