ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ

ପୁରୀ : ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ ।  ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ ।  ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ରହ୍ମଗିରିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ବ୍ୟାପକ ‌ପୁଲିସ … Read More

ଆସନ୍ତାକାଲିଠୁ ଭୁବନେଶ୍ୱରରୁ ଆବୁଧାବି ସିଧାସଳଖ ଉଡାଣ

ଭୁବନେଶ୍ୱର: ବିଲ୍ଡିଂ ମ୍ୟାନେଜମେଣ୍ଟ ଅଫ୍ ଏଭିଏସନ୍ ଆସେଟ୍ସ ଆଣ୍ଡ୍ ନେଟୱାର୍କ (B-MAAN) ଅଧୀନରେ ଭୁବନେଶ୍ୱର ଏବଂ ଆବୁଧାବି ମଧ୍ୟରେ ସିଧାସଳଖ ବିମାନ ସେବା ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇଣ୍ଡିଗୋ ସପ୍ତାହରେ ତିନିଥର ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଏହି ସିଧାସଳଖ … Read More

ଭୁବନେଶ୍ୱରରୁ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ବ୍ରାଉନ୍ ସୁଗାର ଜବତ

ଭୁବନେଶ୍ୱର: ଓଡ଼ିଶା କ୍ରାଇମ୍ ବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ (ଏସଟିଏଫ) ଭୁବନେଶ୍ୱରରେ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୩୧୯ ଗ୍ରାମ ଓଜନର ବ୍ରାଉନ୍ ସୁଗାର ଜବତ କରିଛି।  ଜଣେ ଡ୍ରଗ୍ସ ବ୍ୟବସାୟୀଙ୍କୁ ଗିରଫ କରିଛି। ଏସଟିଏଫର ଏକ ଟିମ୍ ମଙ୍ଗଳବାର ଭୁବନେଶ୍ୱର … Read More

ହାତୀବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ :  ଶ୍ରୀକ୍ଷେତ୍ର ଆଜି ଚଳଚଞ୍ଚଳ ହୋଇ ଉଠିଛି ।   ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି ।  ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେଉଛନ୍ତି । ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ ସାରିବା … Read More

ଆଗକୁ ସ୍କୁଲରେ ଆଡ଼ମିଶନ ପାଇଁ ଆଧାର କାର୍ଡ ନିହାତି ଆବଶ୍ୟକ: ମନ୍ତ୍ରୀ

ଭୁବନେଶ୍ବର: ଏଥର ସ୍କୁଲରେ ଆଡ଼ମିଶନ ପାଇଁ ଆଧାର କାର୍ଡ ନିହାତି ଆବଶ୍ୟକ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ ତାଙ୍କର କେମିତି ଆଧାର କାର୍ଡ ହୋଇପାରିବ … Read More

ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡ଼ିଲା ମୁଣ୍ଡ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସୂଚନା

ପୁରୀ : ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡ଼ିଲା ମୁଣ୍ଡ  ।  ଟାଉନ ଥାନା ଅନ୍ତର୍ଗତ ଗୁଡ଼ିଆ ସାହିରେ ଘଟିଛି ହତ୍ୟା  ।   ସ୍ନାନ ପୂର୍ଣ୍ଣିମା ପାଇଁ ୭୦ପ୍ଲାଟୁନ ରୁ ଅଧିକ ଫୋର୍ସ ମୁତୟନ ରହିଥିବାବେଳେ ଦିବା ଲୋକରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ  । … Read More

ପୁଣି ବଢିଲା ସୁନା ଦର

ଭୁବନେଶ୍ୱର: କିଛିଦିନର ଆଶ୍ୱସ୍ତି ପରେ ପୁଣି ବଢିଲା ସୁନା ଦର। ଗତ କିଛି ଦିନ ଲଗାତାର ସୁନା ଦର କମିଚାଲିଥିଲା। ହେଲେ ଏବେ ସୁନା ଦର ପୁଣି ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ପୁଣି ଲକ୍ଷେ ଟପିଯିବ କି ସୁନ ମୂଲ୍ୟ … Read More

AI କ୍ୟାମେରା ନଜରରେ ରହିଛି ପୁରୀ ସହର

ପୁରୀ : ଆଜି ମହାପ୍ରଭୁଙ୍କ ଦିବ୍ୟ ସ୍ନାନ ପୂର୍ଣ୍ଣିମା ।  ଏହି ଅବସରରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ ହୋଇଛି ।  ଏନେଇ ଭକ୍ତଙ୍କ ଗହଳିକୁ ନଜର ରଖି ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୭୦ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ ୪୫୦ଜଣ … Read More

ଖାଦ୍ୟ ବିଷପ୍ରକ୍ରିୟାକରଣ ଯୋଗୁଁ ହୋଇଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଯାଜପୁର: ଧର୍ମଶାଳା ଅଞ୍ଚଳରେ ମଙ୍ଗଳବାରଠାରୁ ଅଚାନକ ଶତାଧିକ ରୋଗୀ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଉକ୍ତ ଅଞ୍ଚଳର ଅନେକ ପଞ୍ଚାୟତର ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଥିବାବେଳେ ମେଡିକାଲ ପରିସରରେ ରୋଗୀ ଓ … Read More

ଯାଜପୁରରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି: ୨ ଜଣ ମୃତ, ୫୦୦ ଆକ୍ରାନ୍ତ

ଯାଜପୁର: ଯାଜପୁରରେ ଡାଇରିଆ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ଆଉ କିଛି ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଡାଇରିଆରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଶହରୁ ଅଧିକ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ଦାନଗଦି ବ୍ଲକ … Read More