ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡ଼ିବ ଜୋରିମାନା

କଟକ: ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡିବ ଜୋରିମାନା। କଟକ ମହାନଗର ନିଗମ (ସିଏମସି) ଆବର୍ଜନା ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏଭଳି କଠୋର ବ୍ୟବସ୍ଥା ଆପଣାଇବାକୁ ଯାଉଛି। ଘରୋଇ ଲୋକେ ରାସ୍ତାରେ ଅଳିଆ ଫିଙ୍ଗିଲେ ୧୦୦ ଟଙ୍କା … Read More

ପାର୍ଟ ପ୍ଲଟ୍ ବିକ୍ରି ପାଇଁ ହଟିଲା କଟକଣା, ଥରକେ ବିକ୍ରି କରିହେବ ୫ ଶହ ବର୍ଗମିଟର

ଭୁବନେଶ୍ୱର : ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଖୋଲିଲା । ଏବେ ୫ ହଜାର ୨୦୦ ସ୍କୋୟାର ଫୁଟ ପାର୍ଟ ପ୍ଲଟ ବିକିବା ପାଇଁ ସମସ୍ତ କଟକଣା ହଟିଲା । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ … Read More

ଜୁଲାଇ ୮ରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଚେତାବନୀ ଦେଲା ରାଜ୍ୟ ପରିବହନ ମଞ୍ଚ

ଭୁବନେଶ୍ଵର: ରାଜ୍ୟରେ ଯାନବାହାନଗୁଡ଼ିକୁ ଚେକିଂ କରିବା କ୍ଷମତା ପୋଲିସକୁ ଦେବା ପ୍ରସଙ୍ଗକୁ ବିରୋଧ ସହିତ ୭ ଦଫା ଦାବିରେ ଏକାଠି ହୋଇଛନ୍ତି ବସ୍‌, ଟ୍ରକ୍‌, ମିନିଟ୍ରକ୍‌ ମାଲିକଙ୍କ ସମେତ ଡ୍ରାଇଭର ସଂଘ। ଆସନ୍ତା ମାସ ୮ ତାରିଖ ସୁଦ୍ଧା ଦାବି ପୂରଣ … Read More

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ ସହ ବିକଶିତ ଓଡ଼ିଶା ପାଇଁ ଆଶୀର୍ବାଦ ଭିକ୍ଷା କଲି: ମୁଖ୍ୟମନ୍ତ୍ରୀ

ପୁରୀ: ରଥଯାତ୍ରା ପୂର୍ବରୁ ମହାପ୍ରଭୁଙ୍କର ସମ୍ପନ୍ନ ହେଉଥିବା ସ୍ନାନଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ସ୍ନାନଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରୁ … Read More

ଧର୍ମଗଡ଼ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକମା ସସପେଣ୍ଡ୍

ଭୁବନେଶ୍ବର:କଳାହାଣ୍ଡି ଜିଲାର ଧର୍ମଗଡ଼ ଉପଜିଲ୍ଲାପାଳ IAS ଧୀମାନ ଚକମା ସସପେଣ୍ଡ୍। ଭିଜିଲାନ୍ସ ଦ୍ବାରା ଗିରଫ ପରେ ତାଙ୍କୁ ନିଲମ୍ବନ କରାଯାଇଛି। ଧୀମାନଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିବାପରେ, ଧୀମାନଙ୍କୁ … Read More

ମହାପ୍ରଭୁଙ୍କ ମହାସ୍ନାନ ନୀତି ସମ୍ପନ୍ନ, ଶ୍ରୀଜିଉଙ୍କ ଦିବ୍ୟ ଦର୍ଶନ କଲେ ଭକ୍ତ

ପୁରୀ: ଦେବସ୍ନାନ ପୂର୍ଣ୍ଣିମାରେ ଚାରି ଠାକୁରଙ୍କ ମହାସ୍ନାନ ନୀତି ସମ୍ପନ୍ନ ହୋଇଛି । ସୁନା କୂଅରୁ ୧୦୮ ଗରା ପାଣି ଅଣାଯାଇ ମହାପ୍ରଭୁଙ୍କୁ ସେବାୟତମାନେ ମହାସ୍ନାନ କରାଇଛନ୍ତି । ମଙ୍ଗଳ ଆଳତି, ମଇଲମ, ଅବକାଶ ନୀତି ପରେ ମହାସ୍ନାନ ନୀତି ଆରମ୍ଭ … Read More

ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ

ଭୁବନେଶ୍ୱର : ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ। ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିଲେ। ojee.nic.in ୱେବ୍‌ସାଇଟ୍‌ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍‌ କାର୍ଡ ପାଇପାରିବେ । ଗତ ମେ ୨ ତାରିଖରେ ଓଜେଇଇ ପରୀକ୍ଷା ଆରମ୍ଭ … Read More

ବାଲି ମାଫିଆଙ୍କ ଗୁଣ୍ଡାରାଜ, ଖଣି ଅଧିକାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ

ବାଲେଶ୍ୱର : ବାଲି ମାଫିଆଙ୍କ ଗୁଣ୍ଡାରାଜ । ବାଲି ମାଫିଆଙ୍କ ମାଡ଼ରେ ଲହୁ ଲୁହାଣ ଖଣି ଅଧିକାରୀ ।  ଭ୍ୟାନରୁ ଟାଣିନେଇ ଗୋଡ଼ାଇ ଗୋଡ଼ାଇ ପିଟିଲେ ମାଫିଆ । ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ବୁଢ଼ାବଳଙ୍ଗ ନଦୀ କାଠସଂଗଡା ପାଖରେ ବେଆଇନ ବାଲି … Read More

ଲାଞ୍ଚ ନେଲା ବେଳେ ମହିଳା ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

କୋରାପୁଟ:୮ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ମନରେଗା ଟଙ୍କା ରିଲିଜ କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ଜୟପୁର ଭିଜିଲାନ୍ସ … Read More

ବର୍ଷକ ଭିତରେ ରାଜ୍ୟରେ ବିଜେପି ସରକାର ୨୮ ହଜାର ନିଯୁକ୍ତି ଦେଇଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୁନ୍ ୧୨ ତାରିଖ ଅର୍ଥାତ୍ ଗୁରୁବାର ଓଡିଶାରେ ବିଜେପି ସରକାର ତାର ଶାସନର ପ୍ରଥମ ବର୍ଷ ପୂରଣ କରିବ । ଏହା ପୂର୍ବରୁ ରାଜ୍ୟ ସରକାର ଲୋକଙ୍କ ପାଇଁ କ’ଣ ସବୁ କରିଛନ୍ତି ସେନେଇ ଟିକ ନିକ କରି ହିସାବ … Read More