ଆର୍‌ପିଏସ୍‌ସି ଅଧ୍ୟକ୍ଷ ହେଲେ ଓଡ଼ିଆ ପୁଅ ଆଇପିଏସ୍ ଉତ୍କଳ ରଂଜନ ସାହୁ

ଭୁବନେଶ୍ବର/ଛେଣ୍ଡିପଦା: ଓଡ଼ିଆ ପୁଅ ଉତ୍କଳ ରଂଜନ ସାହୁଙ୍କୁ ରାଜସ୍ଥାନରେ ବଡ଼ ଦାୟିତ୍ବ ମିଳିଛି। ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀ ଶ୍ରୀ ସାହୁଙ୍କୁ ରାଜସ୍ଥାନ ସରକାର ରାଜ୍ୟର ଲୋକ ସେବା ଆୟୋଗର ନୂଆ ଅଧ୍ୟକ୍ଷ ପଦବିରେ ନିଯୁକ୍ତି ଦେଇଛନ୍ତି। ଏହି ପଦବିରେ … Read More

କଟକ ରାଣୀହାଟରେ ବିଭିନ୍ନ ଔଷଧ ଦୋକାନରେ ଚଢାଉ

କଟକ : କଟକ ରାଣୀହାଟ ସ୍ଥିତ ବିଭିନ୍ନ ଔଷଧ ଦୋକାନରେ ମଙ୍ଗଳବାର ଚଢାଉ କରାଯାଇଛି। ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ପକ୍ଷରୁ କଟକ ରାଣୀହାଟ ବଜାର ସ୍ଥିତ ଏକାଧିକ ଔଷଧ ଦୋକାନରେ ଟିମ୍ ଯାଞ୍ଚ କରିଛି। ଏହି ସବୁ ଦୋକାନରେ ବିକ୍ରି ହେଉଥିବା … Read More

ସରକାରଙ୍କ ବର୍ଷପୂର୍ତ୍ତି ନେଇ ନବୀନଙ୍କ ସମାଲୋଚନା

ଭୁବନେଶ୍ବର: ବିଜେପି ସରକାରଙ୍କ ବର୍ଷପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କୁ ଖାଲି ପ୍ରଚାର ପ୍ରଚାର ସର୍ବସ୍ବ କହି କଡା ସମାଲୋଚନା କରିଛନ୍ତି ନବୀନ । ତେବେ ଆଜି ଶଙ୍ଖ ଭବନରେ … Read More

ସରିଲା ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି; ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ହେଲେ ସାମିଲ

ପୁରୀ : ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି ।  ନିଲମ୍ବନ ହଟିବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର । କାଲି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଆଜି ଦଇତାପତି ସେବା କାର୍ଯ୍ୟରେ ଯୋଗଦେଇଛନ୍ତି … Read More

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଗଲେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଜଣେ ଠିକାଦାରଙ୍କଠାରୁ ୮,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ଦିନ ଜଣେ କନିଷ୍ଠ ଯନ୍ତ୍ରୀ (JE)ଙ୍କୁ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ବରଗଡ଼ ଗାଇସିଲେଟ ବ୍ଲକ୍ ଡାଙ୍ଗବାହାଲ ପଞ୍ଚାୟତରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ … Read More

ଚଳଚଞ୍ଚଳ ହେଲାଣି ଶ୍ରୀକ୍ଷେତ୍ର, ଆସନ୍ତାକାଲି ସ୍ନାନ ପୂର୍ଣ୍ଣିମା ପାଇଁ ମହାପ୍ରଭୁଙ୍କ ହାତୀ ବେଶ ଶେଷ ପର୍ଯ୍ୟାୟରେ

ପୁରୀ: ଜ୍ୟେଷ୍ଠମାସ ପୂଣ୍ଣିମା ତିଥିରେ ଶ୍ରୀଜିଉମାନଙ୍କର ସ୍ନାନ ଯାତ୍ରା ଓ ହାତୀ ବେଶ ବା ଗଜାନନ ବେଶ ଅନୁଷ୍ଠିତ ହୋଇଥାଏ । ଏହି ହାତୀ ବେଶକୁ ପ୍ରସ୍ତୁତ କରିଥାନ୍ତି ପୁରୀର ରାଘବଦାସ ମଠ ଓ ଗୋପାଳତୀର୍ଥ ମଠ । ବହୁ ପୁରାତନ କାଳରୁ … Read More

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଗିରଫ

ଗଜପତି: ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ। ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ କାମ୍ବି ମଳିକ ହତ୍ୟା ଘଟଣାର ସମ୍ପୃକ୍ତ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫଙ୍କ ମଧ୍ୟରେ ୮ ମହିଳା ଥିବାବେଳେ … Read More

୫ ମାସରେ ଉଡ଼ାଇ ନେଲେଣି ୧୪୪ କୋଟି, ପ୍ରତିଦିନ କୋଟିଏ ଠକୁଛନ୍ତି ସାଇବର୍‌ ଠକ

ଭୁବନେଶ୍ୱର: ରାଜ୍ୟରେ ଅଦୃଶ୍ୟ ଠକଙ୍କ ଆତଙ୍କ ବଢ଼ିବା‌‌ରେ ଲାଗିଛି। ଆଖି ପିଛୁଳାକେ ଖାଲି କରିଦେଉଛନ୍ତି ପୂରା ଆକାଉଣ୍ଟ। ପୁଲିସ୍‌, ସରକାରଙ୍କ ପକ୍ଷରୁ ବାରମ୍ବାର ବିଭିନ୍ନ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଥିଲେ ହେଁ ସାଇବର୍‌ ଠକମାନେ ଗଳା ବାଟ ବାହାର କରି ଦେଉଛନ୍ତି। … Read More

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଘଟଣା: ୮ ଗିରଫ

ବାରିପଦା: ଜୁନ୍ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଅତିରିକ୍ତ ତହସିଲଦାରଙ୍କୁ ନିର୍ଘାତ ମାଡ଼ ମାରିବା ସହ ପଥର ଛେଚି ତାଙ୍କ କାର୍‌ ଭାଙ୍ଗିବା ଘଟଣାରେ ଆଠ ଜଣଙ୍କୁ ଗିରଫ କରାଯାଇଛି। ପୋଲିସ ଡିଆଇଜି (ପୂର୍ବ ରେଞ୍ଜ) ସତ୍ୟଜିତ ନାୟକ ଗଣମାଧ୍ୟମକୁ … Read More

ବର୍ଷକ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା ପ୍ରମୁଖ ପ୍ରତିଶ୍ରୁତିକୁ ପାଳନ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ବିଜେପି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ … Read More