ସୁକୁମା ଜିଲ୍ଲାରେ ୧୬ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି  : ମାଓ ସଂଗଠନକୁ ବଡ଼ ଝଟକା । ଛତିଶଗଡ ସୁକୁମା ଜିଲ୍ଲାରେ ୧୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ଜଣ କୁଖ୍ୟାତ ମାଓ ନେତା । ଦୁଇ ହାଡକୋର ମାଓବାଦୀଙ୍କ ମୁଣ୍ଡ ଉପରେ ୧୬ … Read More

ଜେଇଇ ଆଡଭାନ୍ସଡ-୨୦୨୫; ହଂସ ଦାରୁକା ଓଡ଼ିଶା ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ପରୀକ୍ଷାଫଳ । ଆଇଆଇଟି କାନପୁର ଦ୍ଵାରା ପରିଚାଳିତ ପରୀକ୍ଷାର ରେଜଲ୍ଟ ଆଜି ପ୍ରକାଶ ପାଇଛି । ଏଥିରେ ଆଇଆଇଟି ଦିଲ୍ଲୀ ଜୋନର ରଜିତ୍ ଗୁପ୍ତା ସର୍ବଭାରତୀୟ ଟପ୍ପର ହୋଇଛନ୍ତି । … Read More

ଅତିରିକ୍ତ ତହସିଲଦାରଙ୍କୁ ମାଡ ମାରି ଗାଡି ଭାଙ୍ଗିଲେ ବାଲି ମାଫିଆ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କୁ ବାଲି ମାଫିଆଙ୍କ ମରଣାନ୍ତକ ଆକ୍ରମଣ । ଥାନା ଆଗରେ ଆକ୍ରମଣ ସହ ଗାଡ଼ି ଭାଙ୍ଗିଦେଲେ । ମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀ ଆହତ ହୋଇଛନ୍ତି । ଆକ୍ରମଣ … Read More

ଗାଁ ଦାଣ୍ଡରେ ବୁଲୁଛି ହାତୀ, ଲୋକେ ଆତଙ୍କିତ

ଗାଁଦାଣ୍ଡରେ ବୁଲୁଛି ଦନ୍ତା । ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ପ୍ରତିମାଦେଇ ଶାସନ ଗାଁ ଦାଣ୍ଡରେ ସୋମବାର ସକାଳୁ ସକାଳୁ ଏକ ବଣୁଆ ଦନ୍ତା ହାତୀ ବୁଲୁଥିବାର ଦେଖିବାକୁ ମିଳିଛି । ଏ ବାବଦରେ ପ୍ରଚାର ହୋଇଯିବା ପରେ ଲୋକେ ଆତଙ୍କିତ … Read More

ଦାଦା ବଟିକୁ କେନ୍ଦ୍ରକରି ଗୁଳିକାଣ୍ଡ ଘଟଣା : ମୁଖ୍ୟ ଅଭିଯୁକ୍ତକୁ ବାନ୍ଧିଲା ପୋଲିସ, ପୂର୍ବରୁ ୪ ଗିରଫ

ଭୁବନେଶ୍ବର ୧।୬: ଭୁବନେଶ୍ବର ଚନ୍ଦକା ଅଞ୍ଚଳ ସଂଘର୍ଷବିହାର ଛକରେ ଗୁଳିକାଣ୍ଡ ଘଟଣାର ପର୍ଦ୍ଦାଫାଶ । ମୁଖ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ଚନ୍ଦକା ଥାନା ପୋଲିସ । ସହଦେବ ବାରିକ ଓରଫ ନାଗାକୁ ଗିରଫ କରିଛି ପୋଲିସ । ନାଗା ନିକଟରୁ ପିସ୍ତଲ, ମୋବାଇଲ ଫୋନ, ଗୋଟିଏ … Read More

ଛେନା ବୋଝେଇ ଅଟୋରେ ଦୁର୍ବୃତ୍ତର ତାଣ୍ଡବ : ଏକ କୁଇଣ୍ଟାଲ ଛେନାକୁ ଫିଙ୍ଗିଦେଲା

ଭୁବେନଶ୍ବର : ଛେନା ବୋଝେଇ ଅଟୋରେ ଦୁର୍ବୃତ୍ତ ତାଣ୍ଡବ ରଚିଛି। ଏକ କୁଇଣ୍ଟାଲ ଛେନାକୁ ଦୁର୍ବୃତ୍ତ ଫିଙ୍ଗି ଦେଇଛି। ପୁରୀ ଜିଲ୍ଲା ନିମାପଡ଼ା ଅଞ୍ଚଳରେ ଆଜି ସନ୍ଧ୍ୟାରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ ଆଜି ସନ୍ଧ୍ୟା ୫ଟା ସମୟରେ … Read More

ଭୁବନେଶ୍ଵରରେ ସିରିଜ ଦୁର୍ଘଟଣା, ୩ ଗୁରୁତର ଆହତ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ଵରରେ ରବିବାର ସକାଳେ ସିରିଜ ଦୁର୍ଘଟଣା ଘଟିଛି। ଗୋଟିଏ କାର ଅନ୍ୟ ୨ଟି କାର ଏବଂ ଏକ ଅଟୋକୁ ଧକ୍କା ଦେବା ଫଳରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। କାର ଚାଳକ ଜଣ ନିଶାସକ୍ତ ଅବସ୍ଥାରେ … Read More

ବାପାଙ୍କ ଅସ୍ଥି ବିସର୍ଜନ କଲେ ବାବୁସାନ୍‌, କାହିଁକି ଲଣ୍ଡା ହୋଇ ନଥିଲେ କହିଲେ ଅଭିନେତା

ଭୁବନେଶ୍ଵର: ଦିବଙ୍ଗତ ଓଲିଉଡ଼ ଅଭିନେତା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କଲେ ପୁଅ ତଥା ଅଭିନେତା ବାବୁସାନ୍‌ ମହାନ୍ତି। ପୁରୀ ମହୋଦଧିରେ ବାପାଙ୍କ ଅସ୍ଥି ବିସର୍ଜନ କରି ଲଣ୍ଡା ହୋଇଛନ୍ତି ବାବୁସାନ୍। ପରମ୍ପରା ହିସାବରେ ସେ ଅସ୍ଥି ବିସର୍ଜନ କରିଛନ୍ତି। ଶ୍ୱେତଗଙ୍ଗା … Read More

ବେକରେ ଦଉଡ଼ି ଲଗାଇ ଜୀବନ ହାରିଲେ ଶିକ୍ଷୟିତ୍ରୀ, କାରଣ ଅସ୍ପଷ୍ଟ

ରାୟଗଡ଼ା: ସ୍ବାମୀ ଘରେ ନଥିବା ବେଳେ ଶିକ୍ଷୟିତ୍ରୀ ସ୍ତ୍ରୀ ଘର ଭିତରେ ବେକରେ ଦଉଡ଼ି ଲଗାଇ ଜୀବନ ହାରିଛନ୍ତି। ରାୟଗଡ଼ା ଜିଲ୍ଲା ମୁନିଗୁଡ଼ର ଅଞ୍ଚଳରେ ଶିକ୍ଷୟିତ୍ରୀ ଜୀବନ ହାରିଛନ୍ତି। ମୃତ ଶିକ୍ଷୟିତ୍ରୀ ହେଲେ ଅତସୀ ତ୍ରିପାଠୀ। ପ୍ରାପ୍ତ ସୂଚନା ଅନୁସାରେ ମୁନିଗୁଡା … Read More

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସମସ୍ତ ସାତଟି ସୁଡ଼ଙ୍ଗ ଖନନ କାର୍ଯ୍ୟ ଶେଷ

ଭୁବନେଶ୍ୱର,୧।୬: ଭାରତୀୟ ରେଳବାଇର ଏକ ପ୍ରମୁଖ ପ୍ରକଳ୍ପ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂତନ ରେଳ ଲାଇନ ପ୍ରକଳ୍ପ ଏକ ଐତିହାସିକ ମାଇଲଖୁଣ୍ଟରେ ପହଞ୍ଚିଛି। ନୟାଗଡ଼ ଜିଲାର ବୁଗୁଡ଼ା ଓ ଦାଶପଲ୍ଲା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T2 ର ଅନ୍ତିମ ବ୍ରେକଥ୍ରୁ ମେ ୩୦, … Read More