ରାଜଧାନୀ ୟୁନିଟ୍ ୪ ମାର୍କେଟରେ ସ୍ପେଶାଲ କ୍ରାଇମ ୟୁନିଟର ଚଢ଼ାଉ, ବିପୁଳ ଗଞ୍ଜେଇ ଜବତ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୟୁନିଟ୍-୪ ମାର୍କେଟ ଅଞ୍ଚଳରେ ଓଡ଼ିଶା ପୁଲିସ ଏବଂ ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ) ଦ୍ୱାରା ମିଳିତ ଚଢ଼ାଉ କରାଯାଇ ଏକ ବଡ଼ ଧରଣର ଗଞ୍ଜେଇ ବ୍ୟବସାୟ ରାକେଟର ପର୍ଦାଫାଶ କରାଯାଇଛି। ଏହି ଚଢ଼ାଉରେ ବିପୁଳ ପରିମାଣରେ ଗଞ୍ଜେଇ … Read More
