ସୋରରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣା; ଧରାପଡ଼ିଲା ଅଭିଯୁକ୍ତ ପ୍ରେମିକ

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣାର ଅଭିଯୁକ୍ତ ପ୍ରେମିକକୁ ବାସୁଦେବପୁର ଧଳସାହିରୁ ଗିରଫ କରିଛି ପୁଲିସ। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ବିଶ୍ବରଂଜନ ପୁହାଣ ଫେରାର ଥିଲେ। ପୁଲିସ ଚାରୋଟି ଟିମ ଗଠନ କରି … Read More

ମହୁମାଛି ଆକ୍ରମଣରେ ମହିଳା ମୃତ, ୨ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଲା ଥାନା ତିଲଡେଗା ନିକଟରେ ଅଘଟଣ । ଶିବ ମନ୍ଦିର ଯାଉଥିବାବେଳେ ଜଣେ ମହିଳା ଓ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ବାଘୁଆ ମହୁମାଛି । ଏଥିରେ ମହିଳା ଜଣଙ୍କର ମୃତ୍ୟୁ ହୋଇଛି । ଏହା … Read More

ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା

ବଲାଙ୍ଗୀର: ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା । ୧୦୦ ଫୁଟ ଇଲେକ୍ଟ୍ରି ଟାୱାର ଉପରେ ଚଢି ଜୀବନ ହାରିବାକୁ ଧମକ ଦେଲେ ଯୁବକ ।  ବଲାଙ୍ଗୀର ଖମାରମୁଣ୍ଡା ଗାଁରେ ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି । ଯୁବକ … Read More

ପୁରୀ ଲୋକନାଥ ମନ୍ଦିରରେ ବାଉନ୍ସର ନିୟୋଜିତ ଘଟଣାରେ ତଦନ୍ତ ଆରମ୍ଭ

ପୁରୀ: ପୁରୀ ଲୋକନାଥ ମନ୍ଦିର ପରିସରରେ ପାଳିଆ ସେବାୟତ କିଛି ବାଉନ୍ସର ମୁତୟନ କରିଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଅନ୍ୟ ସେବାୟତ ଓ ଭକ୍ତ ବିରୋଧ କରିବାରୁ ସେମାନଙ୍କୁ ଅଟକ ରଖିଛି ପୋଲିସ। ଏନେଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ … Read More

ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ, ଆମ୍ବୁଲାନ୍ସ ଛାଡ଼ିଲେନି ଉତ୍ୟକ୍ତ ଲୋକ

କଟକ : ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ ।  ଆଠଗଡ଼ ଖୁଣ୍ଟୁଣୀ ରାଣୀ ବଣିଆ ସ୍ଥିତ ଆଦର୍ଶ କାରାଗାରରେ ଜଣେ ଅଭିଯୁକ୍ତଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି ।  ମୃତକ ଜଣକ ତିଗିରିଆ ଥାନା ଅନ୍ତର୍ଗତ ପଙ୍କାଳ ଗାଁର ତୟାବ ଖାଁ ।  ଗତକିଛି … Read More

ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବଲାଙ୍ଗିର: ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା। ମୁଖ୍ୟ ଅଭିଯୁକ୍ତ ଦେଓଗାଁ ଥାନା ମହଲେଇ ଗାଁର ସୁଶାନ୍ତ ବିଶ୍ବାଳ ଗିରଫ। କଳାହାଣ୍ଡି ଜିଲ୍ଲାର ମୋହନଗିରିରୁ ଗିରଫ କଲା ଦେଓଗାଁ ପୋଲିସ।ପୂର୍ବରୁ ଏହି ଘଟଣାରେ ଜଣେ ନାବାଳକ ସହ ୮ ଜଣ … Read More

ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ଯୋଗୁଁ ନିଲମ୍ୱିତ ହେଲେ ଇନ୍ସପେକ୍ଟର

ଜଗତସିଂହପୁର: କୁଜଙ୍ଗ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ସସପେଣ୍ଡ ।  ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ନେଇ ତାଙ୍କୁ ନିଲମ୍ବନ କରାଯାଇଛି । ଏଥିସହା ତାଙ୍କ … Read More

ଖୁବ୍‌ଶୀଘ୍ର ଭୁବନେଶ୍ୱର ସହ ୧୩ଟି ବିମାନବନ୍ଦରର ହେବ ଘରୋଇକରଣ

ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱର ସମେତ ଖୁବ୍‌ଶୀଘ୍ର ଦେଶର ୧୩ ବିମାନବନ୍ଦରର ହେବ ଘରୋଇକରଣ। ଏଥିପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଆସେଟ୍‌ ମୁଦ୍ରୀକରଣ ମାଧ୍ୟମରେ ରାଜସ୍ୱ ବଢାଇବା ହେଉଛି ସରକାରଙ୍କ ଲକ୍ଷ୍ୟ। ଏହି କ୍ରମରେ ୧୩ ବିମାନବନ୍ଦରର ଘରୋଇକରଣ ପ୍ରକ୍ରିୟାକୁ … Read More

ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି, ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭଦ୍ରକ : ଆରଡ଼ି ପୀଠକୁ ୧୦ କୋଟି ଟଙ୍କାର ଅନୁଦାନ । ଏ ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ । ପରିକ୍ରମା ପ୍ରକଳ୍ପକୁ … Read More

ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜଙ୍କ ପୀଠରେ ପ୍ରବଳ ଭିଡ଼, ୨ ମହିଳା ଭକ୍ତ ଆହତ

ଭୁବନେଶ୍ୱର: ଆଜି ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ । ଓମ୍ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ଶିବାଳୟ । ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ । ଏହି ଅବସରରେ ଶ୍ରୀଲିଙ୍ଗରାଜଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ … Read More