ଶ୍ରୀମନ୍ଦିର ବାହାର ଅଟ୍ଟାଳିକାର ଉଚ୍ଚତା ନିର୍ଦ୍ଧାରଣ ହେବ: ଅରବିନ୍ଦ ପାଢୀ

ପୁରୀ: ଶେଷ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ମିଟିଂ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି। ପରିକ୍ରମା ପ୍ରକଳ୍ପ ବାହାରେ ବହୁ ବଡ଼ ବଡ଼ ଅଟ୍ଟାଳିକା ଗଢ଼ି ଉଠିଛି। ସେମାନେ ନିଜସ୍ବ ଢଙ୍ଗରେ ଅଟ୍ଟାଳିକା … Read More

ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ, ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ

ପୁରୀ : ପୁରୀ ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ। ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନାବାଳିକାଙ୍କ ପରିବାର ଓ ସ୍ଥାନୀୟ ଲୋକ ଯୁବକଙ୍କୁ ଧରି ନିର୍ଦ୍ଧୁମ ମାଡ଼ ମାରିଥିଲେ। ସିଂହଦ୍ବାର ଥାନା ପୋଲିସ … Read More

ଏଣିକି ରଥ ଉପରକୁ ମୋବାଇଲ ନେଲେ କେବଳ ସିଜ୍‌ ନୁହେଁ ବରଂ ଫୌଜଦାରୀ ମାମଲା ହେବ

ପୁରୀ: ନୀତିକାନ୍ତିଙ୍କୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ପ୍ରଶାସକଙ୍କ କଡ଼ା ଟିପ୍ପଣୀ। ରଥଯାତ୍ରା ବେଳେ ଅଣସେବାୟତ ରଥ ଉପରକୁ ଚଢ଼ି ପାରିବେନି। ସେହିପରି ରଥ ଉପରକୁ ସେବାୟତ ନେଇପାରିବେନି ମୋବାଇଲ। କୌଣସି ପ୍ରକାର ଅନଧିକୃତ କାର୍ଯ୍ୟ କଲେ କାର୍ଯ୍ୟାନୁଷ୍ଠାନ ହେବ। ସମସ୍ତଙ୍କୁ … Read More

ଏନକାଉଣ୍ଟରରେ ଟଳିଲା ମାଓ କମାଣ୍ଡର, ମୁଣ୍ଡ ଉପରେ ଥିଲା ୫ ଲକ୍ଷ ଟଙ୍କା ପୁରସ୍କାର

ରାଉରକେଲା  : ଏନକାଉଣ୍ଟରରେ ଟଳିଲା ମାଓ କମାଣ୍ଡର । ପୋଲିସ ଗୁଳିରେ ଝାଡ଼ଖଣ୍ଡ ଲାତେହାରରେ ମାଓ କମାଣ୍ଡର ମନୀଷ ଯାଦବ ମୃତ। ଆଉ ଜଣଙ୍କୁ ଗିରଫ କରିଛି ପୋଲିସ। ଗିରଫ ମାଓବାଦୀଙ୍କ ଉପରେ ଥିଲା 10 ଲକ୍ଷ ଟଙ୍କାର ପୁରସ୍କାର ରାଶି । … Read More

ଓଲଟିଲା ସ୍ପିଡ୍‌ବୋଟ୍; ଅଳ୍ପକେ ବର୍ତ୍ତିଲେ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ଓ ଭାଉଜ

ପୁରୀ: ପୂର୍ବତନ ଭାରତୀୟ କ୍ରିକେଟ୍ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ସ୍ନେହାଶିଷ ଗାଙ୍ଗୁଲି ଏବଂ ଭାଉଜ ଅର୍ପିତା ଗାଙ୍ଗୁଲି ଏକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପୁରୀରେ ଗଭୀର ସମୁଦ୍ର ଜଳରେ ସ୍ପିଡ୍‌ବୋଟର ମଜା ନେଉଥିବା ବେଳେ ଏହା ହଟାତ୍ ଓଲଟି … Read More

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ପ୍ରଧାନମନ୍ତ୍ରୀଙ୍କ ସହ ସମସ୍ତ କେନ୍ଦ୍ରମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ରଥଯାତ୍ରା ପାଇଁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ … Read More

ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ୬୬ତମ ସମ୍ମାନଜନକ ଡକ୍ଟରେଟ୍ ପ୍ରଦାନ

ଭୁବନେଶ୍ୱର : ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ଜୟପୁରସ୍ଥିତ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ରାଜସ୍ଥାନ ରାଜ୍ୟପାଳ ହରିଭାଉ କିଶନରାଓ ବାଗଡେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ … Read More

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା, ୨୭ ରୁ ୩୦ ଯାଏ ହୋଇପାରେ ପ୍ରବଳରୁ ଅତି ବର୍ଷା

ଭୁବନେଶ୍ୱର : ଆସୁଛି ଲଘୁଚାପ । ୨୭ ରୁ ୩୦ ଯାଏ ପ୍ରବଳରୁ ଅତି ବର୍ଷା ସମ୍ଭାବନା ।  ୨୯ ରୁ ୧ ଯାଏ ବର୍ଷା ସହ ୫୦ କିମି ପବନ ବହିବାର ସମ୍ଭାବନାକୁ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ପାଇଁ ସତର୍କ … Read More

ବଲାଙ୍ଗୀରରେ ସାମ୍ବାଦିକଙ୍କୁ ନିର୍ମମ ଆକ୍ରମଣ: ଦୁଇ ଅଭିଯୁକ୍ତ ଗିରଫ, ମୁଖ୍ୟ ଠିକାଦାର ଫେରାର

ବଲାଙ୍ଗୀର: ଖବର ସଂଗ୍ରହ କରୁଥିବା ବେଳେ ଜଣେ ସାମ୍ବାଦିକଙ୍କୁ ଅମାନବୀୟ ନିର୍ଯାତନାର ଶିକାର ହେବାର ଘଟଣା ବଲାଙ୍ଗୀର ଜିଲ୍ଲା ସମେତ ସାରା ରାଜ୍ୟରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଏକ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି … Read More

ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୁଦ୍ଧ : ଗଜପତି ମହାରାଜା ଦିବ୍ୟ ସିଂହ ଦେବ

ପୁରୀ : ଦୀଘା ଜଗନ୍ନାଥଧାମ ନାମକରଣ ପରମ୍ପରା ବିରୁଦ୍ଧ ।  ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଚସ୍ତରୀୟ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ଜଗନ୍ନାଥ ଧାମ କହିଲେ କେବଳ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ପୁରୀକୁ ବୁଝାଏ ।  ଦୀଘା … Read More