ସାବିତ୍ରୀ ବ୍ରତ: ସତୀତ୍ୱ ନିଷ୍ଠା ଓ ପ୍ରେମର ଅନନ୍ୟ ପ୍ରତୀକ

ଭାରତୀୟ ସଂସ୍କୃତି ଓ ପରମ୍ପରାରେ ବ୍ରତ ଏବଂ ଓଷା ଗୁଡ଼ିକର ଏକ ବିଶେଷ ସ୍ଥାନ ରହିଛି। ଏଗୁଡ଼ିକ କେବଳ ପୂଜାପାଠରେ ସୀମିତ ନ ରହି, ଆମ ଜୀବନଶୈଳୀ, ସାମାଜିକ ସମ୍ବନ୍ଧ ଏବଂ ନୈତିକ ମୂଲ୍ୟବୋଧକୁ ମଧ୍ୟ ପ୍ରତିଫଳିତ କରନ୍ତି। ଏହି ପରିପ୍ରେକ୍ଷୀରେ, … Read More

ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ

ପୁରୀ: ଚଳିତ ବର୍ଷର ଦେବସ୍ନାନ ପୂର୍ଣ୍ଣିମା ଜୁନ୍‌ ୧୧ ତାରିଖରେ ଅନୁଷ୍ଠିତ ହେବ। ତାହାର ପରଦିନଠାରୁ ବ୍ରହ୍ମଗିରି ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଯିବ। ସ୍ନାନଯାତ୍ରା ଓ ଅଲାରନାଥଙ୍କ ଦର୍ଶନକୁ ଶାନ୍ତି ଶୃଙ୍ଖଳାର ସହ ସମାପନ ପାଇଁ ଏକ ପ୍ରସ୍ତୁତି … Read More

ଦେବୋତ୍ତର ଅଧୀନକୁ ଗଲା ଫତେଗଡ଼ ଶ୍ରୀରାମ ମନ୍ଦିର

ଭୁବନେଶ୍ୱର: ନୟାଗଡ଼ ଜିଲା ଫତେଗଡ଼ ମୌଜାରେ ଥିବା ଶ୍ରୀରାମ ମନ୍ଦିର ଦେବୋତ୍ତର ବିଭାଗ ଅଧୀନକୁ ଆସିଛି। ୨୦୨୪ ଜାନୁଆରୀ ୨୨ରେ ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପ୍ରାଣପ୍ରତିଷ୍ଠା ସମୟରେ ଏଠାରେ ଶ୍ରୀରାମ ମନ୍ଦିରରେ ମର‌୍ୟ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ, ଲକ୍ଷ୍ମଣ ଓ ଦେବୀ ସୀତାଙ୍କ … Read More

‘ସମ୍ବଲପୁରକୁ ବୃହତ ମହାନଗର ନିଗମରେ ପରିଣତ କରିବା ପାଇଁ ଆମ ସରକାର ଅଙ୍ଗିକାରବଦ୍ଧ’

ସମ୍ବଲପୁର: ରବିବାର ସମ୍ବଲପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ମଧ୍ୟ କରିଛନ୍ତି । ଏନେଇ କେନ୍ଦ୍ରମନ୍ତ୍ରୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା … Read More

ଇନ୍ଫୋଭ୍ୟାଲି ଅଞ୍ଚଳରେ ଗୁଳିକାଣ୍ଡ ଘଟଣା, ଏମ୍ସ ହସ୍ପିଟାଲରେ ଆହତ

ଭୁବନେଶ୍ୱର : ଇନ୍ଫୋଭ୍ୟାଲି ଅଞ୍ଚଳର ଗୁଳିକାଣ୍ଡ ଘଟଣା । ପିତାପଲ୍ଳୀ ରାସ୍ତାରେ ରୋଡ ରେଜକୁ ନେଇ ଗୁଳି ଚାଳନା ହୋଇଚି । ଗୁଳି କାଣ୍ଡରେ ଆହତ ହୋଇଛନ୍ତି ଦୀପକ ଏବଂ ଗଣ୍ଡଗୋଳରେ ଆହତ ହୋଇଛନ୍ତି ତାଙ୍କ ଭାଇ । ଗତକାଲି ସନ୍ଧ୍ୟାରେ ଗଣ୍ଡଗୋଳ … Read More

ସନ୍ଧ୍ୟା ୫ଟା୩୦ ପୂର୍ବରୁ ଅଫିସ ଛାଡିପାରିବେନି ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀ

ଭୁବନେଶ୍ବର: ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ ଜାରି ହେଲା ନୂଆ ନିର୍ଦ୍ଦେଶନାମା । ସାଢ଼େ ୫ଟା ପୂର୍ବରୁ ଅଫିସ ଛାଡ଼ିପାରିବେ ନାହିଁ କର୍ମଚାରୀ । ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀମାନେ ସକାଳ ୧୦ଟା ସମୟରେ ଅଫିସ ଆସିବେ ଆଉ ସନ୍ଧ୍ୟା … Read More

ଚାଲିଛି ରଥନିର୍ମାଣ କାର୍ଯ୍ୟ, ୩ ରଥର ୩୬ଟି ଚକ ନିର୍ମାଣ ଶେଷ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥନିର୍ମାଣ କାର୍ଯ୍ୟ । ୩ ରଥର ୩୬ଟି ଚକ ନିର୍ମାଣ ଶେଷ ହୋଇଛି । ଏହାସହ ୧୪ ନାହାକ ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି । ଚକ ତୁମ୍ବରେ ସିଙ୍ଗଡା ବାଡିଆ ଶେଷ … Read More

କଟକ ଚୌଦ୍ବାର ଜେଲରେ ବିଚାରାଧୀନ କଏଦୀର ଆତ୍ମହତ୍ୟା

କଟକ: କଟକ ଚୌଦ୍ଵାର ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି । ଜେଲ ପରିସରରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ କଏଦୀ ଜଣକଙ୍କ ପରିଚୟ ହେଉଛି ଟାଙ୍ଗୀ ଜରିପଡ଼ାର ବିଷ୍ଣୁପ୍ରସାଦ … Read More

ଅପରେସନ ସିନ୍ଦୂର ପରେ ବଢିଛି ପୁରୀର ସୁରକ୍ଷା, ରଥଯାତ୍ରାରେ ମୁତୟନ ହେବେ SOG ଯବାନ

ଅପରେସନ ସିନ୍ଦୂର ପରେ ବଢିଛି ଓଡ଼ିଶା ସୁରକ୍ଷା ଚିନ୍ତା । ବିଶେଷ କରି ପୁରୀର ସୁରକ୍ଷା ଏବେ କଡା କଡି କରାଯାଇଛି । ଜ୍ୟୋତି ମଲହୋତ୍ରା ଓ ତାଙ୍କ ବାନ୍ଧବୀ ପୁରୀର ବିଭିନ୍ନ ସ୍ଥାନରେ ବୁଲିବା ସହ ଭିଡିଓ କରିଥିଲେ । … Read More

ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷିବ, ବାତ୍ୟା ନେଇ ନାହିଁ କୌଣସି ଆକଳନ

ଭୁବନେଶ୍ବର: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ପବନ ବହିବବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ । ପାଣିପାଗ ବିଭାଗ ଅନୁଯାୟୀ, ଓଡିଶାରେ … Read More