ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

ଭୁବନେଶ୍ୱର: ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା। ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସହାୟତା। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ଆଇନ … Read More

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱର୍ଣିଂ

ଭୁବନେଶ୍ୱର : ଆସୁଛି ଲଘୁଚାପ,୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ସଅଳ ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ … Read More

ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ନୀତି: ୩ ବର୍ଷିଆ ପଲିସି ଆଣିବେ ସରକାର

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ନୂଆ ଅବକାରୀ ନୀତି ଲାଗୁ ହେବ  । ଜୁନ୍‌ ୧୫ରୁ ଜୁନ୍‌ ୨୦ ଭିତରେ ନୂଆ ଅବକାରୀ ନୀତି ନେଇ ପଲିସି ଆସିବ । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ … Read More

ମେ ୨୭ ନୁହେଁ, ୨୬ରେ ବନ୍ଦ ରହିବ ସରକାରୀ ଅଫିସ୍

ଭୁବନେଶ୍ବର: ଆସନ୍ତା ମେ ୨୭ ତାରିଖ ଅର୍ଥାତ୍ ମଙ୍ଗଳବାର ସରକାରୀ ଛୁଟି ନୁହେଁ, ବରଂ ମେ ୨୬, ସେମାବାର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ । ସାବିତ୍ରୀ ଅମାବାସ୍ୟା ମେ ୨୬ରେ ପାଳନ ହେଉଥିବାରୁ, ଏହି ଦିନ ସରକାରୀ ଛୁଟି … Read More

ସହଦେବ ନାୟକ ହତ୍ୟା ମାମଲା, ମାଟିରେ ମିଶିଲା ଅଭିଯୁକ୍ତଙ୍କ ଘର

ଭୁବନେଶ୍ବର: ଭୁବନେଶ୍ବରରେ ପୋଲିସ ମିତ୍ର ସହଦେବ ନାୟକ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ଘର ଭଙ୍ଗାଯାଉଛି । ମୁଖ୍ୟ ଅଭିଯୁକ୍ତ ରମା ନାୟକର ଘର ଭାଙ୍ଗିଲା BMC । କେଦାରପଲ୍ଲୀ ବସ୍ତିରେ ଥିବା ଘର ଭଙ୍ଗାଯାଇଛି । ପୋଲିସ ଉପସ୍ଥିତିରେ ଜେସିବିରେ … Read More

ଭିଜିଲାନ୍ସ ଜାଲରେ ଜେଇ, ଏକକାଳୀନ ୮ଟି ସ୍ଥାନରେ ରେଡ୍

ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ । ନୂଆପଡ଼ା, ଭୁବନେଶ୍ୱର ଓ ପୁରୀ ଜିଲ୍ଲା … Read More

ଦୁଇ ଇଂଜିନିୟରଙ୍କୁ କୋଟିଏ ୫ ଲକ୍ଷ ଠକେଇ, ଅଭିଯୁକ୍ତକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

ଖୋର୍ଦ୍ଧା: ଇଂଜିନିୟରଙ୍କୁ ଲକ୍ଷଲକ୍ଷ ଟଙ୍କାର ଚୂନ । ଅଭିଯୁକ୍ତକୁ ଗିରଫ କଲା କ୍ରାଇମବ୍ରାଞ୍ଚ ।  ଖୋର୍ଦ୍ଧା ବେଗୁନିଆ ଅଞ୍ଚଳର ଅଭିଯୁକ୍ତ ବିଷ୍ଣୁ ପ୍ରସାଦ ପଟ୍ଟନାୟକ ଓରଫ ବିରଞ୍ଚି ପଟ୍ଟନାୟକ ଦୁଇ ଜଣ ଇଂଜିନିୟଙ୍କୁ କୋଟିଏରୁ ଅଧିକ ଟଙ୍କାର ଚୂନ ଲଗାଇଥିଲା । ଉଚ୍ଚ … Read More

ଜୁନ୍ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର, ଆଲର୍ଟରେ ୧୫ ଜିଲ୍ଲା

ସମ୍ବଲପୁର: ଉପରମୁଣ୍ଡରେ ଲଗାତାର ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାର ଲାଗିଛି । ଯାହାକୁ ନଜରରେ ରଖି ଜୁନ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର । ଏନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ଏକ ଚେତାବନୀ ଜାରି କରିଛନ୍ତି । … Read More

ସ୍ଥିତି ମୁକାବିଲା ପାଇଁ ସରକାର ପ୍ରସ୍ତୁତ, କୋଭିଡକୁ ନେଇ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ସଚିବଙ୍କ ପରାମର୍ଶ

ଭୁବନେଶ୍ବର : ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ଜନସାଧାରଣଙ୍କୁ କୋଭିଡକୁ ନେଇ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାର କୋଭିଡ୍ ଘଟଣା ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି ଏବଂ ଯେ … Read More

‘ଦୁର୍ଗମ ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରନ୍ତୁ ସଚିବ’: ପିଏମ୍‌ ଜନମନ ଯୋଜନାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ(ପିଏମ୍‌ ଜନମନ) କାର୍ଯ୍ୟକାରୀ ହେଉଛି। ଯୋଜନା କାର୍ଯ୍ୟକାରୀ ହେଉଥିବା ପ୍ର‌ତ୍ୟେକ ଦୁର୍ଗମ ଅଞ୍ଚଳକୁ ପରିଦର୍ଶନରେ ଯାଇ ସେଠାକାର ପରିସ୍ଥିତି ପରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। … Read More