ଭୁବନେଶ୍ୱରରେ ରାଜ୍ୟ କଂଗ୍ରେସର ନୂତନ ପ୍ରଭାରୀ ଅଜୟ କୁମାର ଲଲ୍ଲୁ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ରାଜ୍ୟ କଂଗ୍ରେସର ନୂତନ ପ୍ରଭାରୀ ଅଜୟ କୁମାର ଲଲ୍ଲୁ। ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଭାରୀଙ୍କୁ ସ୍ୱାଗତ କରିଛନ୍ତି କଂଗ୍ରେସ ବରିଷ୍ଠ ନେତା ସୁରେଶ ରାଉତରାୟ। ଏଣେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନୂତନ ପ୍ରଭାରୀ ଅଜୟ କୁମାର ଲଲ୍ଲୁ … Read More

ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି କୌଣସି ପ୍ରସ୍ତାବ ନାହିଁ: ବାଣିଜ୍ୟ ମନ୍ତ୍ରୀ

ଭୁବନେଶ୍ବର: ଗୋପନୀୟତା ଓ ଆର୍ଥିକ ଦୃଷ୍ଟିରୁ ବିଚାର କରି ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ପ୍ରଶ୍ନପତ୍ର, ସରକାରୀ ପ୍ରେସରେ ଛପାଇବା ଲାଗି ଅପାତତଃ ସରକାରଙ୍କର କୌଣସି ପ୍ରସ୍ତାବ ନାହିଁ ବୋଲି ବିଧାନସଭାରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ମନ୍ତ୍ରୀ ବିଭୁତି … Read More

ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ୮ବର୍ଷରେ ଓଡ଼ିଶାର ୧୭୧୬୬ କୋଟି ଟଙ୍କାର ଆର୍ଥିକ କ୍ଷତି

ଭୁବନେଶ୍ବର : ନିଜର ଭୌଗଳିକ ଅବସ୍ଥିତି ପାଇଁ ନିୟମିତ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଛି ଓଡ଼ିଶା । ବିଗତ ୮ବର୍ଷ ମଧ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ରାଜ୍ୟକୁ ପ୍ରାୟ ୧୭୧୬୬.୪୩କୋଟି ଟଙ୍କାର ଆର୍ଥିକ କ୍ଷତି ସହିବାକୁ ପଡ଼ିଛି । ଯାହାକି ୨୦୨୪-୨୫ … Read More

ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନେଇ ଟାସ୍କଫୋର୍ସର ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନେଇ ଟାସ୍କଫୋର୍ସର ଚତୁର୍ଥ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ତଥା କମିଟିର ଅଧ୍ୟକ୍ଷ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ … Read More

ପ୍ରଭୁ ଲିଙ୍ଗରାଜଙ୍କ ଜାଗର: ଏକାମ୍ରରେ ମୁତୟନ ହେବେ ୩୫ ପ୍ଲାଟୁନ୍‌ ପୁଲିସ

ଭୁବନେଶ୍ବର: ଜାଗର ପାଖେଇ ଆସୁଛି। ଏହି ପବିତ୍ର ପାଇଁ ସରିଲା ଲିଙ୍ଗରାଜ ମହାପ୍ରଭୁଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। କମିସନରେଟ ପୁଲିସ ପକ୍ଷରୁ ଡକାଯାଇଥିବା ଏହି ସମନ୍ବୟ ବୈଠକରେ ସମସ୍ତ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ। ତେବେ ଠିକ ସମୟରେ କିପରି … Read More

୪ ଦିନ ବର୍ଷିବ ! ଏସବୁ ଜିଲାକୁ ଘଡଘଡି ବର୍ଷା ଆଲର୍ଟ

ଭୁବନେଶ୍ୱର,୧୯।୨ : ଆସୁଛି ବର୍ଷା | ୨୦ରୁ ୨୩ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅର୍ଦ୍ଧାଧିକ ଜିଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୨୦ରେ ୩ ଜିଲାକୁ ଅରେଞ୍ଜ, ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହିପରି … Read More

ସୀମା ଟପୁଛି ଅନ୍ଧବିଶ୍ୱାସ, କୁସଂସ୍କାର ବଞ୍ଚି ଥାଉଥାଉ ମା’ର ଶୁଦ୍ଧିକ୍ରିୟା

ଭାପୁର: ସୀମା ଟପିଛି କୁସଂସ୍କାର ଓ ଅନ୍ଧବିଶ୍ୱାସ। ଗାଁ ମୁଖିଆଙ୍କ ଚାପରେ ୮୧ ବର୍ଷର ବୃଦ୍ଧା ମା’ ବଞ୍ଚି ଥାଉଥାଉ ପୁଅ-ବୋହୂ ଶୁଦ୍ଧି ହୋଇଛନ୍ତି। ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବା ପରେ ଗାଁରେ ଭୋଜିଭାତ ମଧ୍ୟ ଦେଇଛନ୍ତି। ମାତ୍ର ମା’ଙ୍କର … Read More

ଅଚ୍ୟୁତଙ୍କୁ ସୁରକ୍ଷା ଦେବାକୁ ଗୃହ ବନ୍ଦ କରୁଛନ୍ତି ବିରୋଧୀ

ଭୁବନେଶ୍ୱର,୧୯।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ଅଚ୍ୟୁତ ସାମନ୍ତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ବୁଧବାର ବିଧାନସଭାରେ ଏହା କହିଛନ୍ତି ଜୟନାରାୟଣ ମିଶ୍ର। KIIT ପ୍ରସଙ୍ଗକୁ ନେଇ ଓଡିଶା ସାରା ବିଶ୍ୱରେ ନିନ୍ଦିତ ହୋଇଥିବା ବେଳେ ଏହାକୁ ନେଇ ବିଧାନସଭାରେ … Read More

ରାଉରକେଲାରେ ନକିଲ ଓମଫେ୍‌ଡ ଘିଅ-ଦୁଗ୍ଧ: ପୁଲିସ ଟିମ୍‌ ପକ୍ଷରୁ ଗୋଦାମ ଓ ଦୋକାନ ଚଢ଼ଉ

ରାଉରକେଲା: ସହରରେ ନାମିଦାମୀ ବ୍ରାଣ୍ଡର ଲୋଗ ମାରି ଅବାଧରେ ବିକ୍ରି ଚାଲିଛି ବିଭିନ୍ନ ନକଲି ଖାଦ୍ୟ ପଦାର୍ଥ। ବିଗତ ଦିନରେ ନକଲି ତେଲ, ସସ୍‌, ରୋଷେଇ ମସଲା, ମୋବିଲ୍‌, କସ୍‌ମେଟିକ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ପୁଲିସ ଓ ସ୍ବାସ୍ଥ୍ୟବିଭାଗ ଟିମ୍‌ ଜବତ … Read More

ମିସନ ଶକ୍ତିକୁ ଭାଙ୍ଗିବାକୁ ଚାହୁଁଛନ୍ତି ସରକାର: ବିଜେଡ଼ି

ଭୁବନେଶ୍ବର: ମିସନ ଶକ୍ତିକୁ ସରକାର ଭାଙ୍ଗିବାକୁ ଚାହୁଁଛନ୍ତି ବୋଲି ବିରୋଧୀ ଦଳ ବିଜେଡ଼ି ପକ୍ଷରୁ ଶାସକ ଦଳ ବିରୋଧରେ ଅଭିଯୋଗ ଅଣାଯାଇଛି। ମିସନ ଶକ୍ତି ମହିଳାଙ୍କୁ ଭ୍ରମିତ କରାଯାଉଛି ବୋଲି ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି। ମିସନ ଶକ୍ତି … Read More