ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ। CHSE କାର୍ଯ୍ୟାଳୟରେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ। କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ପ୍ରକାଶ ପାଇଛି। ଏଥିସହିତ ଧନ୍ଦାମୂଳକ ପରୀକ୍ଷା ରେଜଲଟ ମଧ୍ୟ ପ୍ରକାଶ ପାଇଛି। ଏନେଇ ଉଚ୍ଚ … Read More

ଭୁବନେଶ୍ବରରେ ISRO ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ୍

ଭୁବନେଶ୍ବର: ଭୁବନେଶ୍ବରରେ ISRO ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ୍ ।  ଆଜି ସକାଳେ ସେଣ୍ଟ୍ରାଲ ଟୁଲରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର ବା CTTC ପରିଦର୍ଶନ କରିଛନ୍ତି ଇଣ୍ଡିଆନ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ ବା ISRO ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ୍ ।  ଏ … Read More

ଜୟପୁର ଏୟାରପୋର୍ଟରେ ସୁରକ୍ଷାକର୍ମୀଙ୍କ ଗଳା କାଟିଦେଲେ ଷ୍ଟେସନ ମ୍ୟାନେଜର

ଜୟପୁର: ଜୟପୁର ଏୟାରପୋର୍ଟରେ ଘଟିଯାଇଛି ଅଭାବନୀୟ ଘଟଣା । ଧାରୁଆ ଅସ୍ତ୍ରରେ ସୁରକ୍ଷାକର୍ମୀଙ୍କ ଗଳା କାଟିଦେଲେ ଷ୍ଟେସନ ମ୍ୟାନେଜର । ଯାତ୍ରୀଙ୍କ ସୁରକ୍ଷା ନେଇ ଉଠିଲା ପ୍ରଶ୍ନ । ସୂଚନାଯୋଗ୍ୟ ଯେ, ଜୟପୁର ଏୟାରପୋର୍ଟରେ ହାବିଲଦାର ରାଜେଶ କୁମାର ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଷ୍ଟେସନ ମ୍ୟାନେଜର ଚନ୍ଦୁ ବେହେରା । ଆହତ ହାବିଲଦାରଙ୍କୁ ଜୟପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୁରକ୍ଷା ଯାଞ୍ଚକୁ ନେଇ ହାବିଲଦାରଙ୍କ ଉପରେ ଷ୍ଟେସନ … Read More

ଡେପୁଟି ରେଞ୍ଜର ଅସିତ ପଟ୍ଟନାୟକଙ୍କ ଘରୁ ୮.୩୭ ଲକ୍ଷ ଟଙ୍କା, ୩୯୦ ଗ୍ରାମ ସୁନା ଅଳଙ୍କାର ଜବତ

ଭୁବନେଶ୍ୱର: ଓଡିଶା ଭିଜିଲାନ୍ସ ଅଧିକାରୀମାନେ ରାଉରକେଲା ବନ ବିଭାଗ ଅନ୍ତର୍ଗତ ବିସ୍ରାର ଡେପୁଟି ରେଞ୍ଜର ଅସିତ ପଟ୍ଟନାୟକଙ୍କ ଘରେ ଉପରେ ଚଢାଉ କରି ବୁଧବାର ଦିନ ୮.୩୭ ଲକ୍ଷ ଟଙ୍କା ଏବଂ ୩୯୦ ଗ୍ରାମ ଓଜନର ସୁନା ଅଳଙ୍କାର ଜବତ କରିଛନ୍ତି। … Read More

ପ୍ରକାଶ ପାଇଲା ବିଜେବି +3 ରେଜଲ୍ଟ

ଭୁବନେଶ୍ବର: ପ୍ରକାଶ ପାଇଲା ବିଜେବି ସ୍ୱୟଂ ଶାସିତ ମହାବିଦ୍ୟାଳୟର ୟୁଜି ଫାଇନାଲ ବର୍ଷ ପରୀକ୍ଷା ଫଳ। କଳାରେ ପାସ ହାର ୯୫.୫୫ ପ୍ରତିଶତ ରହିଥିବାବେଳେ ବିଜ୍ଞାନରେ ୯୬.୧୩ % ଓ ବାଣିଜ୍ୟରେ ୯୪.୬୦ ପ୍ରତିଶତ ପାସ ହାର ରହିଛି। ସୂଚନା ଅନୁଯାୟୀ, … Read More

ଦୂରହେଲା ଦ୍ୱନ୍ଦ୍ୱ; ଏକକାଳୀନ ନିରବଚ୍ଛିନ୍ନ ଭାବେ କିମ୍ବା ବିଭିନ୍ନ ପର୍ଯ୍ୟାୟରେ ନେଇହେବ ମାତୃତ୍ୱ ଛୁଟି

ଭୁବନେଶ୍ବର: ଜଣେ ମହିଳା ସରକାରୀ କର୍ମଚାରୀ ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ … Read More

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ିଲା; ଜୁନରୁ ମିଳିବ ୩୫୦୦ ଟଙ୍କା

ଭୁବନେଶ୍ବର: ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢିଲା । ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ଏଣିକି ୩୫୦୦ ଟଙ୍କା ଭତ୍ତା ଦେବେ … Read More

ଭଡାରେ ଲାଗିଥିବା ସରକାରୀ କ୍ୱାର୍ଟର୍ସରୁ ଉଚ୍ଛେଦ

ଭୁବନେଶ୍ୱରରେ ଭଡାରେ ଲାଗିଥିବା ସରକାରୀ କ୍ୱାର୍ଟର୍ସରୁ ଉଚ୍ଛେଦ କରାଯାଇଛି । ୟୁନିଟ୍‍-୨ ଅଞ୍ଚଳରେ ଜବରଦଖଲ କ୍ୱାର୍ଟର୍ସରୁ ଉଚ୍ଛେଦ କରିଛି ସ୍କ୍ୱାଡ୍‍ । ଲଗାତାର ଦ୍ୱିତୀୟ ଦିନରେ ମିଳିତ ସ୍କ୍ୱାଡ୍‍ ପକ୍ଷରୁ ଉଚ୍ଛେଦ ଜାରି ରହିଛି । ଏପର୍ଯ୍ୟନ୍ତ ୯୦ କ୍ୱାର୍ଟର୍ସ ବେଆଇନ … Read More

ବଡ଼ଦାଣ୍ଡରେ କ୍ଷେତ୍ର ପରିଦର୍ଶନ ସହ ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ

ପୁରୀ: ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ବଡ଼ଦାଣ୍ଡରେ କ୍ଷେତ୍ର ପରିଦର୍ଶନ କରିବା ସହ ସମୀକ୍ଷା କରିଛନ୍ତି । ଆସନ୍ତା ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀ ପୌରପାଳିକା ଗ୍ରହଣ କରିଥିବା ପଦକ୍ଷେପର ସେ ସମୀକ୍ଷା କରିଛନ୍ତି । ବିଶେଷ … Read More

୨୭ପ୍ରତିଶତ ସଂରକ୍ଷଣ ଦାବିରେ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର: ରାଜ୍ୟରେ ଓବିସି ପିଲାଙ୍କୁ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଦାବିରେ ବିଜେଡିର ଜୋରଦାର ଆନ୍ଦୋଳନ । ବିଜେପି ସରକାରଙ୍କ ଉପରେ ଚାପ ପକାଇବାକୁ ରାଜଭବନ ସମ୍ମୁଖରେ ବିଜେଡି ପକ୍ଷରୁ ଧାରଣା ଦିଆଯାଇଛି । ଯାହାର ସଂଖ୍ୟା ଯେତେ ତାହାର ଭାଗ ସେତେ … Read More