କିଟ୍ ଛାତ୍ରୀ ମୃତ୍ୟୁ ମାମଲା; ନେପାଳରୁ ଡାକିଆଣି ଦୁର୍ବ୍ୟବହାର କରୁଛି କଲେଜ୍ : ଛାତ୍ରୀଙ୍କ ବାପା
ଭୁବନେଶ୍ଵର: ସାରା ରାଜ୍ୟରେ ଏବେ ଚହଳ ପକାଇଛି କିଟ୍ରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । ପରିବାର ଲୋକଙ୍କ ଉପସ୍ଥିତିରେ ଭୁବନେଶ୍ଵର ଏମ୍ସରେ ମୃତ ଛାତ୍ରୀଙ୍କ ଶବ ବ୍ୟବଚ୍ଛେଦ ହେଉଥିବା ବେଳେ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି ମୃତ ଛାତ୍ରୀଙ୍କ ବାପା । … Read More
