ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣା: ମୁହଁ ଖୋଲିଲେ ପ୍ରିୟଙ୍କା ସେନାପତି

ପୁରୀ: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣାରେ ମୁହଁ ଖୋଲିଛନ୍ତି ପ୍ରିୟଙ୍କା ସେନାପତି। ସେ କହିଛନ୍ତି, ଜ୍ୟୋତି ମୋର କେବଳ ଜଣେ ସାଙ୍ଗ। ୟୁଟ୍ୟୁବ ମାଧ୍ୟମରେ ତାଙ୍କ ସହ ମୋର ପରିଚୟ ହୋଇଥିଲା। ଜ୍ୟୋତି ମାଲହୋତ୍ରା ଯେଉଁ ଅଭିଯୋଗରେ ଗିରଫ ହୋଇଛନ୍ତି, … Read More

ଖୁବଶୀଘ୍ର ନୟାଗଡରୁ ବୌଦ୍ଧକୁ ଟ୍ରେନ୍ ଚାଲିବ: ମୁଖ୍ୟମନ୍ତ୍ରୀ

ବୌଦ୍ଧ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲା ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକରେ ନିଜର … Read More

ଲଜ୍ ଭିତରୁ ମିଳିଲା ଯୁବକଙ୍କ ମୃତଦେହ

ନୂଆପଡ଼ା: ନୂଆପଡ଼ା ସହର ସ୍ଥିତ ନୀଳାଦ୍ରି ବିହାର କଲ୍ୟାଣ ମଣ୍ଡପ ଓ ଲଜର ୧୧୫ ନମ୍ବର ବନ୍ଦ କୋଠରୀ ଭିତରୁ ସ୍ଥାନୀୟ ପୁଲିସ ସହାୟତାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବ୍ୟକ୍ତି ଜଣକ ପଡ଼ୋଶୀ ଛତିଶଗଡ଼ ଦୁର୍ଗ ଜିଲ୍ଲା ଭିଳାଇ … Read More

ଗୁପ୍ତଚର ଜ୍ୟୋତିଙ୍କ ସହ ପ୍ରିୟଙ୍କାଙ୍କ ଲିଙ୍କ୍: ପୁରୀ ଛାଡ଼ି ନଯିବାକୁ ଯୁବତୀଙ୍କୁ ନିର୍ଦ୍ଦେଶ

ପୁରୀ: ବର୍ଷ ବର୍ଷ ଧରି ଶତ୍ରୁରାଷ୍ଟ୍ର ପାକିସ୍ତାନ ପାଇଁ ଗୁପ୍ତଚୋର କରୁଥିବା ଅଭିଯୋଗରେ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାକୁ ହରିୟାଣା ପୋଲିସ ଗିରଫ କରିବା ପରେ ଗୋଟେ ପରେ ଗୋଟେ ଗୁମର ଖୋଲିବାରେ ଲାଗିଛି। ଏହାରି ଭିତରେ ପୁରୀ କାଳିକାଦେବି ସାହିର ପ୍ରିୟଙ୍କା … Read More

କାଠଯୋଡ଼ିରେ ବୁଡି ଦୁଇ ଜଣ ଯୁବକ ନିଖୋଜ, ଜଣଙ୍କର ମୃତ ଦେହ ଉଦ୍ଧାର

କଟକ : ଗାଧେଇଲା ବେଳେ ଅଘଟଣ। କଟକ ସଡ଼ିଏ ୧୧ ନିକଟ କାଠଯୋଡ଼ି ଗଡା ନିକଟରେ ଗାଧେଇଲା ବେଳେ ବୁଡି ଗଲେ ଦୁଇ ଯୁବ ଇଞ୍ଜିନିୟର । ଜଣଙ୍କ ମୃତ ଶରୀର ଉଦ୍ଧାର କରାଯାଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି … Read More

ମେ ୧୯ରୁ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ

କଟକ: କଟକ ସହରରେ ଓଡ଼ିଶା ହାଇକୋର୍ଟ ଗ୍ରୀଷ୍ମ ଛୁଟି ପାଇଁ ମେ ୧୯ରୁ ଜୁନ୍ ୧୬ ପର୍ଯ୍ୟନ୍ତ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଜରୁରୀ ମାମଲା ଶୁଣାଣି ପାଇଁ କିଛି ନିର୍ଦ୍ଦିଷ୍ଟ ତାରିଖରେ ଭେକେସନ ବେଞ୍ଚ ଗଠନ କରାଯିବ। କାର୍ଯ୍ୟସୂଚୀ … Read More

ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ

ଆନନ୍ଦପୁର : ଏମିତି ସାଙ୍ଗ ଜଗତେ ନାହିଁ ।  ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ ।  କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ବଡ଼ପଦନା ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ଶୁଭମ ସାହୁ ।  ପଦନା ଗାଁର ଶୁଭମ ଓ … Read More

ଶ୍ରୀମନ୍ଦିର ସମ୍ପତ୍ତି ହସ୍ତାନ୍ତର ପ୍ରସଙ୍ଗ: ଗାଇଡଲାଇନ ଜାରି କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପୁରୀ: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ଶ୍ରୀମନ୍ଦିର ସମ୍ପତ୍ତି ହସ୍ତାନ୍ତର ପାଇଁ ଗାଇଡଲାଇନ ଆଣିବାକୁ ଜାରି କଲେ ନିର୍ଦ୍ଦେଶନାମା ।  ପୁରୀ ଜଗନ୍ନାଥ ମନ୍ଦିରର ସମ୍ପତ୍ତିର ସୁରକ୍ଷା ଏବଂ ପରିଚାଳନା ସମ୍ପର୍କରେ  , ଓଡ଼ିଶା ହାଇକୋର୍ଟ … Read More

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବଡମହାସ୍ନାନ

ପୁରୀ: ଶ୍ରୀମନ୍ଦିରରେ ରବିବାର ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ଭିତରକାଠ ନିକଟରେ ବାନ୍ତି ପଡ଼ିଥିବା ଦେଖିବାକୁ ମିଳିବା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି। ଏଥିପାଇଁ ଶ୍ରୀଜୀଉମାନଙ୍କ ଦର୍ଶନକୁ ୧ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଅବକାଶ ନୀତି … Read More

ଗଛରୁ CRPF ଯବାନଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ବଲାଙ୍ଗିର: ଗଛରେ ଝୁଲିଛି CRPF ଯବାନଙ୍କ ମୃତଦେହ । ଘରକୁ ଛୁଟିରେ ଆସିଥିବା ବେଳେ ଘଟିଲା ଅଘଟଣ । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ । ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଗାଁର ଦୁଲ୍ଲଭ ଭୋଇଙ୍କ ପୁଅ ଭକ୍ତରାମ ଭୋଇଙ୍କର … Read More