ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା: ୩ ବର୍ଷ ପରେ ପୁଣି ଖୋଲା ହେବ ଫାଇଲ

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ସ୍ବର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ମୃତ୍ୟୁ ମାମଲା କଡ଼ ଲେଉଟାଇଛି। ଲଲିତଙ୍କ ବାପା ବେଲାଲସେନ ସାହୁ ନ୍ୟାୟ ଦାବି କରି ପୁଲିସ୍‌କୁ ଚିଠି ଲେଖିବା ପରେ ଝାରସୁଗୁଡ଼ା ପୁଲିସ୍ ପୁନଃ ତଦନ୍ତ ଆରମ୍ଭ କରିଥିବା ନେଇ … Read More

୧୦ମାସର ବକେୟା ରାଶି ପାଇବେ ସପୋର୍ଟ ଷ୍ଟାଫ

ଭୁବନେଶ୍ଵର: ସଫଳ ହେଲା ଧାରଣା ମିଳିବ ବକେୟା ଅର୍ଥ । ସିଆରପି, ବ୍ୟାଙ୍କମିତ୍ର, ଏମ୍‌ବିକେ ଓ ପ୍ରାଣୀମିତ୍ରଙ୍କ ପାଇଁ ବଡ଼ ଖବର । ସପୋର୍ଟ ଷ୍ଟାଫଙ୍କୁ ବକେୟା ପାଉଣା ଦେବେ ମୋହନ ସରକାର । କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ମିଳିବ ୧୦ମାସର … Read More

ଓଡ଼ିଆ ଅସ୍ମିତା: ଅରୁଣ-ସୂର୍ଯ୍ୟବଂଶୀ କଥା କଟାକଟି

ଭୁବନେଶ୍ଵର: ବିଧାନସଭାରେ ଉଠିଲା ଓଡ଼ିଆ ଅସ୍ମିତା ଝଡ । କଥା କଟାକଟି ହେଲେ ଶାସକ-ବିରୋଧି । ବିରୋଧୀ ଦଳର ବିଧାୟକ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ ଏବଂ କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ମୁହାଁମୁହିଁ । ଅରୁଣ ପଚାରିଲେ … Read More

ରାଜ୍ୟରେ ବଢୁଛନ୍ତି ଇଞ୍ଜିନିୟର ବେକାରୀ

ଭୁବନେଶ୍ବର: ରାଜ୍ୟରେ ଇଞ୍ଜିନିୟର ପାଠର ଆଜି ଅତି ବିକଳ ଚିତ୍ର ଦର୍ଶାଇଛନ୍ତି ମନ୍ତ୍ରୀ । ଇଞ୍ଜିନିୟରିଂ ପାଠ ପଢ଼ା ଆଜି ହଜାର ହଜାର ପିଲା ବେକାର ବସିଛନ୍ତି । ୧୦ ବର୍ଷରେ ଇଞ୍ଜିନିୟରିଂ ପଢ଼ି ପାସ୍‌ କରିଛନ୍ତି ୩୪ ହଜାର ୪୭୧ … Read More

ବିଶ୍ଵବିଦ୍ୟାଳୟରେ ନାହାଁନ୍ତି ପ୍ରଫେସର, ପଢାଉଛନ୍ତି ଗେଷ୍ଟ ଫ୍ୟାକୋଲ୍‌ଟି

ଭୁବନେଶ୍ଵର: ଗେଷ୍ଟ ଫ୍ୟାକୋଲ୍‌ଟି ଭରସାରେ ଚାଲିଛି ଓଡିଶାର ନାମକରା ବିଶ୍ବବିଦ୍ୟାଳୟମାନ । ୧୭ଟି ବିଶ୍ବବିଦ୍ୟାଳୟରେ ୯୬୩ ଜଣ ଗେଷ୍ଟ ଫ୍ୟାକୋଲ୍‌ଟି ପଢ଼ାଉଛନ୍ତି । ଆଜି ବିଧାନସଭା ବଜେଟ୍ ଅଧିବେଶନର ଦ୍ଵିତୀୟ ଦିନ । ମାତ୍ର ସୁରୁଖୁରୁରେ ଚାଲିପାରୁନାହିଁ ଗୃହ କାର୍ଯ୍ୟ । … Read More

କଟକରେ ଡବଲ ମର୍ଡର ମାମଲା: ଅଭିଯୁକ୍ତ ୫ ବର୍ଷ ପରେ ଗିରଫ

କଟକ: କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ ସିଂ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। … Read More

୧୯ରୁ ୨୧ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୧୯ ତାରିଖରୁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ୧୯ରୁ ୨୧ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୧୯ରୁ ୨୧ … Read More

ଭିଜିଲାନ୍ସ ଜାଲରେ କଲେଜ ଜୁନିଅର କ୍ଲର୍କ, ଛାତ୍ରଙ୍କଠାରୁ ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ଧରାପଡିଲେ ଦେବଗଡ଼ କଲେଜର ଜୁନିଅର କ୍ଲର୍କ ମଞ୍ଜୁଲା ପ୍ରଧାନ। ସେ ଜଣେ ପୂର୍ବତନ ଛାତ୍ର (ଅଭିଯୋଗକାରୀ)ଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଧରାଡିଛନ୍ତି। ଅଭିଯୋଗକାରୀ ଏବଂ ଉକ୍ତ କଲେଜର ଅନ୍ୟ ଜଣେ ପୂର୍ବତନ ଛାତ୍ରଙ୍କ … Read More

ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ

ଭୁବନେଶ୍ଵର: ରାଜ୍ୟରେ ଶିକ୍ଷାର ବିକଳ ଚିତ୍ର । ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ । ୬୮.୫% ପିଲା ଫେଡ଼ାଣ ଓ ୪୫.୮% ପିଲା ହରଣ ଜାଣିନାହାଁନ୍ତି । ବିଧାୟକ ଚକ୍ରମଣି କହଁର ପ୍ରଶ୍ନ ରେ ଲିଖିତ ଉତ୍ତର … Read More

ମୋବାଇଲରେ ରିଲ୍ସ କରିବା ହେଲା କାଳ, ନଦୀରେ ଖସି ପଡିଲେ ଯୁବତୀ

ଢେଙ୍କାନାଳ : ମୋବାଇଲରେ ରିଲ୍ସ କରିବା ହେଲା କାଳ । ରିଲ୍ସ କରିବା ସମୟରେ ଅସାବଧାନତା ଯୋଗୁଁ ବ୍ରିଜ ଉପରୁ ବ୍ରାହ୍ମଣୀ ନଦୀରେ ଖସି ପଡିଲେ ଯୁବତୀ । ଯୁବତୀ ଜଣଙ୍କ ଢେଙ୍କାନାଳ ତରଭା ଗାଁର ୧୯ ବର୍ଷୀୟ ଅମ୍ବିକା ନାୟକ । … Read More