ଆହୁରି ୩ ଦିନ ଗୁଳୁଗୁଳି, ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନରେ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତକାଲି ରାଜ୍ୟର ୧୧ଟି ସ୍ଥାନରେ … Read More

ତୈଳ ଜାହାଜରେ ୨୧ ପାକିସ୍ତାନୀ କ୍ରିୟୁ ମେମ୍ବର, ଯାଞ୍ଚ କରୁଛନ୍ତି କୋଷ୍ଟ ଗାର୍ଡ

ପାରାଦୀପ :  ତୈଳ ଜାହାଜରେ ପାକିସ୍ତାନୀ କ୍ରିୟୁ ମେମ୍ବର । ପାରାଦୀପ ବନ୍ଦର SPM ବର୍ଥରେ ଲାଗିଲା ଅଶୋଧିତ ତୈଳ ନେଇ ଆସିଥିବା ଜାହାଜ । ତୈଳ ଜାହାଜ ଦକ୍ଷିଣ କୋରିଆରୁ ପଣ୍ୟ ନେଇ ପାରାଦୀପକୁ ଆସିଛି । ଜାହାଜରେ ଅଛନ୍ତି … Read More

ଓପିଏସସି ଓ ଓଏସଏସସିରେ ନୂଆ ସଦସ୍ୟଙ୍କୁ ନିଯୁକ୍ତ କଲେ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ ଆଇଏଏସ୍ ଅଧିକାରୀ ଉଦୟ ନାରାୟଣ ଦାସ ଏବଂ ପୁରୀର ଏସ୍ ସିଏସ୍ (ସ୍ୱୟଂଚାଳିତ) କଲେଜର ଅଧ୍ୟକ୍ଷ ମିହିର ପ୍ରସାଦ ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ନିଯୁକ୍ତି ଦେଇଛନ୍ତି। ଉଦୟ ନାରାୟଣ … Read More

କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା

କଟକ: କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। କାର୍ଯ୍ୟକାରୀ ବିଚାରପତିଙ୍କ ଦ୍ବାରା ସବୁ ଦିଗରୁ ବିଚାର କରିବାକୁ ଆବେଦନକାରୀ ପ୍ରତାପ ମହାନ୍ତି ଆବେଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ‘କିଟ୍‌’ ବିଶ୍ବବିଦ୍ୟାଳୟରେ ନେପାଳର ବିଟେକ୍‌ … Read More

ବିଭିନ୍ନ ଥାନା ଅଞ୍ଚଳରୁ ୨୦ ଜଣ ଅପରାଧୀଙ୍କୁ ଗିରଫ କଲା ଗଞ୍ଜାମ ପୋଲିସ

ଗଞ୍ଜାମ : ଆକ୍ସନ ମୋଡରେ ଗଞ୍ଜାମ ପୋଲିସ ।  ଜିଲ୍ଲାକୁ ଅପରାଧ ମୁକ୍ତ କରିବା ପାଇଁ ଜିଲ୍ଲାରେ ଚାଲିଛି ସ୍ୱତନ୍ତ୍ର ଡ୍ରାଇଭ ।  ପୋଲସରା, ଆସ୍କା, ହିଞ୍ଜିଳିକାଟୁ ଓ କୋଟିନଡ଼ା ଥାନା ଅଞ୍ଚଳରେ ଚଢ଼ାଉ କରି ୨୦ ଜଣ ଅପରାଧୀଙ୍କୁ ଗିରଫ କରିଛି … Read More

ସୁରକ୍ଷା ଦାବିରେ ରାଜଧାନୀରେ ଆମ ବସ୍ କର୍ମଚାରୀଙ୍କ ଆନ୍ଦୋଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ବର: ରାଜଧାନୀରେ ଆମ ବସ୍ ସେବା ଠପ୍। ମାଷ୍ଟରକ୍ୟାଣ୍ଟିନରେ ବସ୍ ଡିପୋରେ ବସ୍ ରଖି ଆନ୍ଦୋଳନ କରୁଛନ୍ତି ଡ୍ରାଇଭର୍ ଓ କଣ୍ଡକ୍ଟର୍। ସୁରକ୍ଷା ଦାବିରେ ସେମାନେ ଆନ୍ଦୋଳନ କରୁଥିବା ଜଣାଯାଇଛି। ବିନା କାରଣରେ ଆମ ବସ୍ ର ଡ୍ରାଇଭର୍ ଓ କଣ୍ଡକ୍ଟରଙ୍କୁ … Read More

ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ, ଶାଶୁ ଗୁରୁତର

ବାଂଶପାଳ :  ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ।  ମାଆ ଲୁଗା ଶୁଖାଉଥିବା ବେଳେ ଅଘଟଣ ।  ବୋହୂ ଓ ନାତିକୁ ବଞ୍ଚାଇବାକୁ ଯାଇ ଶାଶୁ ଗୁରୁତର ।  କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ସାହାରପୁର ଗାଁର … Read More

ମୟୂରଭଞ୍ଜରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଶୋଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ, ବିଶୋଇ … Read More

ନୂଆପଡ଼ାରେ ବାଘ ଆତଙ୍କ, ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ

ନୂଆପଡ଼ା : ନୂଆପଡ଼ାରେ ବାଘ ଆତଙ୍କ ।  ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ ।  ଧରମବନ୍ଧା ଥାନା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି ।  ଆଶରାମ ରାଉତଙ୍କ ଗୁହାଳରେ ପଶି ଗାଈକୁ ମାରିଦେଇଥିବା ଅଭିଯୋଗ ହୋଇଛି । ଗ୍ରାମବାସୀଙ୍କ … Read More

ସିବିଏସଇ ଦଶମ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୩.୬୬ ପ୍ରତିଶତ ରେକର୍ଡ

ଭୁବନେଶ୍ବର: ପ୍ରଥମେ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପରେ ଏବେ ଦଶମ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ମୋଟ ପାସ୍‍ହାର ୯୩.୬୬ ପ୍ରତିଶତ ରହିଛି । ଏଥର ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ୨.୩୭ … Read More