ଫ୍ଲଡ ଲାଇଟରେ ଗୁରୁତର ସମସ୍ୟା, ପ୍ୟାଭିଲିୟନକୁ ଫେରିଲେ ଉଭୟ ଦଳର ଖେଳାଳି

କଟକ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆରେ ବାରବାଟୀ ଷ୍ଟାଡିୟମର ଅବ୍ୟବସ୍ଥା ସାମ୍ନାକୁ ଆସିଛି। ମ୍ୟାଚର ଦ୍ବିତୀୟ ଇନିଂସରେ ଭାରତ ବ୍ୟାଟିଂ କରୁଥିବା ବେଳେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ୩୦୫ ରନ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ … Read More

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ଶାଶୁଘର ଲୋକ ଫେରାର

ଖଲ୍ଲିକୋଟ: ଗଞ୍ଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ନୂତନ ଗୁରୁଣ୍ଠି ଗ୍ରାମରେ ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ । ଗତକାଲି ରାତିରେ ବୋହୁର ମୃତଦେହ ଉଦ୍ଧାର କରିଛି ପୋଲିସ । ଝିଅ ପରିବାର ଲୋକେ ଶ୍ୱଶୁର ଘର ଆଗରେ ଧାରଣାରେ ବସିଛନ୍ତି । … Read More

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ନିଆଁ

ଜଗତସିଂହପୁର: ଜଗତସିଂହପୁର ସହର ଦୁର୍ଗା ବଜାରରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ। ଆଜି ସକାଳୁ ବ୍ୟାଙ୍କର ସଟର ବାଟଦେଇ ଧୂଆଁ ବାହାରୁଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଏହା ପରେ ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ … Read More

ଆରମ୍ଭ ହେଲା ଦେବରକୁଣ୍ଡ ମେଳା, ଦେବରକୁଣ୍ଡରେ ବୁଡ଼ ପକାଇ ଆଶିଷ ଲାଭ କରୁଛନ୍ତି ଶ୍ରଦ୍ଧାଳୁ

ଭଦ୍ରକ: ଆରମ୍ଭ ହୋଇଛି ଭଦ୍ରକର ପ୍ରସିଦ୍ଧ ଦେବରକୁଣ୍ଡ ମେଳା । କାଉପୁର ସ୍ଥିତ ଥିବା ଦେବରକୁଣ୍ଡଠାରେ ପବିତ୍ର ଭୈମୀ ଏକାଦଶୀରୁ ଆରମ୍ଭ ହୋଇଛି ଏହି ମେଳା। ଧାର୍ମିକ ଦୃଷ୍ଟି କୋଣରୁ ଏହି ମେଳା ବହନ କରୁଛି ସ୍ବତନ୍ତ୍ର ମାହାତ୍ମ୍ୟ। କିମ୍ବଦନ୍ତୀ କହେ … Read More

ଛତିଶଗଡ଼ରେ ୩୧ ନକ୍ସଲ ନିପାତ ଘଟଣା ଏକ ବଡ଼ ସଫଳତା: ଅମିତ ଶାହ

ଭୁବନେଶ୍ୱର: ଛତିଶଗଡ଼ର ବିଜାପୁରରେ ରବିବାର ସକାଳୁ ସୁରକ୍ଷାକର୍ମୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ନିହତ ହୋଇଥିବା ବେଳେ ୨ଜଣ ଯବାନ ସହିଦ ହୋଇଥିଲେ। ନକ୍ସଲ ନିପାତ ଘଟଣାକୁ ଏକ ବଡ଼ ସଫଳତା ବୋଲି … Read More

ଯାଜପୁରରେ ବୀଭତ୍ସ ହତ୍ୟା, ଷ୍ଟୁଡିଓ ଭିତରୁ ମାଲିକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

ଯାଜପୁର : ଷ୍ଟୁଡ଼ିଓ ମାଲିକଙ୍କୁ ବିଭତ୍ସ ଭାବେ ହାଣି ହତ୍ୟା । ଯାଜପୁର ରୋଡ ଥାନା ସୋବରାରେଏହି ବିଭତ୍ସ୍ୟ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି କ୍ଷତାକ୍ତ ମୃତଦେହକୁ ଉଦ୍ଧାର କରିଛି । ପୂର୍ବ ଶତ୍ରୁତାରୁ ଗତକାଲି ବିଳମ୍ବିତ ରାତିରେ … Read More

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩୧ ମାଓବାଦୀ ନିହତ

ମାଲକାନଗିରି ୦୯।୦୨ : ମାଓ ସଂଗଠନକୁ ଜୋରଦାର ଝଟ୍‌କା । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩୧ ମାଓବାଦୀ । ଛତିଶଗଡ଼ ବିଜାପୁର ଜଙ୍ଗଲରେ ଘଟିଛି ଏହି ଏନ୍‌କାଉଣ୍ଟର । ଏବେବି ଜଙ୍ଗଲରେ ଚାଲିଛି ସର୍ଚ୍ଚ ଅପରେସନ । ଖବର ଅନୁଯାୟୀ, ବିଜାପୁର … Read More

ଫେବୃଆରୀ ୧୬ରେ ବିଧାନସଭା ଘେରିବେ ଶିକ୍ଷକ

ଭୁବନେଶ୍ବର: ଆସନ୍ତା ୧୬ରେ ବିଧାନସଭା ଘେରିବେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ । ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ । ଯାହା ଅନିର୍ଦ୍ଧିଷ୍ଟ କାଳ ପାଇଁ ଚାଲିବ ବୋଲି ଚେତାବନୀ ଦେଇଛି ସଂଘ । ଉକ୍ତ ଦାବି … Read More

ତିନିଯୁବକଙ୍କ ଆକ୍ରମଣରେ ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

ଛେଣ୍ଡିପଦା ନିଶା ଶିଳ୍ପାଞ୍ଚଳ ଥାନା ଗୋଳାବନ୍ଧରେ ସ୍ଥାନୀୟ ତିନିଯୁବକଙ୍କ ଆକ୍ରମଣରେ ଜିନ୍ଦଲ କମ୍ପାନୀର ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉଜଣେ ଗୁରୁତର ଆହତ ହୋଇଛନ୍ତି। ପୁଲିସ ସୂତ୍ରରୁ ପ୍ରକାଶ ଗତକାଲି ରାତି ୮ ଟାରେ ଜିନ୍ଦଲ ପ୍ଲାଣ୍ଟରେ କାମ … Read More

ଏଫଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱରରେ ପହଞ୍ଚିଲେ ଇଂଲଣ୍ଡ ମହିଳା ହକି ଦଳ, ୧୫ରୁ ହକି ଫାଇଟ୍

ଭୁବନେଶ୍ବର: ଇଂଲଣ୍ଡ ମହିଳା ହକି ଦଳ ରବିବାର ଦିନ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ । … Read More