ଜାଲ୍‌ ନୋଟ୍‌ କାରବାରର ମାଷ୍ଟରମାଇଣ୍ଡ ଗିରଫ

ଭଦ୍ରକ : ଜାଲ୍‌ ନୋଟ୍‌ କାରବାର ଅଭିଯୋଗରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଶନିବାର ଜଣଙ୍କୁ ଗିରଫ କରିଥିବା ବେଳେ ରବିବାର ରାତିରେ ଏହି ରାକେଟର ମାଷ୍ଟର ମାଇଣ୍ଡକୁ ଯାଜପୁର ଜିଲା ଦଶରଥପୁର ଥାନା ଛଞ୍ଚିଣା ଗ୍ରାମରୁ ତାଙ୍କ ଘରୁ ଗିରଫ କରିଛି … Read More

କଲବଲ କରୁଛି ଗୁଳୁଗୁଳି: ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଥିବାବେଳେ ଖରା ଓ ଗୁଳୁଗୁଳି କଲବଲ କରୁଛି। ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ … Read More

ଓଡ଼ିଶାରେ ମୋହନ ଭଗୱତ, ଆରଏସଏସ ପ୍ରଶିକ୍ଷଣ ଶିବିରରେ ଯୋଗଦେବେ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ) ସରସଂଘଚାଳକ ମୋହନ ଭାଗୱତ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆରଏସଏସ ମୁଖ୍ୟ ମୋହନ ଭାଗବତ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଜଣାପଡ଼ିଛି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେ ସିଧା କଟକ ଯାଇଥିଲେ। କଟକରେ … Read More

ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ

କଟକ: ଆଜି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଶପଥ ନେଇଛନ୍ତି। ଜଷ୍ଟିସ୍‌ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ … Read More

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ

ପୁରୀ : ଦିଘା ଜଗନ୍ନାଥ ମନ୍ଦିର ବିବାଦରେ ଜଡ଼ିତ ହୋଇ ପଡ଼ିଥିବା ବରିଷ୍ଠ ଦଇତାପତି ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ ହୋଇଛନ୍ତି । ବଳକା ଦାରୁରେ ଦିଘା ମନ୍ଦିର ଜଗନ୍ନାଥ ବିଗ୍ରହ ନିର୍ମାଣ ନେଇ ଦ୍ବନ୍ଦ୍ବାତ୍ମକ ଏବଂ ବିବାଦୀୟ ବୟାନ ଦେଇ ଥିବା … Read More

ଜମ୍ମୁରୁ ସୁରକ୍ଷିତ ଫେରିଲେ ପୁରୀର ତେଜସ୍ବିନୀ ମହାପାତ୍ର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପରିବାର ଲୋକେ

ପୁରୀ : ଜମ୍ମୁରୁ ସୁରକ୍ଷିତ ଫେରିଛନ୍ତି ପୁରୀ ସୁଜାତା ନଗରର ତେଜସ୍ବିନୀ ମହାପାତ୍ର । ଭଲୱାଲ ଜିଲ୍ଲାରେ ବିଇଡି ପଢୁଥିଲେ । ଭାରତ – ପାକିସ୍ତାନ ଉତ୍ତେଜନା ଖବର ପରିବାର ଲୋକଙ୍କୁ ବିଚଳିତ କରିଥିଲା l ତେବେ ସେଠାରେ ଥିବା ଛାତ୍ରଛାତ୍ରୀଙ୍କୁ ସ୍ବତନ୍ତ୍ର … Read More

ବିଲରୁ ନବଜାତକ ମୃତଦେହ ଉଦ୍ଧାର, ପୋଲିସ ତଦନ୍ତ ଆରମ୍ଭ

ଉଦଳା :  ବିଲରେ ପଡିଛି ନବଜାତକ ମୃତଦେହ ।  ଏକ ପଲିଥିନ ଭିତରେ ପୁରାଇ କେହି ନବଜାତକକୁ ଫୋପାଡ଼ି ଦେଇଛି । ଏଭଳି ଘଟଣା ଘଟିଛି କପ୍ତିପଦା ଥାନା କୁଆଗୋଠଣା ଗ୍ରାମରେ । କୁଆଗୋଠଣା ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଥିବା ଵିଲରେ ଏକ … Read More

ଏସସିବି ମେଡ଼ିକାଲ ପରିସରରୁ ଚାରି ଦଲାଲ ଗିରଫ

କଟକ: ମଙ୍ଗଳାବାଗ ଥାନା ପୋଲିସ ଏସସିବି ମେଡ଼ିକାଲ ପରିସରରୁ ୪ ଜଣ ଦଲାଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଦୁଇଟି ପୃଥକ୍ ପୃଥକ୍ ଘଟଣାରେ ଅଭିଯୋଗ ହୋଇଥିଲା । ଏସସିବି ଟ୍ରମା କାଜୁଆଲ୍ଟି ସମ୍ମୁଖରୁ ରୋଗୀ ମାନଙ୍କୁ ଘରୋଇ … Read More

ଜୁଏଲଙ୍କ ମହାଭାରତ ଟ୍ବିଟ୍ ,ରାତିଅଧରେ ଟ୍ବିଟ୍ କରି ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ

ଭୁବନେଶ୍ୱର : ଜୁଏଲଙ୍କ ମହାଭାରତ ଟ୍ବିଟ୍ ।  ରାତି ଅଧରରେ ଟ୍ବିଟ୍ କରି ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ।  ଗତକାଲି ଯୁଦ୍ଧବିରତି ଉଲ୍ଲଂଘନ କରି ପୁଣି ଆକ୍ରମଣ କରିଥିଲା ପାକିସ୍ତାନ ।  ସେତେବେଳେ ଏକ ଟ୍ବିଟ୍ କରିଥିଲେ ଜୁଏଲ । ଟ୍ବିଟ୍ … Read More

ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ତାଲିମ ଦିଆଯିବ

ଭୁବନେଶ୍ବର: ଆହୁରି ଅଧିକ ସଶକ୍ତ ହେବ ଏନସିସି । ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ତାଲିମ । ଏନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀଙ୍କ କହିଛନ୍ତି, ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ … Read More