ଓଡ଼ିଶାରେ ହାଇ ଆଲର୍ଟ: ପୁରୀ ସମେତ ଏସବୁ ସ୍ଥାନକୁୁ ସର୍ତକ ସୂଚନା

ପୁରୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ବୃଦ୍ଧି ପାଇବା ପରେ ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ପାକିସ୍ତାନର ବିଫଳ ଡ୍ରୋନ ଓ ମିସାଇଲ ଆକ୍ରମଣ ପ୍ରୟାସ ପରେ ରାଜ୍ୟ ସରକାର ଏବଂ ପୁଲିସ ଉଚ୍ଚ ସତର୍କତା … Read More

ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌: ଜମ୍ମୁରୁ ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା

ଶ୍ରୀନଗର,୯ା୫: ଭାରତ-ପାକିସ୍ତାନ ସାମରିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ପରେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଛି। ଏନେଇ ଓଡ଼ିଶା ସରକାର ୨୪ … Read More

ଜେଲ୍‌ରେ ରହିବ ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍ ରେକର୍ଡ: ତିହାର ଜେଲ୍‌ ଢାଞ୍ଚାରେ ଲାଗିବ ଅଡିଓ ଟ୍ରାକର୍‌

ଭୁବନେଶ୍ବର: ନରହତ୍ୟା, ଡକାୟତି, ଦାଦାବଟି ଆଦାୟ ଭଳି ସଂଗିନ ଆପରାଧିକ ମାମଲାରେ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍‌ ରେକର୍ଡିଂ କରାଯିବ। ସ୍ବତନ୍ତ୍ର ଡାଟାବେସ୍‌ରେ ସେସବୁ ରେକର୍ଡିଂକୁ ସାଇତି ରଖାଯିବ। କେବଳ ସେତିକି ନୁହେଁ, ତିହାର ଜେଲ୍‌ ଭଳି ରାଜ୍ୟର କେତେକ … Read More

ଶିମିଳିପାଳ ଜାତୀୟ ଉଦ୍ୟାନରେ ଏ ଆଇ ସୁରକ୍ଷା ପ୍ରଣାଳୀ ଫଳପ୍ରଦ: ବନ୍ଧା ହେଲେ ତିନି ଅଭିଯୁକ୍ତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ଗତକାଲି ରାତିରେ ଶିକାର କରିବା ସମୟରେ ଏ ଆଇ କ୍ୟାମେରା ଦ୍ୱାରା ଚିହ୍ନଟ ହୋଇ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏମାନଙ୍କୁ କୋର୍ଟଚାଲାଣ କରାଯାଇଥିଲା। ସେମାନଙ୍କର ଜାମିନ ନାମଞ୍ଜୁର ହେବା ପରେ … Read More

ସରଳ ଓ ତ୍ରୁଟିଶୂନ୍ୟ ହେବ ପରିବାର ପେନ୍‌ସନ୍ ନିୟମ

ଭୁବନେଶ୍ବର : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୫ଟି ବିଭାଗର ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକ ପରେ ଗୃହୀତ ପ୍ରସ୍ତାବଗୁଡ଼ିକ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା … Read More

ଓଡ଼ିଶାକୁ ଫେରିଲା ହିଟ୍‌ଓ୍ବେଭ୍‌: ମେ ୧୪ ପର୍ଯ୍ୟନ୍ତ ତାତିରୁ ନାହିଁ ତ୍ରାହି

ଭୁବନେଶ୍ୱର ,୮।୫: କିଛି ଦିନର ବିରାମ ପରେ ତାପମାତ୍ରା ବୃଦ୍ଧି ସହିତ ଓଡ଼ିଶାକୁ ଗରମ ଏବଂ ଗୁଳୁଗୁଳି ଫେରିଛି, ଯାହା ସାଧାରଣ ଜୀବନଯାତ୍ରାକୁ ଗମ୍ଭୀର ଭାବେ ପ୍ରଭାବିତ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ, ଏହି ପାଗ ମେ ୧୪ … Read More

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆମ ରାଜ୍ୟ ସବୁ ପ୍ରକାର ସ୍ଥିତି ପାଇଁ ପ୍ରସ୍ତୁତ ଅଛି। ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ଗଚ୍ଛିତ ଅଛି ବୋଲି ଖାଦ୍ୟ … Read More

ସମୃଦ୍ଧ ଓଡ଼ିଶା ଗଠନ ଓ ବିକାଶ ପାଇଁ ମା’ ତାରାତାରିଣୀଙ୍କ ପୂଜାର୍ଚ୍ଚନା କରିଛି: ମୋହନ

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଦକ୍ଷିଣ ଓଡ଼ିଶା ପ୍ରସିଦ୍ଧ ଦେବୀ ‘ମା ତାରାତାରିଣୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଏହି ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ପ୍ରଥମେ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ମା’ଙ୍କ ନିକଟରେ ପୂଜାର୍ଚ୍ଚନା … Read More

ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ୮ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ବିଭାଗର ୮ ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ‘ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ’ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଥିବାବେଳେ ମୁଖ୍ୟମନ୍ତ୍ରୀ … Read More

୧୨ରେ ଶପଥ ନେବେ ବିଚାରପତି ଦୀକ୍ଷିତ

କଟକ:ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଆସନ୍ତା ୧୨ ତାରିଖ ସୋମବାର ଶପଥ ନେବେ। ଜଷ୍ଟିସ୍‌ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ … Read More