ରୁଷ୍ ଦୂତାବାସରେ ବିଜୁବାବୁଙ୍କ ସ୍ମାରକ ଫଳକ ଉନ୍ମୋଚିତ

ଭୁବନେଶ୍ବର : ନାଜିବାଦ ବିରୋଧରେ ରୁଷ୍ ବିଜୟର ୮୦ତମ ବାର୍ଷିକ ଉତ୍ସବ ପାଳନ ଆରମ୍ଭ ହୋଇଛି। ଏଥିପାଇଁ ଆସନ୍ତା ୯ରେ ମସ୍କୋରେ ବିଶାଳ ଆୟୋଜନ କରାଯାଉଛି। ଏହାପୂର୍ବରୁ ବୁଧବାର ନୂଆଦିଲ୍ଲୀର ରୁଷିଆ ହାଉସରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସାହସ … Read More

ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଚାଲୁଥିବା ସ୍କୁଲ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ଯୋଗୁ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାରଙ୍କ ସ୍ପଷ୍ଟ ନିର୍ଦ୍ଦେଶ ସତ୍ତ୍ୱେ ଯେଉଁ ସ୍କୁଲଗୁଡ଼ିକ ଚାଲୁ ରହିଛି ସେମାନଙ୍କ ବିରୁଦ୍ଧରେ ତୁରନ୍ତ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ … Read More

ଭୁବନେଶ୍ବରରେ ହେବ ସାଇନ୍ସ ସିଟି: ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬ ସୁଦ୍ଧା ଏକ ବିକଶିତ ଓଡ଼ିଶାର ବ୍ୟାପକ ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା। ଗୁରୁବାର … Read More

ଅପରେଶନ ସିନ୍ଦୂରର ପ୍ରଭାବ, ଭୁବନେଶ୍ୱରରୁ ବାତିଲ ହେଲା ବିମାନ ଉଡାଣ

ଭୁବନେଶ୍ୱର: ଅପରେସନ ସିନ୍ଦୂର ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି, ଗୁରୁବାର ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅର୍ନ୍ତଜାତୀୟ ବିମାନବନ୍ଦରରୁ ୨ଟି ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ରିପୋର୍ଟ ଅନୁଯାୟୀ, ଭୁବନେଶ୍ୱରରୁ ହିଣ୍ଡନ ଗାଜିଆବାଦକୁ ବିମାନ … Read More

ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ

ଭୁବନେଶ୍ୱର: ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ କରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ତର୍ଜାତୀୟ ସଂଯୋଗୀକରଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ରାଜ୍ୟ ପାଇଁ ଏକ ଐତିହାସିକ ବିମାନ ଚଳାଚଳ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ … Read More

‘ପାକିସ୍ତାନ ସାଇବର ଫୋର୍ସ’ ଦ୍ୱାରା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୱେବସାଇଟ୍ ହ୍ୟାକ୍

ଭୁବନେଶ୍ୱର: ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ପରବର୍ତ୍ତୀ ସମୟରେ ଅପରେସନ ସିନ୍ଦୂର ମାଧ୍ୟମରେ ଭାରତର ସାମରିକ ପ୍ରତିକ୍ରିୟା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ)ର ୱେବସାଇଟ୍ ‘ପାକିସ୍ତାନ ସାଇବର … Read More

ଆମେ ସେନାର ସାହସକୁ ନମନ କରୁଛୁ – ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ବର: ଭାରତର ପହଲଗାମ ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତିକ୍ରିୟା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସଂସ୍କୃତିରେ ‘ସିନ୍ଦୂର’କେବଳ ପରମ୍ପରା ନୁହେଁ, ଏହା ତ୍ୟାଗ ଏବଂ ସଂକଳ୍ପର ପ୍ରତୀକ। ଏହି ଭାବନା ଆମ ସୈନିକମାନଙ୍କ ମନରେ ମଧ୍ୟ ରହିଛି। … Read More

ଏଟିଏମ୍‌ କାର୍ଡ ଲୁଟ୍‌ ଘଟଣା: ପଶ୍ଚିମବଙ୍ଗର ୩ ଲୁଟେରା ଗିରଫ

ଖୋର୍ଦ୍ଧା : ବିଭିନ୍ନ ସମୟରେ ଅଶିକ୍ଷିତ କିମ୍ବା ବୃଦ୍ଧ ବୃଦ୍ଧା ଏଟିଏମ୍‌ କାଉଣ୍ଟରରୁ ଟଙ୍କା ବାହାର କଲା ବେଳେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏହାର ସୁଯୋଗ ନେଇ ପଶ୍ଚିମବଙ୍ଗର ତିନି ସାଇବର ଲୁଟେରା ବିଭିନ୍ନ କାଉଣ୍ଟରରେ ତୀକ୍ଷଣ ନଜର ରଖି … Read More

ଭାରତୀୟ ସେନାର ପଦକ୍ଷେପକୁ ପ୍ରଶଂସା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣର ଭାରତୀୟ ସେନାର ପ୍ରତିଶୋଧକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେ ଭାରତୀୟ ସେନାର ପଦକ୍ଷେପକୁ ପ୍ରଶଂସା କରିବା ସହ ଭାରତୀୟ ସେନାକୁ ଅଭିନନନ୍ଦନ ଜଣାଇଛନ୍ତି। ଅପରେସନ୍ … Read More

ପଶ୍ଚିମବଙ୍ଗ ସରକାର ସକାରାତ୍ମକ ପଦକ୍ଷେପ ନ ନେଲେ, ଆମେ ପଦକ୍ଷେପ ନେବୁ: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର: ପଶ୍ଚିମବଙ୍ଗର ଦୀଘାରେ ଶୁଭାରମ୍ଭ ହୋଇଥିବା ଜଗନ୍ନାଥ ମନ୍ଦିରକୁ ସ୍ଥାନୀୟ ସରକାର ‘ଜଗନ୍ନାଥ ଧାମ’ ଲେଖିବାକୁ ନେଇ ରିପୋର୍ଟ ଦୁଇ ଦିନ ତଳେ ଆସିଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ସବୁ କଥା ଅବଗତ କରାଯାଇଛି। ସେ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି ଯେ … Read More