ରଥ ନିର୍ମାଣ କାର୍ଯ୍ୟ: ଶାଳ ପୂଜା ପରେ ପଡିଲା ଅରକଣ୍ଟା, ୨୮ ତୁମ୍ବ ଗୋଲେଇ ଶେଷ
ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ । ରବିବାର ୬୮ ଜଣ ନିର୍ମାଣକାରୀ ରଥ ତିଆରିରେ ଯୋଗ ଦେଇଛନ୍ତି । ଶ୍ରୀନହର ସମ୍ମୁଖ ରଥଖଳାରେ ତୁମ୍ବ ତିଆର ଚାଲିଛି । … Read More
