୪ନିଗମ ସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛି … Read More

ଜଗତପୁରରେ ଚାଲିଛି ନକଲି ଓ୍ବାସିଂ ପାଉଡର କାରଖାନା ; ଓ୍ବାସିଂ ପାଉଡର, ଲେବଲ ଷ୍ଟିକର ଜବତ

କଟକ: କଟକ ଜଗତପୁରରେ ନକଲି ୱାସିଂ ପାଉଡର କାରଖାନା ଠାବ । ଅପମିଶ୍ରଣ ସହ ବ୍ରାଣ୍ଡେଡ୍ କଂପାନୀ ନାଁରେ ତିଆରି କରି ବିକାଯାଉଥିଲା । ଜଗତପୁର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ଚଢାଉ କରିଥିଲା । ଜଗତପୁର ଅଣ୍ଢେଇ ସାହିରେ … Read More

କିଟ୍ ରେ ପୁଣି ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଲେ ଦୁଇ ମନ୍ତ୍ରୀ

ଭୁବନେଶ୍ବର: ଗୁରୁବାର ରାତିରେ କିଟ୍ ବିଶ୍ବବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ଘଟଣାରେ … Read More

ଟେକନିକାଲ ଟିମ ଯାଞ୍ଚ ପାଇଁ ପୁରୁଣା ବ୍ରାହ୍ମଣୀ ପୋଲ ଯାନବାହାନ ଚଳାଚଳ ବନ୍ଦ

ରାଉରକେଲା: ଆଜି ସକାଳୁ ବନ୍ଦ ରହିଛି ପାନପୋଷ ପୁରୁଣା ବ୍ରାହ୍ମଣୀ ବ୍ରିଜ୍‌ରେ ଯାନ ବାହାନ ଚଳାଚଳ। ଏହି ବ୍ରିଜ୍ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବାର ସମ୍ଭାବନା ରହିଛି। ସମସ୍ତ ଚାରି ଚକିଆ ଏବଂ ତିନି ଚକିଆ ଯାନ ଚଳାଚଳକୁ ବନ୍ଦ … Read More

କିଟ୍‌ରେ ଛାତ୍ରୀ ମୃତ୍ୟୁ; ଘଟଣାର ତଦନ୍ତ ପାଇଁ କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ: ନେପାଳ ମନ୍ତ୍ରୀ

ଭୁବନେଶ୍ବର: କିଟ୍‌ ବିଶ୍ବବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । ଘଟଣାରେ ଉଦ୍‌ବେଗ ସହ ଦୁଃଖ ପ୍ରକାଶ କଲେ ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା । ଟ୍ବିଟ୍ କରି ମୃତ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି … Read More

ଚଳିତ ରଥଯାତ୍ରା ହେବ ଆହୁରି ଶୃଙ୍ଖଳିତ: ପାର୍କିଂସ୍ଥଳ ଜଗିବେ ଘରୋଇ ସୁରକ୍ଷା କର୍ମୀ, ଖର୍ଚ୍ଚ ହେବ ୧୪ ଲକ୍ଷ ଟଙ୍କା

ପୁରୀ : ଚଳିତ ରଥଯାତ୍ରାକୁ ଆହୁରି ଶୃଙ୍ଖଳିତ ଓ ସୂଚାରରୂପେ ଶେଷ କରିବାକୁ ପ୍ରଥମ ଥର ପାଇଁ ମୁତୟନ ହେବେ ଘରୋଇ ସୁରକ୍ଷା କର୍ମୀ । ଏମାନେ ରଥଯାତ୍ରା ବେଳେ ବିଭିନ୍ନ ପାର୍କିଂସ୍ଥଳ ଜଗିବେ । ଯାନବାହନ ନିୟନ୍ତ୍ରଣରେ ସାହାଯ୍ୟ କରିବେ । … Read More

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଖୋଜି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ପରାମର୍ଶ

ମୟୂରଭଞ୍ଜ: ଓଡିଶାର ଅନେକ ସ୍ଥାନରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ ନେଇ ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବିଧାୟକ ସନାତନ ବିଜୁଳି ବେତନଟୀ ଏସଡିପିଓ ମିନତୀ ବିଶ୍ୱାଳଙ୍କୁ ଭେଟି ବଡ଼ସାହି ନିର୍ବାଚନ ମଣ୍ଡଳୀ ବିଭିନ୍ନ ଅଞ୍ଚଳରେ ବେଆଇନ ଭାବେ … Read More

ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ: ମୁହଁ ଖୋଲିଲେ ପୁରୀ ଦଇତାପତି

ପୁରୀ : ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ ନେଇ ମୁହଁ ଖୋଲିଲେ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର। କହିଲେ, ପୁରୀ ଛଡ଼ା ଆଉ କେଉଁଠି ବ୍ରହ୍ମ ନାହିଁ । ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ । … Read More

ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସାଟେଲାଇଟ୍‌ ସର୍ଭେ ଚାଲିଛି … Read More

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ : ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ, ପାସ ହାର-୯୪.୯୩ %

କଟକ : ଆଜି ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । କଟକ ବୋର୍ଡ଼ ମୁଖ୍ୟାଳୟରେ ଅପରାହ୍ନ ୪ ଟାରେ ପ୍ରକାଶ ପାଇଲା ରେଜଲ୍ଟ. । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ … Read More