ରାଜ୍ୟପାଳଙ୍କୁ ଭେଟି ‘ମାଇଁ ଷ୍ଟାମ୍ପ’ ପ୍ରଦାନ କଲେ ଓଡ଼ିଶା ମଣ୍ଡଳ ମୁଖ୍ୟ ମହାଡ଼ାକପାଳ

ଭୁବନେଶ୍ବର: ଓଡ଼ିଶା ମଣ୍ଡଳର ମୁଖ୍ୟ ମହାଡାକପାଳ ନିର୍ମଳଜିତ ସିଂହ (ଆଇପିଓଏସ୍ ୧୯୯୭) ଏବଂ ଡାକ ସେବା ନିର୍ଦ୍ଦେଶକ ଅମିତ କୁମାର ଝା, (ଆଇପିଓଏସ୍ ୨୦୧୫) ଆଜି ରାଜଭବନଠାରେ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଗସ୍ତ ସମୟରେ … Read More

ପୁଣି KIITରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା, ସୂଚନା ଦେଲେ ପୋଲିସ କମିଶନର

ଭୁବନେଶ୍ୱର, ୧।୫: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏହା ବିଶ୍ୱବିଦ୍ୟାଳୟର ପରିଚାଳନା ଓ ଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଘଟଣାସ୍ଥଳରେ ଇନ୍ଫୋସିଟି ଥାନା … Read More

ଆଜିଠାରୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

କେନ୍ଦ୍ରାପଡ଼ା: କୁମ୍ଭୀରଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରଜନନ ଋତୁ ଯୋଗୁ ମେ’୧ ଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। ଏନେଇ ପୂର୍ବରୁ ସୂଚନା ପ୍ରଦାନ କରାଯାଇଥିଲା। ପର୍ଯ୍ୟଟକଙ୍କ … Read More

ଅନ୍ତର୍ଜାତୀୟ ଶ୍ରମିକ ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଶ୍ରମିକ ବର୍ଗଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ … Read More

ପ୍ରଭାସିନୀ ଓ ଦେବୀଙ୍କୁ ହୋମ୍‌ଗାର୍ଡ ଚାକିରି ସହ ୧୦ଲକ୍ଷ ଲେଖାଏ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଟକରେ କାର୍ଯ୍ୟରତ ୨ ପୋଲିସ କର୍ମଚାରୀ ଜଗବନ୍ଧୁ ମାହାଲି ଏବଂ ଲୋକନାଥ ଶବର ଗତ ୨୨ ତାରିଖରେ ପିସିଆର୍‌ ଭ୍ୟାନ୍‌ରେ ଯିବା ସମୟରେ ଦୁର୍ଘଟଣା ଘଟି ପ୍ରାଣ ହରାଇଥିଲେ। ଡ୍ୟୁଟିରେ ଥିବା ସମୟରେ ଉଭୟଙ୍କ ମୃତ୍ୟୁ ଘଟିଥିବାରୁ ସେମାନଙ୍କ … Read More

ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’

ଭୁବନେଶ୍ୱର,୧ା୫: ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହୋଇଛି ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’। ପ୍ରାରମ୍ଭିକ ଭାବେ ୮ଟି ବିଭାଗର … Read More

ଜାତିଭିତ୍ତିକ ଜନଗଣନାକୁ ନେଇ ଘୋଷଣା ପରେ ରାଜ୍ୟରେ କଂଗ୍ରସ ଓ ବିଜେଡି ଉଭୟ ଶ୍ରେୟ ନେବା ଲାଗି ଦାବି କରୁଛନ୍ତି

ଭୁବନେଶ୍ବର : ମୋଦି କ୍ୟାବିନେଟରେ ଜାତିଭିତ୍ତିକ ଜନଗଣନାକୁ ନେଇ ଘୋଷଣା ପରେ ରାଜ୍ୟରେ ଏବେ ଆରମ୍ଭ ହୋଇଯାଇଛି ଶ୍ରେୟ ରାଜନୀତି । ରାଜ୍ୟ କଂଗ୍ରେସ କହୁଛି ଜାତିଭିତ୍ତିକ ଜନଗଣନା ପାଇଁ ରାହୁଲ ଗାନ୍ଧି ଦୀର୍ଘ ବର୍ଷ ହେବ ଦାବି କରି ଆସୁଥିଲେ … Read More

କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ ରେଳ

କଟକ : ଭୁବନେଶ୍ଵରରୁ ଆରମ୍ଭ ହେଉଥିବା ମେଟ୍ରୋ​ ରେଳ ପ୍ରକଳ୍ପ କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ । ପୂର୍ବରୁ ଏହି ପ୍ରକଳ୍ପ ଭୁବନେଶ୍ଵରର ବିମାନବନ୍ଦରରୁ କଟକର ତ୍ରିଶୂଳିଆ ପର୍ଯ୍ୟନ୍ତ ଲମ୍ବିବାର ଯୋଜନା ଥିଲା । କିନ୍ତୁ ଏଥିରେ ପରିବର୍ତ୍ତନ … Read More

୩ ଲକ୍ଷ ଜବତ ମାମଲା: ମହିଳା ଅଧିକାରୀ ଗିରଫ, ଜାଣନ୍ତୁ ଅବକାରୀ ଅଧୀକ୍ଷକଙ୍କ ସଂପତ୍ତି

ଢେଙ୍କାନାଳ: ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକଙ୍କ ଦାମୀ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ ମାମଲାରେ ଭିଜିଲାନ୍ସ ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ ଭିଜିଲାନ୍ସ ବିଭାଗ ଶ୍ରୀମତୀ ନାୟକଙ୍କୁ ଗିରଫ କରିଛି। ଏଥି ସହିତ ଭିଜିଲାନ୍ସ ଟିମ୍ … Read More

କଲେଜ ଛାତ୍ରଙ୍କ ମୃତଦେହ ରେଳଷ୍ଟେସନ ନିକଟରୁ ଉଦ୍ଧାର

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ଲିଙ୍ଗରାଜ ରେଳ ଷ୍ଟେସନ ପାଖରୁ ଜଣେ କଲେଜ ଛାତ୍ରଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ମୃତ ଯୁବକ ହେଲେ ତପନ ଆଚାର୍ଯ୍ୟ (୨୨)। ସୂଚନା ଅନୁସାରେ ଗୋତଣ୍ଡା ଗ୍ରାମ ମହାବୀର ନଗରର ବାସିନ୍ଦା ଅଜୟ ଆଚାର୍ଯ୍ୟଙ୍କ ଏକ … Read More