ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ଟଙ୍କା
ଭୁବନେଶ୍ବର : ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ ଋତୁ ନିମନ୍ତେ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ ସହାୟତା କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ଚାଷୀଙ୍କ ବ୍ୟାଙ୍କ … Read More
