ଅକ୍ଷୟ ତୃତୀୟାରେ ଅକ୍ଷି ମୁଠି ଅନୁକୂଳ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ବରଗଡ : ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ସରକାରୀ କୃଷି ଫାର୍ମ ଚକୁଳିରେ ରାଜସ୍ବ ମନ୍ତ୍ରୀ ତଥା କେନ୍ଦ୍ର ମନ୍ତ୍ରୀ ସୁରେଶ ପୂଜାରୀ ଜିଲ୍ଲାସ୍ତରୀୟ  ଭୂମି ପୂଜନ ସହ ଅକ୍ଷି ମୁଠି ଅନୁକୂଳ କରିଛନ୍ତି ।ବରଗଡ଼ ଜିଲ୍ଲା ପାଲ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ … Read More

ଅକ୍ଷୟ ତୃତୀୟାରୁ ଆକାଶବାଣୀ ସମ୍ବଲପୁର କେନ୍ଦ୍ରରୁ ଆରମ୍ଭ ହେବ ପ୍ରତି ଘଣ୍ଟାର ମୁଖ୍ୟ ସମ୍ବାଦ

ସମ୍ବଲପୁର : ଆକାଶବାଣୀ ସମ୍ବଲପୁର ଆଞ୍ଚଳିକ ସମ୍ବାଦ ବିଭାଗ ପକ୍ଷରୁ ଆସନ୍ତାକାଲି (ଏପ୍ରିଲ ୩୦) ଅକ୍ଷୟ ତୃତୀୟା ଠାରୁ ପ୍ରତ୍ୟେକ ଦିନ ଅପରାହ୍ନ ୪ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ପ୍ରତ୍ୟେକ ଘଣ୍ଟାରେ ଖବର ଶୀର୍ଷକ (News Headlines) ପ୍ରସାରଣ କରାଯିବ। ଶ୍ରୋତାମାନେ … Read More

ପହଲ୍‌ଗାମ୍‌ ଆକ୍ରମଣ ; କଟକରେ ଏନଆଇଏର ୩ ଜଣିଆ ଟିମ୍‌

କଟକ : କଟକରେ ଏନଆଇଏ ଟିମ୍‌ । କଟକ ଦେଉଳସାହିରେ ଏନଆଇଏର ୩ ଜଣିଆ ଟିମ୍‌ ମଙ୍ଗଳବାର ପଚରାଉଚରା କରିଛନ୍ତି। ରଞ୍ଜିତ ଭୋଳଙ୍କ ଘରେ ପ୍ରାୟ ୨ ଘଣ୍ଟା ପଚରାଉଚରା କରିଛି ଟିମ୍‌। ପହଲ୍‌ଗାମ୍‌ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ … Read More

ମେ ୨ରୁ ଓଜେଇଇ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୯ା୪: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମୋଡ୍‌ରେ … Read More

‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ ହେବା ପରେ ଘରୋଇ ହସ୍ପିଟାଲମାନଙ୍କୁ କଡ଼ା ତାଗିଦ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

ଭୁ‌ବନେଶ୍ବର: ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ ହେବା ପରେ ପ୍ରଥମ ଥର ଲାଗି ଘରୋଇ ହସ୍ପିଟାଲମାନଙ୍କୁ କଡ଼ା ତାଗିଦ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ରୋଗୀମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ସେ କହିଛନ୍ତି। ଆୟୁଷ୍ମାନରେ ଅବହେଳା କଲେ ଦୃଢ଼ … Read More

ସ୍ଵାମୀଙ୍କ ବିରୋଧରେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା

କଟକ : ସ୍ଵାମୀଙ୍କ ବିରୋଧରେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା। କିଛି ଦିନ ତଳେ ତୁଳସୀ ଗଣନାଟ୍ୟ ଯାତ୍ରା ପାର୍ଟି ମାଲିକ ପତ୍ନୀ ସୋନାଲିଙ୍କୁ ଫସାଇ ପାଖରେ ରଖିଥିବା ଅଭିଯୋଗ କରିଥିଲେ ସ୍ଵାମୀ ତଥା ଯାତ୍ରା କଳାକାର … Read More

ଗୋଲଡେନ୍ ଲ୍ୟାଣ୍ଡ ଚିଟ୍‌ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି : ଜମାକାରୀଙ୍କୁ ଠକିବା ଅଭିଯୋଗ

ଭୁବନେଶ୍ୱର, ୨୯।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି), ଭୁବନେଶ୍ୱର ଜୋନ, ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଫିସିଆଲ ସୂତ୍ର ଅନୁସାରେ, ଜବତ ହୋଇଥିବା ସମ୍ପତ୍ତି … Read More

ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଲାଗି ପ୍ରସ୍ତାବ ଦେଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିବା ପରେ ଓଡ଼ିଶା କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବିଧାନସଭାର … Read More

 ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଫୁଟିଲା ଗୁଳି : ଜଣେ ଆହତ

ସୁନ୍ଦରଗଡ଼: ରାଜଗାଙ୍ଗପୁରରେ ଆଜି ଅପରାହ୍‌ଣରେ ଗୁଳିଫୁଟି ଜଣେ ଯୁବକ ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କର ଚିକିତ୍ସା ପାଇଁ ରାଉରକେଲା ସ୍ଥାନାନ୍ତରିତ କରାଯାଇଛି। କିଛି ସାଙ୍ଗ ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଆହତ ବ୍ୟକ୍ତି ହେଲେ … Read More

ଦୟାନଦୀ ପାଇଁ ଜହର ପାଲଟିଛି ଗଙ୍ଗୁଆ ଜଳ, ବଢୁଛି ଚର୍ମ ଓ ପେଟଜନିତ ରୋଗ

ଭୁବନେଶ୍ବର : ଅତୀତରେ ହଜାର ହଜାର ଚାଷୀଙ୍କ ଜୀବନରେଖା ପାଲଟିଥିବା ଚିରସ୍ରୋତା ଗଙ୍ଗୁଆନଦୀ ଆଜି ସଂପୂର୍ଣ୍ଣ ପ୍ରଦୂଷିତ । ଦିନେ ଯେଉଁ ଗଙ୍ଗୁଆନଦୀର ଜଳକୁ ଲୋକେ ପିଉଥିଲେ, ନଦୀରେ ଗାଧୋଉଥିଲେ, ଚାଷରେ ବ୍ୟବହାର କରୁଥିଲେ, ଆଜି କିନ୍ତୁ ସେଇ ନଦୀର ଜଳକୁ … Read More