ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଶାଳିନୀ … Read More

ଅବକାରୀ ଅଧୀକ୍ଷକଙ୍କ ଗାଡିରୁ ୩ ଲକ୍ଷ ଜବତ

ଢେଙ୍କାନାଳ : ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଯାଇଛନ୍ତି। ଗାଡ଼ିରେ ୩ ଲକ୍ଷ ଟଙ୍କା ନେଇ ଯିବାବେଳେ ଭିଜିଲାନ୍ସ ଟିମ୍‌ ଅତର୍କିତ ଚଢ଼ଉ କରି ମାଡ଼ିବସିଛନ୍ତି। ସୂଚନା ଅନୁସାରେ ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ … Read More

ରାସନ କାର୍ଡରୁ କଟିବ ବିଦେଶୀଙ୍କ ନାଁ; ଚିହ୍ନଟ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ରାସନ କାର୍ଡକୁ ନେଇ ସୋମବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି । ଓଡିଶାରେ ରହି ରାସନ କାର୍ଡ ହାତେଇଥିବା ସମସ୍ତ ବିଦେଶୀଙ୍କ ନାଁ କଟାଯିବ । ସେମାନଙ୍କର ଭୋଟର କାର୍ଡ ଏବଂ … Read More

ନିଶାସକ୍ତ ବହିଷ୍କୃତ ପୁଲିସଙ୍କ ଉନ୍ମତ୍ତ କାଣ୍ଡ

ଅସ୍ତରଙ୍ଗ: ଅସ୍ତରଙ୍ଗରେ ଏକ ବିବାହ ଭୋଜିରେ ନିଶାସକ୍ତ ଅବସ୍ଥାରେ ଚିତ୍ରସେନ ପ୍ରଧାନ ନାମକ ଜଣେ ବହିଷ୍କୃତ ପୁଲିସ କର୍ମଚାରୀ ଉପସ୍ଥିତ ଲୋକଙ୍କୁ ଅସଭ୍ୟ ଭାଷାରେ ଗାଳିମନ୍ଦ ଓ ଧମକଚମକ ଦେଇଥିବା ଅଭିଯୋଗ ହୋଇଛି। ବହିଷ୍କୃତ ପୁଲିସ କର୍ମଚାରୀ ଜଣକ ଅସ୍ତରଙ୍ଗ ସରପଞ୍ଚ, … Read More

ଭିସୁଟର ୧୦୦ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ; ୫ ଛାତ୍ରୀଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ

ବୁର୍ଲା: ସମ୍ବଲପୁର ଜିଲ୍ଲାର ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ)ରେ କ୍ୟାମ୍ପସରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବିଶୃଙ୍ଖଳା ଆଚରଣକାରୀ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲେ କର୍ତ୍ତୃପକ୍ଷ । ଏପ୍ରିଲ ୧୦ରେ ଭିସୁଟର ଜଣେ ଛାତ୍ରୀ ଫିସରି ଅଞ୍ଚଳରେ … Read More

ଜଣେ ପାକିସ୍ତାନୀ ନାଗରିକ ଓଡ଼ିଶା ଛାଡ଼ିସାରିଛନ୍ତି: ପୁଲିସ ଡିଜି

ଭୁବନେଶ୍ବର: ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ଜାତୀୟ ସୁରକ୍ଷା ଚିନ୍ତା ବୃଦ୍ଧି ପାଇବା ପାଇଛି। ଓଡ଼ିଶା ସରକାର ରାଜ୍ୟରେ ବେଆଇନ ଭାବରେ ରହୁଥିବା କିମ୍ବା ଅଧିକ ସମୟ ଧରି ରହୁଥିବା ବିଦେଶୀ ନାଗରିକଙ୍କ ବିରୁଦ୍ଧରେ ସତର୍କତା ଅବଲମ୍ବନ କରିବାକୁ କଠୋର … Read More

ପାରାଦୀପ ପାଇପ ଷ୍ଟକୟାର୍ଡରେ ନିଆଁ, କୋଟି କୋଟି ଟଙ୍କାର ସ୍କ୍ରାପ ପାଇପ୍ ପୋଡ଼ି ନଷ୍ଟ

ପାରାଦୀପ : ଟେକ୍ନୋମାଉଣ୍ଟ-ମେଣ୍ଟାଲକ୍ରାଫ୍ଟ କମ୍ପାନୀ ପାଇପ ଷ୍ଟକୟାର୍ଡ ରେ ନିଆଁ । ହୁତୁ ହୁତୁ ହୋଇ ଜଳି ଯାଇଛି ପାଇପ୍ । ଘଟଣାସ୍ଥଳରେ ୭ ରୁ ଉର୍ଦ୍ଧ୍ବ ଅଗ୍ନିଶମ ଗାଡ଼ି ନିଆଁକୁ ପାଖାପାଖି ୩ ଘଣ୍ଟା ଅକ୍ଳାନ୍ତ ପରିଶ୍ରମ କରିବା ପରେ ନିଆଁକୁ … Read More

ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ

ଭୁବନେଶ୍ୱର: ବାଙ୍ଗିରିପୋଷି-ପୁରୀ ଇଣ୍ଟରସିଟି ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନ୍‌ରେ ଏଲଏଚବି କୋଚ୍‌‌ର ଶୁଭାରମ୍ଭ ହୋଇଛି। ସୋମବାର ଠାରୁ ଆରମ୍ଭ ହୋଇଛି ଏହି ଟ୍ରେନ। ଲୋକସଭା ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସାଂସଦ ମମତା ମହାନ୍ତ, ବାଙ୍ଗିରିପୋଷି ବିଧାୟିକା ସଞ୍ଜଲୀ ମୁର୍ମୁ, ସାରସକଣା … Read More

ଆଜି ଠାରୁ ମେ ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର : ୫ ଦିନ କାଳବୈଶାଖୀ ବର୍ଷା । ରାଜ୍ୟର ପ୍ରାୟ ସବୁ ଜିଲ୍ଲାକୁ ଆଲର୍ଟ । ଆଜି ଠାରୁ ମେ ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା। ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ … Read More

ଓପିଏସସି ଓ ଓଏସଏସସି ପରୀକ୍ଷାରେ ତୃଟି ମାମଲା; ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଓପିଏସସି ଓ ଓଏସଏସସି ପରୀକ୍ଷା ବିଭ୍ରାଟ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି, ଏହି ଘଟଣାର ସଂପୃକ୍ତ ବିଭାଗ ତଦନ୍ତ କରିବ । ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ ହେବ … Read More