କେବଳ ସରକାରୀସ୍ତରରେ ବ୍ୟବହାର ହେବ ଜାତୀୟ ଚିହ୍ନ, ନଚେତ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଜାତୀୟ ଚିହ୍ନ ଅଶୋକସ୍ତମ୍ଭର ଅପବ୍ୟବହାରକୁ ନେଇ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନକୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ । ଯଦି କୌଣସି ଠାରେ ଏହାର … Read More

ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ, ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି

ଭୁବନେଶ୍ବର : ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ  ।  ଖଣ୍ଡଗିରି ଅଞ୍ଚଳରେ ଗଞ୍ଜେଇ ଜବତ ହୋଇଛି ।  ଡିଲ ବେଳେ ପୋଲିସର ଗଞ୍ଜେଇ ଜବତ ହୋଇଛି ।  ସୂଚନା ଅନୁସାରେ  ଫୁଲବାଣୀରୁ ହିମାଚଳ ଗଞ୍ଜେଇ ଯାଉଥିଲ ।   ପାଞ୍ଚ କ୍ଵିଣ୍ଟାଲ ଗଞ୍ଜେଇ … Read More

କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ, ଏନକାଉଣ୍ଟର ଭୟରେ କଲା ଆତ୍ମସମର୍ପଣ

ଭୁବନେଶ୍ୱର: ରାଜଧାନୀରେ କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ। କୁଖ୍ୟାତ ଅପରାଧୀ ସାଦିକୁଲ୍ ଇସଲାମକୁ ଗିରଫ କରିଛି ଖାରବେଳନଗର ପୋଲିସ। ପୋଲିସକୁ ଚକମା ଦେଇ ଖସିଯିବାକୁ ଉଦ୍ୟମ କରିଥିଲା ବେଳେ ଏନକାଉଣ୍ଟର କରିବାକୁ ପ୍ରସ୍ତୁତ ଥିଲା ପୋଲିସ। ଏନକାଉଣ୍ଟର ଭୟରେ ଆତ୍ମସମର୍ପଣ କରିଛି … Read More

ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ, ଲୋକଙ୍କ ପାଇଁ ସତର୍କ ଜାରି କରିଛନ୍ତି ସରକାର

ଭୁବନେଶ୍ୱର : ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ ।  ଆତଙ୍କୀ ହମ୍ ଲା ପରେ ଏକାଧିକ ଷ୍ଟେସନକୁ ହାଇ ଆଲର୍ଟ କରାଯାଇଛି ।  RPF ପୋଲିସ ଦ୍ବାରା ଫ୍ଲାଗ ମାର୍ଚ୍ଚ । RPF ଆଇଆଇସି ଏବଂ ଏସଆଇ ଫ୍ଲାଗ ମାର୍ଚ୍ଚରେ ସାମିଲ … Read More

ଓଡ଼ିଶାର ସାମଗ୍ରିକ ବିକାଶ ହିଁ ମଧୁବାବୁଙ୍କର ସ୍ବପ୍ନ : ମୋହନ ମାଝୀ

ଭୁବନେଶ୍ୱର : ମଧୂବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ।  ମଧୁସୂଦନ ଦାସଙ୍କ ୧୭୭ ଜନ୍ମଜୟନ୍ତୀ ଅବସରରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ମଧୁବାବୁ ଥିଲେ ଓଡ଼ିଆ ଜାତିର ଗର୍ବ ଏବଂ ଗୌରବର ପ୍ରତୀକ। ଓଡ଼ିଶାର ସାମଗ୍ରିକ … Read More

ମୁଖ୍ୟମନ୍ତ୍ରୀଙ୍କ ନାଁରେ ଠକୁଥିଲେ ଯୁବକ, ଗିରଫ କଲା ପୋଲିସ

ରାଉରକେଲା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ରାଉରକେଲା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ ବୋଲି … Read More

ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ

ଭୁବନେଶ୍ବର: କେନ୍ଦ୍ର ଏବଂ ରାଜ୍ୟରେ ବିଜେପି ସରକାର। କିନ୍ତୁ କେହି ସମ୍ବିଧାନ ମାନୁନାହାନ୍ତି। ଏଥିପାଇଁ ଆସନ୍ତାକାଲି ରାଜ୍ୟ କଂଗ୍ରେସ ତରଫରୁ ସମ୍ବିଧାନ ବଞ୍ଚାଅ ଅଭିଯାନ କାର୍ଯ୍ୟକ୍ରମ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ। ସେ … Read More

ଓଏସଏସସି ଏବଂ ଓପିଏସସି ପରିଚାଳିତ ପରୀକ୍ଷାରେ ତ୍ରୁଟି

ଭୁବନେଶ୍ବର : ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (OSSC) ଏବଂ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ସାମ୍ନାକୁ ଆସିଛି । ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ ତ୍ରୁଟି ସ୍ବୀକାର କରିବା ସହ ନୋଟିସ୍ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି ଓପିଏସସି … Read More

ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ, ଶଳା ଆକ୍ରମଣରେ ଜ୍ୱାଇଁ ମୃତ

ଖୋର୍ଦ୍ଧା : ଜଟଣୀ ଇନ୍ଫୋଭେଲି ଥାନା ଗ୍ରାମଣ୍ଡିହ ଗ୍ରାମରେ ଅଘଟଣ । ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ । ବିଳମ୍ବିତ  ମଧ୍ୟରାତ୍ରି ସମୟରେ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ଶାଶୁକୁ ଆକ୍ରମଣ ପରେ ଶଳାର ପ୍ରତି ଆକ୍ରମଣରେ ଜ୍ୱାଇଁ ଦିବାକର ବସ୍ତିଆଙ୍କ … Read More

ପୋଖରୀରେ ବୁଡ଼ି ଚାଲିଗଲା ୩ନାବାଳକଙ୍କ ଜୀବନ

ନୟାଗଡ଼: ରବିବାର ଘଟିଛି ଅଭାବନୀୟ ଘଟଣା । ଗୋଡ଼ିବିଡ଼ା ଗ୍ରାମରେ ପୋଖରୀରେ ବୁଡ଼ି ତିନି ଜଣ ନାବାଳକଙ୍କର ମୃତ୍ୟୁ ହୋଇଛି । ପୋଖରୀରେ ଗାଧୋଉଥିବାବେଳେ ତିନି ନାବାଳକ ବୁଡି ଯାଇଥିଲେ । ଖବରମୁତାବକ, ନୟାଗଡ଼ ଦଶପଲ୍ଲା ଗୋଡ଼ିବାଡ଼ି ଗାଁରେ ଏହି ଅଘଟଣ … Read More