ବିଧାନସଭା ପରିସରରେ ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର: ବିଧାନସଭା ପରିସରରେ ଆଜି ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଯୋଗଦେଇ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, କଂଗ୍ରେସ ବିଧାୟକ … Read More

କାଲି ସୁଦ୍ଧା ଭୁବନେଶ୍ବର ଛାଡ଼ିବେ ପାକିସ୍ତାନୀ ମହିଳା : ଡିସିପି ଭୁବନେଶ୍ୱର

ଭୁବନେଶ୍ବର : ସମସ୍ତ ପାକିସ୍ତାନୀଙ୍କୁ ରାଜ୍ୟରୁ କାଢିବା ପାଇଁ ଭାରତ ସରକାରଙ୍କ ନିର୍ଦ୍ଦେଶ ରହିଛି । ଆମ ରାଜ୍ୟ ସରକାର ଚିହ୍ନଟ କରିବା ପାଇଁ ଜିଲ୍ଲା ଅଫିସକୁ ନିର୍ଦ୍ଦେଶ ଦେଇଛନ୍ତି । କମିଶନରେଟ ପୋଲିସ ଜଣେ ପାକିସ୍ଥାନୀ ଭୁବନେଶ୍ଵରରେ ରହିଥିବା ଚିହ୍ନଟ କରିଛନ୍ତି … Read More

ଦ୍ଵିତୀୟ ବିବାହ ପାଇଁ ବାପା ପୁଅକୁ ହତ୍ୟା କରିବା ଘଟଣା, ବାପା ସମେତ ୫ ଗିରଫ

ଯାଜପୁର : ଦ୍ଵିତୀୟ ବିବାହ ପାଇଁ ଜନ୍ମ କଲା ବାପା ପୁଅକୁ ହତ୍ୟା କରିବା ଘଟଣା, ବାପା ସମେତ ୫ଜଣ ଗିରଫ ।  ବାପା ସମେତ ପରିବାରର ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଯାଜପୁର ଜିଲ୍ଲା ଜେନାପୁର ପୋଲିସ। ୨ଦିନ … Read More

ପୁଷ୍ପାଳକ ସେବକଙ୍କୁ ବାସନ୍ଦ ପାଇଁ ଚେତାବନୀ; ଦୀଘା ଜଗନ୍ନାଥ ମନ୍ଦିର ପୂଜାରେ ଯୋଗଦେବାକୁ ମନା

ପୁରୀ: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ପୁଷ୍ପାଳକ ନିଯୋଗ ପକ୍ଷରୁ ସମସ୍ତ ପୁଷ୍ପାଳକ ସେବକଙ୍କୁ କଡା … Read More

ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି, ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଅସମ୍ଭାଳ ତାତି ସହ ଗୁଳୁଗୁଳି ଜାରି ରହିଥିବା ବେଳେ ତାତିରେ ଲାଗିବ ବ୍ରେକ। ଆଜିଠୁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେଳେ ଅସହ୍ୟ ଗରମରୁ ମିଳିବ ଆଶ୍ବସ୍ତି। ପୂର୍ବ ବିହାର ଓ ସଂଲଗ୍ନ ଉପ ହିମାଳୟ ପଶ୍ଚିମବଙ୍ଗ ଉପରେ … Read More

ଜୁଆଲ୍ ଓରାମଙ୍କ ନୂଆ ବ୍ୟକ୍ତିଗତ ସଚିବ ହେଲେ ଅମିତ କୁମାର

ଭୁବନେଶ୍ୱର: ଝାଡ଼ଖଣ୍ଡ-କ୍ୟାଡର ଆଇଏଏସ୍ ଅଧିକାରୀ ଅମିତ କୁମାରଙ୍କୁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଆଲ୍ ଓରାମଙ୍କ ବ୍ୟକ୍ତିଗତ ସଚିବ (ପିଏସ୍) ଭାବରେ ନିଯୁକ୍ତ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗ ଦ୍ୱାରା ଏପ୍ରିଲ ୨୫ ତାରିଖରେ ଜାରି ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି … Read More

ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି

ପୁରୀ: ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ। ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି। ୨୯ରୁ ଜୁନ୍ ୨୭ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର କାମ। ରତ୍ନଭଣ୍ଡାର ମରାମତି ବୈଠକ ପରେ ମୁଖ୍ୟ ପ୍ରଶାସକ ଦେଲେ ସୂଚନା। … Read More

ନିର୍ମାଣାଧୀନ ଘରୁ ମିଳିଲା ୪ ବର୍ଷ ଶିଶୁକନ୍ୟାର ମୃତଦେହ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ଗଞ୍ଜାମ: ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଘଟିଛି ଲଜ୍ଜାଜନକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ କରି ଛାନ୍‌ଭିନ୍‌ ଚଳାଇଛି। ଗତ ୧୮ ତାରିଖରୁ ଚାଲିଥିବା ଯାତ୍ରା … Read More

କଟକରେ ତିନି ପାକିସ୍ତାନୀ ନାଗରିକ, କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ

କଟକ : କଟକରେ ତିନି ଜଣ ପାକିସ୍ତାନ ନାଗରିକ ଅଛନ୍ତି । ବିଭିନ୍ନ ଭିସା ବଳରେ ସେମାନେ ଭାରତ ଆସିଛନ୍ତି । କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ। ଚିହ୍ନଟ କରି ଗୃହ ବିଭାଗକୁ ତଥ୍ୟ ଦେବ ପୋଲିସ । … Read More

ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ନିୟୋଜିତ ହେଲେ ସ୍ଵତନ୍ତ୍ର ବାହିନୀ, ୨୮ ପୂର୍ବରୁ ଦାୟିତ୍ୱ ନେବାକୁ ନିର୍ଦ୍ଦେଶ

ପୁରୀ: ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ … Read More