ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍, ପତ୍ନୀ ଓ ପୁଅଙ୍କୁ କରୁଛନ୍ତି ପଚରାଉଚରା
ବାଲେଶ୍ଵର: ବାଲେଶ୍ଵରରେ ପହଞ୍ଚିଛି ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଟିମ । ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍ । ଇଶାଣୀ ଗ୍ରାମର ପ୍ରଶାନ୍ତ କୁମାର ଶତପଥୀ ଜାମ୍ମୁ-କାଶ୍ମୀରର ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ପ୍ରଶାନ୍ତଙ୍କ ପତ୍ନୀ ଓ ପୁଅଙ୍କୁ … Read More
