ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କରାଗଲା ବଡ଼ ମହାସ୍ନାନ

ପୁରୀ : ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କରାଗଲା ବଡ଼ ମହାସ୍ନାନ ।  ଜୟବିଜୟ ଦ୍ୱାର ନିକଟରେ କେହି ବାନ୍ତି କରି ଦେବାରୁ ବଡ ମହାସ୍ନାନ ନୀତି ପାଇଁ  ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର … Read More

ଓଡ଼ିଶାରେ ୧୨ ପାକିସ୍ତାନୀ ନାଗରିକ; ତୁରନ୍ତ ପାକିସ୍ତାନ ପଠାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଏବେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି । ଏହାରି ଭିତରେ ଭାରତ ସରକାର ଭାରତରେ ରହୁଥିବା ପାକିସ୍ତାନ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି । କାରଣ ଭାରତ … Read More

ରାଜଧାନୀର ଦୁଇ ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ରାଜଧାନୀର ଦୁଇଟି ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ କରାଯାଇଛି ।  ଭୁବନେଶ୍ୱର ବାଣୀ ବିହାର ଷ୍ଟେସନ ନିକଟରୁ ଜଣେ ଯୁବକଙ୍କ ଓ ଲିଙ୍ଗରାଜ ଷ୍ଟେସନ ରୁ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି … Read More

ଭିଜିଲାନ୍ସ ଜାଲରେ ଠିକାଦାର, ବିନା କାମରେ ୫୭ ଲକ୍ଷ ଟଙ୍କା ହଡ଼ପ କରି ହେଲେ ଗିରଫ

ଭୁବନେଶ୍ୱର: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଳରେ ବିନା କାମରେ ସେ ୫୭ ଲକ୍ଷ ଟଙ୍କା ହଡ଼ପ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ … Read More

ଲକ୍ଷ ଲକ୍ଷ କଇଁଛ ଶାବକ ସମୁଦ୍ର ମୁହାଁ

ସମୁଦ୍ର ମୁହାଁ କଇଁଛ ଛୁଆ ।  ଦୀର୍ଘ ୫୦ ଦିନ ପରେ ପୁଣି ଚଳଚଂଚଳ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା ।  ଲକ୍ଷ ଲକ୍ଷ କଇଁଛମାନେ ଗହୀରମଥାର ଅଗରନାସୀ-୨ରେ ସମୁହ ଅଣ୍ଡାଦାନ ପକ୍ରିୟା ଶେଷ କରିଥିଲେ ।  ଗତ ଦୁଇଦିନ ଭିତରେ ୮୨ … Read More

ନବ ଦାସ ହତ୍ୟା ମାମଲା: ଗୋପାଳର ବଡ଼ଭାଇ ସହ ପୁତୁରାକୁ କ୍ରାଇମବ୍ରାଞ୍ଚର ପଚରାଉଚରା

ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲାରେ ପୁଣି ଥରେ ଛାନଭିନ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ଗୋପାଳ ଦାସ ପରିବାରକୁ କ୍ରାଇମବ୍ରାଞ୍ଚର ପଚରାଉଚରା। ଗୋପାଳର ବଡ଼ ଭାଇ ସହ ପୁତୁରାକୁ ଗତକାଲି ଟାଉନ ଥାନାରେ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ। ଗୋପାଳଙ୍କ ପରିବାର … Read More

ଡେଲାଙ୍ଗରେ ନକଲି ଟଙ୍କା କାରବାର, ୩ ଅଟକ

ପୁରୀ : ୫୦ ହଜାର ଟଙ୍କା ଦିଅ ୩ ଲକ୍ଷ ଟଙ୍କା ନିଅ ।  ଗାଁରେ ପଶି ଟଙ୍କା କାରବାର ବେଳେ ଘେରିଲେ ଗାଁ ଲୋକ ।  ନକଲି ଟଙ୍କା କାରବାର ସନ୍ଦେହରେ ୩ଜଣଙ୍କୁ ଅଟକ ରଖି ପୋଲିସ ଜିମା ଦେଲେ ଗ୍ରାମବାସୀ … Read More

ରାଉରକେଲାରେ ପୋଲିସ ଏନକାଉଣ୍ଟର

ରାଉରକେଲା: ରାଉରକେଲାରେ ଏନକାଉଣ୍ଟର। ଗୁରୁବାର ରାତି ୧୦ଟାରେ ଲୁଟ୍‌ କରିବାକୁ ଆସି ହୋଟେଲ ମାଲିକଙ୍କୁ ଗୁଳି ମାଡ଼ କଲେ ୮ ଦୁର୍ବୃତ୍ତ। ହୋଟେଲ ମାଲିକ ଗଙ୍ଗେ ଓରାମଙ୍କ ଡ଼ାହାଣ ଗୋଡ଼ ଆଣ୍ଠୁ ତଳକୁ ବାଜିଛି ଗୁଳି। ଘଟଣା ଘଟିବାର ୪ ଘଣ୍ଟା … Read More

ଆଉ ଦୁଇଦିନ ତାତି, ରବିବାର କାଳବୈଶାଖୀର ସମ୍ଭାବନା

ଭୁବନେଶ୍ୱର,୨୪ା୪: ଗୁରୁବାର ଓଡ଼ିଶାର କିଛି ଅଞ୍ଚଳ ପାଇଁ ଗ୍ରୀଷ୍ମ ଲହରୀ ଚେତାବନୀ ଜାରି କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଲର୍ଟ ଜାରି କରିଛି। ଆଇଏମଡି ପୂର୍ବାନୁମାନ … Read More

ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ

ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ଏକ … Read More