ବିଭିନ୍ନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

ଭୁବନେଶ୍ୱର: ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧିନସ୍ଥ ଓଡ଼ିଶା ଜଳ ବିଦ୍ୟୁତ ନିଗମ (ଓଏଚପିସି) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ … Read More

ଅଙ୍ଗନୱାଡି ସୁପର୍‌ଭାଇଜର୍‌ଙ୍କ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସ୍ନାତକ: କ୍ୟାବିନେଟ୍ ନିଷ୍ପତ୍ତି

ଭୁବନେଶ୍ବର: କ୍ୟାବିନେଟ୍‌ରେ ବୁଧବାର ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ହୋଇଛି । ମହିଳା ଏବଂ ଶିଶୁ କଲ୍ୟାଣ ସେବାକୁ ଆଗକୁ ବଢାଇବା ପାଇଁ ଓଡ଼ିଶା ଶିଶୁ ଏବଂ ମହିଳା କଲ୍ୟାଣ ସେବା ନିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରାଯାଇଛି, ଯାହା ଦ୍ୱାରା … Read More

ଜଳୁଛି ସାରା ଓଡିଶା,ଆହୁରି ୩ ଦିନ କଲବଲ କରିବ ତାତି

ଭୁବନେଶ୍ବର: ସାରା ଓଡ଼ିଶା ଜଳୁଛି। ତାତିର ତାଉରେ ଓଡ଼ିଶାବାସୀ ସିଜୁଛନ୍ତି। ରାଜ୍ୟରେ ଅସମ୍ଭାଳ ତାତିକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆହୁରି ୩ ଦିନ ଅସହ୍ୟ ଗରମ ଓ ଗୁଳୁଗୁଳି କଲବଲ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ … Read More

ପ୍ରତିଷ୍ଠା ହେବ ୫ ସ୍ଵତନ୍ତ୍ର ଫାଷ୍ଟଟ୍ରାକ ମହିଳା କୋର୍ଟ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ୫ଟି ସ୍ଵତନ୍ତ୍ର ଫାଷ୍ଟଟ୍ରାକ ମହିଳା କୋର୍ଟ ପ୍ରତିଷ୍ଠା ହେବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ହାଇକୋର୍ଟଙ୍କ ସହ ଆଲୋଚନା ଆରମ୍ଭ ହୋଇଛି। କୋର୍ଟ ପ୍ରତିଷ୍ଠା ଦିଗରେ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ମହିଳା କୋର୍ଟ ପ୍ରତିଷ୍ଠା ହେଲେ … Read More

୧୩ ବର୍ଷୀୟ ନାବାଳକ ପେଟରୁ ବାହାରିଲା ସାଇକେଲ ହାଣ୍ଡେଲର ପ୍ଲାଷ୍ଟିକ ମୁଠା

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଉତ୍କଳ ହସ୍ପିଟାଲରେ ଏକ ଜଟିଳ ଅସ୍ତ୍ରୋପଚାର ଜରିଆରେ ୧୩ ବର୍ଷୀୟ ନାବାଳକ ପେଟରୁ ବାହାରିଛି ସାଇକେଲ ହାଣ୍ଡେଲର ପ୍ଲାଷ୍ଟିକ ମୁଠା। ଅନୁଗୁଳ ଜିଲା ତାଳଚେର ଅଞ୍ଚଳର ଏହି ନାବାଳକ ଦୁର୍ଘଟଣାର ଶିକାର ହେବା ଫଳରେ ସାଇକେଲ ହାଣ୍ଡେଲ … Read More

ପ୍ରଥମ ପର୍ଯ୍ୟାୟରେ ୨୦ ନୂଆ ଏନଏସି ଗଠନ ହେବ

ଭୁବନେଶ୍ବର: ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ୨୦ ଏନଏସି ପାଇଁ ଜିଲ୍ଲାରୁ ରିପୋର୍ଟ ଆସିଛି। ରିପୋର୍ଟ ମିଳିବା ପରେ ଏହାର ତର୍ଜମା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ବିଭାଗକୁ ପଠାଯାଇଛି … Read More

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର : ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ ଜିଲାର ଲେଫ୍ରିପଡା, ସମ୍ବଲପୁର ଜିଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ … Read More

ଏପର୍ଯ୍ୟନ୍ତ ଅଂଶୁଘାତର କୌଣସି ମୃତ୍ୟୁ ନିଶ୍ଚିତ ହୋଇନାହିଁ – ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ସାରା ଓଡ଼ିଶାରେ ଜାରି ଗ୍ରୀଷ୍ମ ପ୍ରବାହ ମଧ୍ୟରେ , ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ବୁଧବାର ଦିନ ନିଶ୍ଚିତ କରିଛନ୍ତି ଯେ, ଗତକାଲି ସୁଦ୍ଧା ରାଜ୍ୟର ବିଭିନ୍ନ ହସ୍ପିଟାଲରେ ୬୬ ଜଣ ଅଂଶୁଘାତ ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। … Read More

ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ, ଜାରି ରହିବ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା

ଭୁବନେଶ୍ବର: ସ୍କୁଲ ପିଲାଙ୍କ ପାଇଁ ଅପ୍ରେଲ୍‌ ୨୩ ତାରିଖ ଠାରୁ ଖରା ଛୁଟି ଘୋଷଣା ହୋଇଛି। ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ … Read More

ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ମିଳିବ ଚାକିରି: ସୁପ୍ରିମକୋର୍ଟଙ୍କୁ ଜଣାଇଲେ ଏଜି

ନୂଆଦିଲ୍ଲୀ: ମୃତ ସରକାରୀ କର୍ମଚାରୀଙ୍କ ପରିବାରଙ୍କ ପ୍ରତି ଓଡିଶା ସରକାରଙ୍କ ସମ୍ବେଦନଶୀଳ। ୩ ହଜାରରୁ ଉଦ୍ଧ୍ୱର୍ ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ସରକାରୀ ଚାକିରି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ୍‌ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୋମବାର ସୁପ୍ରିମକୋର୍ଟରେ ଏହା … Read More