ନୂଆ ରାସନ କାର୍ଡ ବଣ୍ଟନ ପାଇଁ ଜୋରଦାର ପ୍ରସ୍ତୁତି: ପରିବାରର ସମସ୍ତ ସଦସ୍ୟଙ୍କର ଇ-କେୱାଇସି ବାଧ୍ୟତାମୂଳକ

କଟକ: ପିଡିଏସ ବ୍ୟବସ୍ଥାକୁ ଆହୁରି ସଶକ୍ତ କରିବା ପାଇଁ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ବଣ୍ଟନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି ସରକାର। କଟକ ଜିଲ୍ଲା ପ୍ରଶାସନ ରବିବାର ଜଣାଇଛି ଯେ, ଆବେଦନକାରୀଙ୍କ ଯାଞ୍ଚ ଓ ସ୍ଥାନୀୟ ଅଞ୍ଚଳରେ ଭେରିଫିକେସନ ପରେ … Read More

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହେଲା ମହାସ୍ନାନ

ପୁରୀ: ଆଜି ପୁରୀରେ ଶ୍ରୀମନ୍ଦିରରେ ଘଟିଛି ଅଘଟଣ ।  ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ମହାସ୍ନାନ କରାଯାଇଛି ।  ମନ୍ଦିର ଭିତରେ ଜଣେ କର୍ମଚାରୀଙ୍କ ପାଦରେ କାଚ ପଶି ଯିବାରୁ ରକ୍ତ ପଡ଼ି ମହାସ୍ନାନ ହୋଇଛି ।  ସୂଚନା ଅନୁସାରେ, ଆଜି ଶ୍ରୀମନ୍ଦିରର ଜଣେ କର୍ମଚାରୀଙ୍କ … Read More

ଆସନ୍ତାକାଲି ସମ୍ବଲପୁରରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର

ସମ୍ବଲପୁର :  ଆସନ୍ତାକାଲି ସମ୍ବଲପୁରରେ ହେବ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର । ଏହା ପୂର୍ବରୁ ସମୀକ୍ଷା ବୈଠକ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ  l ଏହି ଜନ ଅଭିଯୋଗ ଶୁଣାଣି ଶିବିର ସମ୍ବଲପୁର ଦୁର୍ଗାପାଲିଠାରେ … Read More

୨ ନାବାଳକଙ୍କୁ ଖୁଣ୍ଟରେ ବାନ୍ଧି ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ

ବଳଙ୍ଗା: ପୁରୀ ଜିଲା ବଳଙ୍ଗା ଥାନା କୋଟକୋସାଙ୍ଗରେ ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି । ଦୁଇ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧିବା ସହ ସିଗାରେଟ ଚେଙ୍କ ଦେଇଛନ୍ତି ଦୁର୍ବୃତ୍ତମାନେ । ଖାଲି ସେତିକି ନୁହଁ, ଦୁଇ ନାବାଳକଙ୍କୁ ପରିସ୍ରା … Read More

ହୁଣ୍ଡି ସିଫ୍ଟିଂ ପରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ହୁଣ୍ଡି ସିଫ୍ଟିଂ ହେବାର ଦୁଇ ଚାରି ଦିନ ଭିତରେ ହିଁ ଏହି ପ୍ରକ୍ରିୟା ଆରମ୍ଭ ହେବ ପରିଚାଳନା ସମିତିର ଚୁଡାନ୍ତ ରୂପ ଚଳିତ ମାସ ସୁଦ୍ଧା ଶେଷ ହେବ । ହୁଣ୍ଡିର ସିଫ୍ଟିଂ ପାଇଁ ପରିଚାଳନା ସମିତି ଓ ସରକାରଙ୍କ … Read More

ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି କଲେ ପୁଅ ବିଶାଳ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବିକୁ ପାଖାପାଖି ମାସେ ହୋଇଥିବାବେଳେ, ଏବେ ସୁଦ୍ଧା କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ । ଯାହାକୁ ନେଇ ପୁଣି ଥରେ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି ନବ ଦାସଙ୍କ … Read More

ରତ୍ନଭଣ୍ଡାର ମରାମତି ହୋଇ ନ ଥିଲେ ଭୁଶୁଡ଼ି ପଡ଼ି ଥାଆନ୍ତା : ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : ସ୍ନାନ ଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସାରିବା ପାଇଁ ଚେଷ୍ଟା କରାଯାଉଛି । ମରାମତି ଚୂଡ଼ାନ୍ତ ସ୍ଥିତିକୁ ଆସିଲାଣି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମହାପ୍ରଭୁଙ୍କ ନୀତିକାନ୍ତି ବ୍ୟାଘାତ ନ କରି ମରାମତି କାମ … Read More

ନିଖୋଜ ନାବାଳକକୁ ଖୋଜିବାକୁ ଫାଣ୍ଡି ଘେରାଉ ସହ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ପିପିଲି: ଡେଲାଙ୍ଗ ରତନପୁର ଗାଁର ୧୧ ବର୍ଷିୟ ଆଶୀର୍ବାଦ ସାହୁ ନିଖୋଜ ହେବା ଘଟଣାକୁ ୬ ଦିନ ବିତି ଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପୋଲିସର ହାତ ଖାଲି ରହିଛି । ଏବେ ଯାଏଁ ପତ୍ତା ଲାଗାଇପାରୁନି ପୋଲିସ । ସ୍ଥାନୀୟ … Read More

ରାଜଧାନୀରେ ଯୁବକଙ୍କୁ ଗୁଳି ଘଟଣାରେ ଟ୍ଵିଷ୍ଟ, ନିଜକୁ ନିଜେ ଗୁଳି ମାରିଥିଲା ଦୀପ୍ତି

ଭୁବନେଶ୍ୱର: ପ୍ରେମରେ ବିଫଳ ଯୁବକ ରଚିଲେ ହାଇଡ୍ରାମା । ପୋଲିସ୍ ଓ ପରିବାର ଲୋକେ ବି ଚକ୍କର ଖାଇଗଲେ । ସିନେମାର କାହାଣୀ ପରି ଥିଲା ଘଟଣା । ହେଲେ ପୋଲିସ କରି ଦେଲା ପର୍ଦ୍ଦାଫାସ୍ । ଘଟଣା ଶୁଣିଲେ ମୁଣ୍ଡ ଘୂରାଇ … Read More

ଅଲଗା ହେବେ ନାଗ ଦମ୍ପତି

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ନାଗ ଦମ୍ପତି । ଅଲଗା ହେବା ନେଇ ଏବେ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି ନାଗ ଦମ୍ପତି । ପତ୍ନୀ ଅର୍ଚ୍ଚନା ନାଗଙ୍କୁ ଛାଡପତ୍ର ଦେବା ପାଇଁ କୋର୍ଟରେ ଆବେଦନ କରିଛନ୍ତି ସ୍ବାମୀ ଜଗବନ୍ଧୁ ଚାନ୍ଦ … Read More