ଘରେ ପଶିଲା ବନ୍ୟା ପାଣି, ନିଷ୍କାସନ ଦାବିରେ ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ
ବାସୁଦେପୁର : ଚାଷ ଗଲା, ବାସ ବି ଗଲା। ୪ ଥର ବନ୍ୟା ପାଣି ଆସି ସବୁ ବୁଡାଇ ଦେଲା। ବାସହରା କଲାଣି ବହୁ ପରିବାରକୁ। ପାଣି ନିଷ୍କାସନ ପଥକୁ ଅବରୋଧ ପାଇଁ ଏଭଳି ଅବସ୍ଥା ସୃଷ୍ଟି ହୋଇଛି। ପାଣି ନିଷ୍କାସନ … Read More
ବାସୁଦେପୁର : ଚାଷ ଗଲା, ବାସ ବି ଗଲା। ୪ ଥର ବନ୍ୟା ପାଣି ଆସି ସବୁ ବୁଡାଇ ଦେଲା। ବାସହରା କଲାଣି ବହୁ ପରିବାରକୁ। ପାଣି ନିଷ୍କାସନ ପଥକୁ ଅବରୋଧ ପାଇଁ ଏଭଳି ଅବସ୍ଥା ସୃଷ୍ଟି ହୋଇଛି। ପାଣି ନିଷ୍କାସନ … Read More
ମାଲକାନଗିରି: ଝରାପାଲ୍ଲି ରାଜସ୍ୱ ନିରୀକ୍ଷକ ସୁରଜ ବାଲାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି । ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ଗିରଫ କରାଯାଇଛି । ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା ୮ ହଜାର ଟଙ୍କା … Read More
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ୧୦ଟି ଜିଲ୍ଲାକୁ ଏକ ସତର୍କ ସୂଚନା ଜାରି କରିଛି।ଘଡ଼ଘଡ଼ି ଏବଂ ବଜ୍ରପାତ ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ସତର୍କତା ଜାରି କରାଯାଇଛି। ମଙ୍ଗଳବାର ସକାଳେ ଜାରି ହୋଇଥିବା ସତର୍କତା ଅନୁଯାୟୀ, … Read More
ଭୁବନେଶ୍ୱର : ଲୁଟ୍ କରୁଥିଲେ, ଗଳି ପଡ଼ିଲେ । ମହିଳାଙ୍କ ବେକରୁ ଚେନ୍ ଲୁଟ୍ ଉଦ୍ୟମ ପଣ୍ଡ । ବାଇକରୁ ଖସି ପଡ଼ିଲା ଲୁଟେରା । ଭୁବନେଶ୍ବର ଏମ୍ସ ହସ୍ପିଟାଲ ସମ୍ମୁଖରେ ଘଟଣା ଘଟିଛି । ରୋଗୀଙ୍କୁ ଏମ୍ସ ହସ୍ପିଟାଲ ନେଇ ଆସିଥିବା … Read More
ଯାଜପୁର : ବନ୍ୟା ପରିସ୍ଥିତିର ସମୀକ୍ଷା ପାଇଁ ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦଶରଥପୁରର ପତିରି ଘାଟରୁ ବୋଟ୍ ଯୋଗେ ବନ୍ୟାଞ୍ଚଳ ବୁଲିବା ସହ ବିପନ୍ନଙ୍କ ସହ କଥା ହୋଇ ସ୍ଥିତି ବୁଝିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ … Read More
ଭୁବନେଶ୍ୱର : ଲୌହ ଖଣିରେ ଅଘଟଣ। ଶ୍ରମିକଙ୍କ ଉପରେ ମାଡ଼ି ବସିଲା ଲୁହାପଥର। ଘଟଣାସ୍ଥଳରେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ। ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ଉପଖଣ୍ଡ ଏକ ଲୌହଖଣିରେ ଏ ଅଘଟଣ ଘଟିଛି। ମୃତ ଶ୍ରମିକ ଜଣକ ତରୁଣ ଭୁମିଜ ବୋଲି ଜଣାପଡ଼ିଛି । … Read More
ଭୁବନେଶ୍ବର : କ୍ୟାପିଟାଲ ହସ୍ପିଟାଲରେ ଲାଞ୍ଚ କାରବାର। ୩୦ ହଜାର ଟଙ୍କା ନେବାବେଳେ ଡାକ୍ତରଙ୍କୁ ଧରିଲା ଭିଜିଲାନ୍ସ । ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଲାଞ୍ଚ କାରବାର ଅଭିଯୋଗ। ଏକ ଏନଜିଓ କର୍ମକର୍ତ୍ତାଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କ୍ୟାପିଟାଲ ହସ୍ପିଟାଲର … Read More
ଭୁବନେଶ୍ବର: ବରମୁଣ୍ଡାରେ ଏକ ଗ୍ୟାରେଜରେ ଭୟାବହ ଅଗ୍ନିକାଣ୍ଡ । EVରେ ସର୍ଟସର୍କିଟରୁ ଲାଗିଲା ନିଆଁ । ଅଗ୍ନିକାଣ୍ଡରେ ଜଳିଗଲା CNG କାର, ୫ EV ଓ ୨ ପେଟ୍ରୋଲ୍ ଗାଡ଼ି ଜଳିଗଲା । ଭୁବନେଶ୍ୱର ବରମୁଣ୍ଡା କଲୋନୀ ନାକାଗେଟ୍ ଆନନ୍ଦ ବିହାରରେ ଥିବା … Read More
ଭୁୁବନେଶ୍ୱର : ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା। ୨୮ ତାରିଖ ସୁଦ୍ଧା ଯେଉଁ ମାନେ ଆବେଦନ କରିଥିବେ ସମସ୍ତଙ୍କୁ ମିଳିବ ସୁଭଦ୍ରା ଟଙ୍କା ଏନେଇ ସୋମବାର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଘୋଷଣା କରିଛନ୍ତି। କୋଟିଏରୁ ଅଧିକ ମହିଳାଙ୍କୁ ମିଳିବ … Read More
ଭୁବନେଶ୍ବର: କଟକ-ଭୁବନେଶ୍ୱରରେ ବନ୍ଦ ହେଲା ଓଲା, ଉବେର ଆଉ rapido । ୭ ଦଫା ଦାବି ନେଇ ଅନଲାଇନ୍ ଆପ୍ ଡ୍ରାଇଭରଙ୍କ ‘ଜିରୋ ସପ୍ଲାଇ’ ଆନ୍ଦୋଳନ । ଅନଲାଇନ୍ ଡ୍ରାଇଭର୍ ମଞ୍ଚ, ଓଡ଼ିଶା ଏବଂ ସମସ୍ତ ଅନଲାଇନ୍ ଓ ଅଫଲାଇନ୍ ଡ୍ରାଇଭର ସଂଗଠନର … Read More