ଅକ୍ଷୟ ତୃତୀୟା ସୁଦ୍ଧା ସରିବ ପୁରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ମରାମତି କାମ : ଜଷ୍ଟିସ ବିଶ୍ୱନାଥ ରଥ
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି ସକାଳେ ଜଷ୍ଟିସ ବିଶ୍ୱନାଥ ରଥ ମହାପ୍ରଭୁଙ୍କ ଦର୍ଶନ କରି ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ … Read More
