ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ/ଭୁବନେଶ୍ବର: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଏମ୍ଓୟୁ ହୋଇଛି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବଡ଼ ସୂଚନା ପ୍ରଦାନ କରିଛନ୍ତି । ଓଡ଼ିଶା ଆଗାମୀ ଦିନରେ ଆଇଟି … Read More

ମାଞ୍ଜା ସୂତା ଲାଗି ଜଣେ ଆହତ, ବ୍ୟବହାର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ : କମିଶନରେଟ ପୋଲିସ

କଟକ : ମାଞ୍ଜା ସୂତା ଲାଗି ଜଣେ ଆହତ।  କଟକ ରାଜେନ୍ଦ୍ରନଗର ଅଞ୍ଚଳରେ ଜଣେ ଆହତ ହୋଇଛନ୍ତି । ତାଙ୍କ ବେକ ଓ ହାତରେ ଗୁଡି ସୂତା ଲାଗିଛି। ଗତ ୯ ତାରିଖରୁ ଆଜି ପର୍ଯ୍ୟନ୍ତ ଗୁଡି ସୂତା ଲାଗି ୫ଜଣ ଆହତ … Read More

ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜସ୍ଥାନର ଜୟପୁରରେ ହେଉଥିବା ଜାତୀୟ ତୀରନ୍ଦାଜର ଖେଳରେ ପାୟଲ ନାଗ ପାଇଛନ୍ତି ଗୋଲ୍ଡ ମେଡାଲ । ପାୟଲ ଜଣେ ଗରିବ ଶ୍ରେଣୀର ହୋଇଥିବା ବେଳେ, ନିଜ ପରିବାର ନିଜ ପେଟ ପାଟଣା ପାଇଁ ସେ ଦାଦନ ଖଟିବାକୁ ଯାଉଥିଲେ ।  … Read More

ଲୋକସେବା ଭବନରୁ ଠକକୁ ଗିରଫ କଲା ପୁଲିସ୍‌

ଭୁବନେଶ୍ବର: ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ । ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ । ଚାକିରି କରାଦେବାକୁ କହି  ଲକ୍ଷାଧିକ ଟଙ୍କା ଠକୁଥିଲେ । ହେଲେ ସବୁଠୁ … Read More

ସଂଗ୍ରାମୀଙ୍କୁ ୨୦ ହଜାର ପେନସନ୍, ସଂଗ୍ରାମୀଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର

ଭୁବନେଶ୍ୱର : ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ହଜାର ଟଙ୍କାର ପେନସନ । ସଂଗ୍ରାମୀମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର  । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୫ … Read More

ଉତ୍କଳ ସଂଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଛାତ୍ରୀଙ୍କ ଘର କେନ୍ଦ୍ରାପଡ଼ାରେ ହୋଇଥିବା ବେଳେ ସେ ସଙ୍ଗୀତ ମହାବିଦ୍ୟାଳୟରେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ । … Read More

ଆସନ୍ତାକାଲିଠାରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର: ଜାନୁଆରୀ ୧୪ ତାରିଖଠାରୁ ବନ୍ଦ ରହିବ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ଗଣନା ପାଇଁ ଆସନ୍ତାକାଲିଠାରୁ ୨୨ ତାରିଖ ଅର୍ଥାତ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକ ମାନେ ଭିତରକନିକା ବୁଲି … Read More

ହଂସିତା-ଅନୀଲ ମାମଲା: କେସ୍ ଡାଏରି ଦାଖଲ ହୋଇପାରିଲାନି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ସମ୍ପର୍କୀୟ ଝିଅ-ଜୋଇଁଙ୍କର ପରିଚୟ ଦେଇ ଠକୁଥିବା ଅନୀଲ ମହାନ୍ତି ଓ ହଂସିତା ଅଭିଲିପ୍ସାଙ୍କ ମାମଲାରେ ନୂଆ ମୋଡ଼ ଆସିଛି। ମାମଲାରେ କେସ୍ ଡାଏରି ଦାଖଲ ହୋଇପାରି ନାହିଁ । କେସ୍ ଡାଏରିରେ ବିଳମ୍ବ ପାଇଁ ଜାମିନ … Read More

ପାରାଦ୍ବୀପରେ ପ୍ରତିଷ୍ଠା ହେବ ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର

ଭୁବନେଶ୍ବର: ପାରାଦ୍ବୀପ ବନ୍ଦର ନିକଟରେ ପ୍ରତିଷ୍ଠା ହେବ ଜାହାଜ ଭଙ୍ଗା କେନ୍ଦ୍ର। ଜାହାଜ ପୁନଃପ୍ରକ୍ରିୟାକରଣ କେନ୍ଦ୍ର ୪ ହଜାର କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ଓଡ଼ିଶାର ସାମୁଦ୍ରିକ ଓ ଶିଳ୍ପ ପରିଦୃଶ୍ୟରେ ପରିବର୍ତ୍ତନ ଆସିବ। ବ୍ୟାପକ ନିଯୁକ୍ତି ସୁଯୋଗ ମଧ୍ୟ … Read More

ପ୍ରେସର ବୋମା ବିସ୍ଫୋରଣ: ୨ ଯବାନ ଓ ଜଣେ ଶିଶୁକନ୍ୟା ଆହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲା ଅନ୍ତର୍ଗତ ଚିନ୍ତଲନାର ଥାନା ଅଞ୍ଚଳର ତିମାପୁର ଗାଁରେ ନକ୍ସଲଙ୍କ ଦ୍ବାରା ଖଞ୍ଜା ଯାଇଥିବା ପ୍ରେସର ବୋମାର ଶିକାର ଜଣେ ୧୦ ବର୍ଷର ଶିଶୁକନ୍ୟା ହୋଇଛନ୍ତି। ତିମାପୁର ଗ୍ରାମର ସୋଡି ମଲେ(୧୦) ଜଙ୍ଗଲ … Read More