ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ

ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ  ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତାକାଲି … Read More

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ … Read More

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ତେବେ ମୃତଦେହକୁ … Read More

ପରମିତା ଶତପଥୀ ତ୍ରିପାଠୀ ଓଡ଼ିଶାରେ ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର,୧୬।୪: ୧୯୮୯ ବ୍ୟାଚ୍ ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପାରମିତା ଶତପଥୀ ତ୍ରିପାଠୀ ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜଣେ ପ୍ରସିଦ୍ଧ ଲେଖିକା ଏବଂ ଔପନ୍ୟାସିକ ପରମିତା ପୂର୍ବରୁ ଓଡ଼ିଶାରେ … Read More

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬ ଗ୍ରାମ ଓଜନର ସୁନା ଅଳଙ୍କାର, ୧.୦୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ବ୍ୟାଙ୍କ ଜମା ଏବଂ ତାଙ୍କ … Read More

ମହାଦେବ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲା: ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଇଡିର ଚଢାଉ

ଭୁବନେଶ୍ୱର,୧୬।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ମହାଦେବ ଅନଲାଇନ୍ ବେଟିଂ ଆପ୍ ମନି ଲଣ୍ଡରିଂ ମାମଲାର ତଦନ୍ତକୁ ତୀବ୍ର କରିଛି ଏବଂ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ଚଢାଉ କରାଯାଇଛି। ସମ୍ବଲପୁର, ଦିଲ୍ଲୀ, ମୁମ୍ବାଇ, ଚଣ୍ଡିଗଡ଼, ଅହମ୍ମଦାବାଦ, ଜୟପୁର, ଚେନ୍ନାଇ ଏବଂ ଇନ୍ଦୋର ଭଳି … Read More

ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର

କେନ୍ଦୁଝର :  ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର ହେମ୍ବ୍ରମଙ୍କୁ ଦୀର୍ଘ ୨୫ ବର୍ଷ ପରେ କେନ୍ଦୁଝର ଜେଲରୁ ମୁକ୍ତି ପାଇଛନ୍ତି। ସୂଚନା ଅନୁସାରେ, ଜେଲ … Read More

ପରମାଣୁ ଅସ୍ତ୍ର ନୁହେଁ, ପାଣି ଆଣିଛି ଇରାନ ପାଇଁ ସଙ୍କଟ

ତେହେରାନ: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇ ପ୍ରାୟତଃ ପରମାଣୁ ଅସ୍ତ୍ର ସାହାଯ୍ୟରେ ବିଶ୍ୱକୁ ଭୟଭୀତ କରିବାକୁ ଧମକ ଦେଇଥାନ୍ତି। ତେବେ ସେ ଏବେ ଏକ ନୂତନ ଭୟର ସମ୍ମୁଖୀନ ହୋଇଛନ୍ତି। ତାଙ୍କର ଭୟ ଏବେ ବୋମା କିମ୍ବା କ୍ଷେପଣାସ୍ତ୍ର ନୁହେଁ, … Read More

୫୦୦ ଗାଁରେ ନାହିଁ ଇଣ୍ଟରନେଟ୍‌ ସେବା

କୋରାପୁଟ: ମୋବାଇଲ୍ ନେଟୱର୍କ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆସିଛି। କିନ୍ତୁ କୋରାପୁଟ ଭଳି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାର ୫୦୦ ରାଜସ୍ବ ଗାଁରେ ଏଯାଏ ମୋବାଇଲ ସହ ଇଣ୍ଟରନେଟ୍ ସେବା ଉପଲବ୍ଧ ହୋଇପାରିନି। ଯାହାଫଳରେ ଇ-କେୱାଇସି ଏବଂ ଅନ୍ୟ ସରକାରୀ କାମ ବାଧାପ୍ରାପ୍ତ … Read More

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା ଉଦଘାଟିତ

ବାରିପଦା: ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଛି ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍ ବିଶ୍ବକର୍ମା ଜାତୀୟ କର୍ମଶାଳା। ଏଥିରେ ଅତିଥି ଭାବେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଏମଏସଏମଇ ମନ୍ତ୍ରୀ … Read More