ଛତିଶଗଡ଼ରେ ଏନକାଉଣ୍ଟର: ୩ ନକ୍ସଲ ନିହତ, ବିପୁଳ ପରିମାଣର ବିସ୍ଫୋରକ ଜବତ

ମାଲକାନଗିରି:  ଛତିଶଗଡ଼ରେ ପୁଣି ବଡ଼ ଧରଣର ଏନକାଉଣ୍ଟର ହୋଇଛି । ଏଠାରେ  ୩ ନକ୍ସଲ ନିହତ ହୋଇଛନ୍ତି । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନ-ମାଓବାଦୀ ଗୁଳିବିନିମୟ ହୋଇଛି । ଯବାନଙ୍କ ଗୁଳିରେ ୩ ଜଣ ନକ୍ସଲ ନିହତ ହୋଇଛନ୍ତି। ବିପୁଳ ପରିମାଣର … Read More

ଏଣିକି ବର୍ଷ ସାରା ପାଳନ ହେବ ପଥୋତ୍ସବ

ଭୁବନେଶ୍ବର: ଏଣିକି କେବଳ ଶୀତ ଦିନେ ନୁହେଁ, ବର୍ଷ ସାରା ପାଳନ ହେବ ପଥୋତ୍ସବ । ରାଜଧାନୀ ରାଜରାସ୍ତା, ଗଳି କନ୍ଦିରେ ସବୁଠି ସକାଳୁ ସକାଳୁ ଝୁମିବେ ଲୋକେ । ପଥୋତ୍ସବ ନେଇ ବଡ ଘୋଷଣା କରିଛନ୍ତି ଗୃହ ଏବଂ ନଗର … Read More

ଚାକିରି ନାରେ ଲୋକଙ୍କୁ ଭୁଆଁ ବୁଲାଇ ଲକ୍ଷ ଲକ୍ଷ ଟଙ୍କା ଠକୁଥିଲେ ଏହି ଦମ୍ପତି, ଶେଷରେ କାବୁ କଲା ପୋଲିସ୍

ରାଉରକେଲା : ରାଉରକେଲା କୋର୍ଟରେ ସବ ଇନ୍ସପେକ୍ଟର ଏବଂ କିରାଣୀ ଚାକିରି ସହ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପ୍ରକାର ଚାକିରି କରାଇ ଦେବାକୁ କହି ଭୁଆଁ ବୁଲାଉଥିଲେ । ଲକ୍ଷ ଲକ୍ଷ ଟଙ୍କା ଠକି ନିରୀହ ଲୋକଙ୍କୁ ଚୁନା ମାରୁଥିଲେ । … Read More

ଚାଇନା ଭାଇରସକୁ ନେଇ ବଢିଲା ଟେନସନ୍, ଗୁରୁତ୍ବପୁର୍ଣ୍ଣ ବୈଠକ ଡାକିଲା ସ୍ଵାସ୍ଥ୍ୟ ବିଭାଗ

ନୂଆଦିଲ୍ଲୀ: ଚାଇନା ଭାଇରସକୁ ନେଇ ଚିନ୍ତାରେ ସାରା ଦେଶ । ଚୀନରେ ଦେଖା ଦେଇଥିବା ଏଚଏମପିଭି ଭାଇରସ ଏବେ ଧିରେ ଧିରେ ସାରା ବିଶ୍ଵରେ ବ୍ୟାପିବାରେ ଲାଗିଛି । ଆଉ ଏହାରି ଭିତରେ ଭାରତରେ ପ୍ରବେଶ କରିଛି ଏହି ଭାଇରସ୍ । … Read More

ମହାକୁମ୍ଭ ପାଇଁ ଓଡ଼ିଶାରୁ ଗଡ଼ିବ ୮ଟି ବସ୍ , ଭିଡିଓ କନ୍‌ଫରେନ୍ସିଂରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୁମ୍ଭମେଳା ଉପଲକ୍ଷେ ଓଡ଼ିଶାରୁ ସ୍ବତନ୍ତ୍ର ବସ୍ ଚଳାଚଳର ଶୁଭାରମ୍ଭ ହୋଇଛି । ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ବ୍ରହ୍ମପୁରରୁ ଅଯୋଧ୍ୟା ତଥା ପ୍ରୟାଗରାଜକୁ ବସ୍‌ ଚଳାଚଳ ଆରମ୍ଭ ହେବ । ଆଜିଠୁ … Read More

ଶୀତରେ ଥରୁଛି ଓଡିଶା : ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ବର: ରାଜ୍ୟରେ ଥରାଉଛି ଜାଡ । ରାତି ତାପମାତ୍ରା କମୁଛି । କାଲୁଆ ଶୀତରେ ଥରୁଛି ଓଡିଶା । ଏଥିସହିତ ସକାଳୁ ସକାଳୁ କୁହୁଡିର ପରସ୍ତ ଜନଜୀବନଙ୍କୁ ଅସ୍ତବ୍ୟସ୍ତ କରି ରଖିଛି । ଆହୁରି ଦୁଇଦିନ ଏମିତି ଶୀତ ଥରାଇବା ନେଇ … Read More

ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ

ବାଲେଶ୍ବର : ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ … Read More

ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?

ଠକ ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତିଙ୍କ ଚିତାକଟା ନେଟୱାର୍କର ପଲିଟିକାଲ୍‌ ଲିଙ୍କ ଆସିବ କି? ଚର୍ଚ୍ଚାରେ ଥିବା ଦୁଇ ଦୁଇ ଜଣ ପୂର୍ବତନ ମନ୍ତ୍ରୀ ଓ ଜଣେ ବିଧାୟକଙ୍କ ମୁଖା ଖୋଲିବ କି ଭୁବନେଶ୍ୱର କମିସନରେଟ୍‌ ପୁଲିସ? ଫିଟିବ … Read More

ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ୍ ଲୋକାର୍ପିତ, ୧୮୦୦ ମସିହାରୁ ଦସ୍ତାବିଜ ସଂରକ୍ଷିତ

କଟକ ୧୧।୧: ଉଦଘାଟିତ ହେଲା ରାଜ୍ୟର ପ୍ରଥମ ଜୁଡ଼ିସିଆଲ ଆରକାଇଭ । କଟକ ସ୍ଥିତ ଜୁଡ଼ିସିଆଲ ଏକାଡେମୀ ନିକଟରେ ଏହି ଆରକାଇଭ ନିର୍ମିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ମୁଖ୍ୟ ବିଚାରପତି ଜଷ୍ଟିସ … Read More

ପ୍ରବାସୀ ଭାରତୀୟ ସମ୍ମିଳନୀ ଭାରତ ତଥା ଓଡ଼ିଶାରେ ନିବେଶ ପାଇଁ ପ୍ଲାଟଫର୍ମ ତିଆରି କରିଛି : କେ.ଭି. ସିଂହଦେଓ

ଭୁବନେଶ୍ବର ୧୧।୧: ପୂର୍ବ ବିଜେଡ଼ି ସରକାର ଓଡ଼ିଶାକୁ ନିବେଶ ଆଣିବା ପାଇଁ ଅନ୍ୟ ରାଜ୍ୟ ଓ ବିଦେଶକୁ ଯାଉଥିଲେ । କିନ୍ତୁ ଏବେ ବିଜେପି ସରକାର ସମୟରେ ନିବେଶକ ମାନେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆସୁଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି … Read More