ବାପା ଛେଉଣ୍ଡ ଓଡ଼ିଆ ଝିଅଙ୍କ ସଫଳତା, ଆନ୍ଧ୍ର ଯୁକ୍ତ ୨ ପରୀକ୍ଷାରେ ମଣ୍ଡଳ ସ୍ତରରେ ରଖିଲେ ସର୍ବୋଚ୍ଚ ନମ୍ବର
ପାତ୍ରପୁର : ପାତ୍ରପୁର ବ୍ଳକ ସୀମାନ୍ତ ଜୟନ୍ତୀପୁର ପଞ୍ଚାୟତ ବୁରିବାଡ ଗ୍ରାମର ଜଣେ ବାପ ଛେଉଣ୍ଡ ଝିଅ ପଡ଼ୋଶୀ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲା କାଞ୍ଚିଲି ମଣ୍ଡଳ ସାରିଆପଲ୍ଲୀ ସ୍ଥିତ ଏପି ମଡେଲ ସ୍କୁଲ ନାମକ ମହାବିଦ୍ୟାଳୟ +୨ ପରୀକ୍ଷାରେ ମଣ୍ଡଳ ସ୍ତରରେ … Read More
