ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ପାଇଁ ଉତ୍ସବମୁଖର

ଆଜି ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ରାଜ୍ୟର ସମସ୍ତ ଛୋଟବଡ଼ ସମସ୍ତ ହନୁମାନ ମନ୍ଦିର। ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। … Read More

ଜନପ୍ରତିନିଧିମାନେ ଯଦି ଅସୁରକ୍ଷିତ, ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି: ନବୀନ

ଭୁବନେଶ୍ୱର: ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବ ନେତା ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସରେ ସେ … Read More

ହନୁମାନ ଜୟନ୍ତୀ: ମୁତୟନ ହେବେ ୨୦୦ ପ୍ଲାଟୁନ୍‌ ଫୋର୍ସ, ନଜର ରଖିବ ସିସିଟିଭି

ଭୁବନେଶ୍ବର: ରାତି ପାହିଲେ ରାଜ୍ୟରେ ପାଳନ ହେବ ହନୁମାନ ଜୟନ୍ତୀ। ଏଥି ପାଇଁ ଓଡ଼ିଶା ପୁଲିସ ପ୍ରସ୍ତୁତ ରହିଛି। ଆଇନଶୃଙ୍ଖଳା ଦାୟିତ୍ୱରେ ରହିବ ୨୦୦ ପ୍ଲାଟୁନ ଫୋର୍ସ। ସାରା ଓଡ଼ିଶାରେ ଅପରାଧ ନିୟନ୍ତ୍ରଣ ପାଇଁ ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଜାରି ରହିଛି। … Read More

ବିଜେଡି ଜିଲ୍ଲା ସଭାପତି ନିର୍ବାଚନ; ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ବର: ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ଜିଲ୍ଲା ସଭାପତି । ଏନେଇ ସୂଚନା ଦେଇଛନ୍ତି ବିଜେଡିର ବିଧାୟକ ପ୍ରତାପ କେଶରୀ ଦେବ। ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି। ୧୬ ଜିଲ୍ଲାରୁ ଜଣେ ଲେଖାଏଁ ସଦସ୍ୟ … Read More

ଆକ୍ରମଣ ନେଇ ବିଜେପି ବିଧାୟକଙ୍କୁ ଦୋଷ ଦେଲେ ପ୍ରଣବ, ଜାଣିନି କହିଲେ ହିମାଂଶୁ

ଯାଜପୁର: ଧର୍ମଶାଳରେ ଚାଲିଥିବା ଏକ ଯଜ୍ଞରେ ଯୋଗ ଦେବାକୁ ଯାଉଥିବାବେଳେ ରବିବାର ଦିନ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପଛରେ ବିଜେପି ବିଧାୟକ ହିମାଂଶୁ ସାହୁଙ୍କ ହାତ ଅଛି ‌ବୋଲି ପ୍ରଣବ ବଳବନ୍ତରାୟ … Read More

‘ଅପରାଜିତାଙ୍କ ପାଇଁ ଦଳ ବଡ, ସହର ନୁହେଁ’- ମେୟର ସୁଲୋଚନା

ଭୁବନେଶ୍ବର: ‘ଅପରାଜିତାଙ୍କ ପାଇଁ ଦଳ ବଡ, ସହର ବଡ ନୁହେଁ’ । ଆଜି ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଭୁବନେଶ୍ବରରେ ଆୟୋଜିତ ହୋଇଥିବା ବେଳେ ଏଥିରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅନୁପସ୍ଥିତକୁ ନେଇ କିଛି ଏପରି ବୟାନ ରଖିଛନ୍ତି … Read More

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ୫ ଡଙ୍ଗା

ପୁରୀ: ପରମ୍ପରା ଅନୁଯାୟୀ ଗତକାଲି ଚୈତ୍ର ପୂର୍ଣ୍ଣିମା ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବର୍ଷ ସାରା ବୁଡ଼ି ରହିଥିବା ନନ୍ଦା ଓ ଭଦ୍ରା ଚାପ ଡଙ୍ଗା ସମେତ ଅନ୍ୟ ଡଙ୍ଗାକୁ ଭୋଇ ସେବାୟତ ବାହାର କରିଛନ୍ତି । ପରମ୍ପରା ଅନୁସାରେ ଗତବର୍ଷ ଚାପର ହଳଦୀ … Read More

ରାଜଧାନୀର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବାଚସ୍ପତିଙ୍କ ଆହ୍ୱାନ

ଭୁବନେଶ୍ବର: ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଧୁମଧାମରେ ପାଳିତ ହୋଇଛି । ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢୀ ଯୋଗଦେଇଥିଲେ । ଶ୍ରୀମତୀ ପାଢ଼ୀ ପତାକା ଉତ୍ତୋଳନ କରି ବେସାମାରିକ ସମ୍ମିଳିତ … Read More

ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଅଭିଯୋଗ

ଯାଜପୁର : ଧର୍ମଶାଳାରେ ରାଜନୈତିକ ହିଂସା । ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଅଭିଯୋଗ । ଯାଜପୁର ଜିଲ୍ଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆକ୍ରମଣ ଅଭିଯୋଗ। ଆଜି ନିର୍ବାଚନମଣ୍ଡଳୀର ଆରୁହା ପଞ୍ଚାୟତରେ ଚାଲିଥିବା ହିଙ୍ଗୁଳା … Read More

ରାମ ମନ୍ଦିର ଆଗରୁ ଶିଶୁ ପୁତ୍ର ଚୋରି ଅଭିଯୋଗ; ପୋଲିସର ତନାଘନା

ଭୁବନେଶ୍ବର: ଭୁବନେଶ୍ବର ଜନପଥରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଛି । ଜଣେ ଦୃଷ୍ଟିବାଧିତ ମାଆ କୋଳରୁ ଶିଶୁକୁ ଝାମ୍ପି ନେଲେ ଦୁର୍ବୃତ୍ତ । ରାମ ମନ୍ଦିର ପାଖରୁ ରାତି ୩ଟା ବେଳେ ଦୁର୍ବୃତ୍ତ ମାନେ ଝାମ୍ପି ନେଇଥିବା … Read More