ଫେସବୁକରେ ବନ୍ଧୁତା କରୁଥିଲେ ସାବଧାନ, ନିଜକୁ ପୋଲିସ କହି ୮ଲକ୍ଷ ୭୫ହଜାର ଠକି ନେଲେ ମହିଳା

ଭୁବନେଶ୍ୱର : ଫେସବୁକରେ ବନ୍ଧୁତା କରୁଥିଲେ ସାବଧାନ । ବନ୍ଧୁତ୍ବ ଆଳରେ ଟଙ୍କା ଠକିଥିବା ମହିଳା ଗିରଫ । ନିଜକୁ ପୋଲିସ କହି ୮ଲକ୍ଷ ୭୫ହଜାର ଠକେଇ ଅଭିଯୋଗରେ ସଂଯୁକ୍ତା ଭୂୟାଁଙ୍କୁ ଗିରଫ କଲା ଭୁବନେଶ୍ବର ସାଇବର ଥାନା ପୋଲିସ । … Read More

ଶ୍ରୀମନ୍ଦିର ପତିତପାବନ ବାନା ନେଇ ଉଡିଗଲା ଚିଲ !

ପୁରୀ: ମହାପ୍ରଭୁଙ୍କ ପତିତପାବନ ବାନା ଧରି ଉଡିଗଲା ଚିଲ।  ପୁରୀ ଶ୍ରୀ ମନ୍ଦିରରେ ଏପରି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି । ଏହି ଦୃଶ୍ୟର ଭିଡିଓ ଏବେ ସୋସିଆଲମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି । ଭିଡିଓରେ ପତିତପାବନ ବନା … Read More

ପ୍ରସିଦ୍ଧ ଚଡକ ଯାତ୍ରାର ଆଜି ଅନ୍ତିମ ପର୍ବ ତଥା ପାଟ ପର୍ବ, ଜନସମୁଦ୍ର ପାଲଟିଛି ପୀଠ

ବିଶ୍ବ ପ୍ରସିଦ୍ଧ ବାବା ଚନ୍ଦନେଶ୍ବର ଶୈବପୀଠରେ ଅନୁଷ୍ଠିତ ହେଉଥିବା ଚଡକ ଯାତ୍ରାର ଆଜି ହେଉଛି ପାଟ ପର୍ବ। ଗତକାଲି ଅନୁଷ୍ଠିତ ହୋଇଥିଲା ମହାନୀଳ ପର୍ବ। ନୀଳ ପର୍ବରେ ମନ୍ଦିର ପରିସରରେ ଥିବା ନୀଳ ପୋଖରୀରୁ ଥମ୍ବୀ କାଠ ଉଠାଇ ମନ୍ଦିର ଚତୁର୍ପାର୍ଶ୍ବରେ … Read More

ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ: ୟୁନିଭରସିଟିକୁ ମିଳିବ ଅଧିକ ସ୍ୱାୟତ୍ତତା

ଭୁବନେଶ୍ବର: ରାଜ୍ୟରେ ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ,୨୦୨୪ । ଆଜି ରାଜ୍ୟପାଳଙ୍କ ସ୍ୱୀକୃତି ମିଳିବା ପରେ ଲାଗୁ ହୋଇଛି । ଚଳିତ ବଜେଟ୍ ଅଧିବେଶନରେ ବିଧାନସଭାରେ ପାରିତ ହୋଇଥିବା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ,୨୦୨୪କୁ ଆଜି ରାଜ୍ୟପାଳ ହରିବାବୁ … Read More

ଓଡ଼ିଆ ନବବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ, ଶ୍ରୀମନ୍ଦିର ପ୍ରଶାସନର ସୂଚନା କେନ୍ଦ୍ରରେ କ୍ରୟ ପାଇଁ ଉପଲବ୍ଧ

ପୁରୀ : ଓଡିଆ ନବବର୍ଷ ଅବସରରେ ପ୍ରକାଶ ପାଇଛି ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା କ୍ୟାଲେଣ୍ଡର । ପୂର୍ବରୁ ଏହି କ୍ୟାଲେଣ୍ଡର ମୁଦ୍ରଣ ପରେ ଦେବାର୍ପଣ ହୋଇଥିବା ବେଳେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ସିଂହଦ୍ବାର ନିକଟରେ … Read More

ରାଉରକେଲାରେ ଚାଞ୍ଚଲ୍ୟ; ଗଳାକଟା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା: ଦିନକୁ ଦିନ ଅଶାନ୍ତ ହେବାରେ ଲାଗିଛି ରାଉରକେଲା । ଦିନକ ପରେ ସହରରେ ଆଉ ଏକ ହତ୍ୟାକାଣ୍ଡ ଘଟିଛି । ଗଳାକଟା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ରଘୁନାଥପାଲି ଥାନା ଏସଟିଆଇ ଛକ ନିକଟରୁ ମୃତଦେହ ଉଦ୍ଧାର … Read More

ପୋଷ୍ଟ ମାଷ୍ଟରଙ୍କ ଘରୁ ଲୁଟ ଅଭିଯୋଗ, ଦମ୍ପତିଙ୍କୁ ବାନ୍ଧି ଲୁଟିନେଲେ ୫ ଲକ୍ଷ ଟଙ୍କା

ସୋର: ଦମ୍ପତିଙ୍କୁ ବାନ୍ଧି ୫ ଲକ୍ଷ ଟଙ୍କା ଲୁଟିନେଲେ । ପୋଷ୍ଟ ମାଷ୍ଟର ଘରୁ ଲୁଟ ଅଭିଯୋଗ ହୋଇଛି । ବାଲେଶ୍ୱର ଜିଲ୍ଲା ଅନନ୍ତପୁର ଫାଣ୍ଡି ତେଣ୍ଟେଇ ଗାଁର ପୋଷ୍ଟ ମାଷ୍ଟର ବାଟକୃଷ୍ଟ ମଳିକଙ୍କ ଘରୁ ଡକାୟତି । ଆଖିରେ ପଟି ବାନ୍ଧି … Read More

ସମ୍ବଲପୁରରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର

ସମ୍ବଲପୁର: ସମ୍ବଲପୁରରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍‌କାଉଣ୍ଟର । ରଙ୍ଗିଆଟିକ୍ରାରେ ଅପରାଧୀ ସୀତାରାମ ଷଡ଼ଙ୍ଗୀକୁ ଏନକାଉଣ୍ଟର କରିଛି ପୋଲିସ । ସୀତାରାମର ବାମ ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି । … Read More

ଗେମିଂ ଆପ: ୨୫ ଲକ୍ଷ ଫ୍ରିଜ, ଜଣେ ଗିରଫ

ବଲାଙ୍ଗିର: ଗେମିଂ ଆପ୍ଲିକେସନରେ ଲୋକଙ୍କୁ ଖେଳାଇ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ସାଇବର ସେଲ୍‌‌ ପକ୍ଷରୁ ସଇଁତଳା ଅଞ୍ଚଳର ଜଣେ ଯୁବକକୁ ଗିରଫ କରାଯାଇଛି। ଅଭିଯୁକ୍ତ ଯୁବକ ଜଣକ ୱେବ ଡୋମେନ ଗେମିଂ ଆପ୍ଲିକେସନ୍‌‌ ଖୋଲି ଖେଳାଉଥିବା ଅଭିଯୋଗ ହୋଇଛି। … Read More

ଏପ୍ରିଲ ୧୩ରେ ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ବର : ଆସନ୍ତାକାଲି (ଏପ୍ରିଲ ୧୩)ରେ ରାଜଧାନୀ ଭୁବନେଶ୍ୱରର ଜନ୍ମଦିନ। ଭୁବନେଶ୍ୱର ପାଳିବ ୭୭ତମ ପ୍ରତିଷ୍ଠା ଦିବସ। ସମସ୍ତ ସରକାରୀ ବିଭାଗ ସମେତ ବିଏମସି ଓ ୬୭ଟି ୱାର୍ଡରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏଥିପାଇଁ ବିଏମସି ପକ୍ଷରୁ ପ୍ରତି ୱାର୍ଡକୁ ୨୫ … Read More