ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ଵର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌ । ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି । ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ … Read More

ଯମୁନା ପଶ୍ଚିମବଙ୍ଗକୁ ଯିବା ଗୁଜବ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ

ଭୁବନେଶ୍ୱର/ ବାରିପଦା: ବାଘୁଣୀ ‘ଜୀନତ୍’ ଓ ‘ଯମୁନା’ ଓଡ଼ିଶାରେ ଅଛନ୍ତି। ଯମୁନା ପଶ୍ଚିମବଙ୍ଗ ଯିବା ଏକ ଗୁଜବ ବୋଲି କହିଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ। ସେ କହିଛନ୍ତି, ‘ଜୀନତ୍’ ଓ ଯମୁନା ଶିମିଳିପାଳ ଜଙ୍ଗଲରେ ବୁଲୁଛନ୍ତି। … Read More

ଚାକିରି ପାଇଁ ଠକେଇ ମାମଲା, ସମସ୍ତ ମାମଲାରେ ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର: ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ । ଟାଟାରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ନିର୍ଦ୍ଦୋଷ … Read More

ସାହାଯ୍ୟ ବାହାନାରେ ଯୁବତୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଆରପିଏଫ ଏଏସଆଇ

ଭୁବନେଶ୍ୱର: ବର୍ବରତାର ସୀମା ଟପିଲେ ASI । ପ୍ଲାଟଫର୍ମରେ ଯୁବତୀଙ୍କୁ ଏକା ପାଇଁ ସାଥିରେ ନେଇ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲେ ଏଏସଆଇ । ସୁରକ୍ଷା ସ୍ଥାନରେ ଅସୁରକ୍ଷିତ ହୋଇଗଲେ ଯୁବତୀ । ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ କଲେ … Read More

ଆସନ୍ତା ୩ ଦିନ ମଧ୍ୟରେ ବୃଦ୍ଧି ପାଇବ ତାପମାତ୍ରା, କମିବ ଶୀତ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି … Read More

ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ

ଭୁବନେଶ୍ବର: ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ସେ ଆହୁରି କହିଛନ୍ତି, ବିକଶିତ ଭାରତ … Read More

ଦ୍ଵିତୀୟ ଦିନରେ ଠକ ଯୋଡ଼ି ହଂସିତା-ଅନୀଲଙ୍କ ଘରେ ଚାଲିଛି ଆଇଟି ରେଡ୍‌

ଭୁବନେଶ୍ଵର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା-ଅନୀଲ ଗିରଫ ମାମଲା । ଦ୍ବିତୀୟ ଦିନରେ ଆୟକର ବିଭାଗର ଏକାଧିକ ସ୍ଥାନରେ ଚଢ଼ାଉ ଜାରି । ହଂସିତାଙ୍କ ସ୍ବାମୀ ତଥା କଂଗ୍ରେସ ନେତା ମନୋଜ ଆଚାର୍ଯ୍ୟଙ୍କ ଘରେ ଛାଲିଛି ରେଡ୍‌ । ମନୋଜଙ୍କ ବାଲିଗୁଡ଼ା … Read More

ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ, ଯୁବ ସମାବେଶରୁ ଆରମ୍ଭ ହେଲା ସମ୍ମିଳନୀ

ଭୁବନେଶ୍ବର : ଭୁବନେଶ୍ବର ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ । ଯୁବ ସମାବେଶରୁ ଆରମ୍ଭ ହେଲା ୩ ଦିନିଆ ସମ୍ମିଳନୀ । ଏଥିରେ ଦେଖିବାକୁ ମିଳିଛି ଓଡିଶାର କଳା, ଐତିହ୍ୟ ଏବଂ ସଂସ୍କୃତି । ଓଡ଼ିଆ ବ୍ୟାଞ୍ଜନର ମହକ ମହକିଛି … Read More

ପ୍ରବାସୀ ଭାରତୀୟ ଦିବସ ସମାରୋହ: ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ

ଭୁବନେଶ୍ଵର: ଆରମ୍ଭ ହୋଇଛି ତିନି ଦିନିଆ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମେ ଯୁବ ପ୍ରବାସୀ ଭାରତୀୟ ଦିବସ ଉଦଘାଟିତ … Read More

ଫାଇନାନ୍ସ କମ୍ପାନୀରୁ ୩୦ କେଜି ସୁନା ଚୋରି ଘଟଣା, ରାଞ୍ଚିରୁ ଜଣେ ଡକାୟତ ଗିରଫ

ସମ୍ବଲପୁର: ସମ୍ବଲପୁରରୁ ୩୦ କେଜି ସୁନା ଚୋରି ଘଟଣା । ରାଞ୍ଚିରୁ ଜଣେ ଡକାୟତ ଗିରଫ ହୋଇଛି । ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢାରଜା ଅଞ୍ଚଳର ମଣପୁରମ ଫାଇନାନ୍ସ ଲିମିଟେଡ଼ କମ୍ପାନୀରୁ ବଡ ଧରଣର ଚୋରି ହୋଇଥିଲା । ଲୁଟ୍ … Read More