ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା: ମେ ୩ ଅନଲାଇନ ଆବେଦନର ଶେଷ ତାରିଖ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ଦକ୍ଷତା ବିକାଶ ତାଲିମ ପାଠ୍ୟକ୍ରମରେ ୨୦୨୫-୨୬ ବର୍ଷ ପାଇଁ ନାମଲେଖା ଆରମ୍ଭ ହୋଇଛି। ମେ ୩ ତାରିଖ ଅନଲାଇନ ନାମଲେଖାର ଶେଷ ଦିବସ ଧାର୍ଯ୍ୟ ହୋଇଛି। ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ … Read More

ବଲାଙ୍ଗୀର ଭୀମଭୋଇ ହସ୍ପିଟାଲରୁ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଗଲା

ବଲାଙ୍ଗୀର  : ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି ଘଣ୍ଟା ପରେ ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସଇଁତଲାରୁ ଉକ୍ତ ଶିଶୁପୁତ୍ରକୁ ପ୍ରଶାସନିକ ଟିମ ଉଦ୍ଧାର କରିଛନ୍ତିି। ଉଦ୍ଧାର … Read More

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ରେ ଯୋଗ ଦେଲେ

କେନ୍ଦୁଝର : ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରୁ ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦.୪୦ରେ ରିଜର୍ଭ ପୋଲିସ ଗ୍ରାଉଣ୍ଡଠାରେ ପହଞ୍ଚି ସେଠାରୁ ଦିନ ୧୧ ଟାରେ ହ୍ୟାଣ୍ଡବଲ ଷ୍ଟାଡିୟମ ଯାଇ … Read More

ହ୍ୱାଟ୍ସଆପ୍ ଚାଟିଂ ଖୋଲିବ କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ

ବାଲେଶ୍ୱର,୧୦।୪: ମୃତ ମହିଳା କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ ଖୋଲିବ ତାଙ୍କ ହ୍ୱାଟ୍ସଆପ୍ ଚାଟିଂ। ଏହି ରହସ୍ୟମୟ ମୃତ୍ୟୁକୁ ଭେଦ କରିବାରେ ପୋଲିସକୁ ତାଙ୍କ ମୋବାଇଲ ସାହାଯ୍ୟ କରିବ ବୋଲି ଆଶା କରାଯାଉଛି। ରିପୋର୍ଟ ଅନୁଯାୟୀ, ମୃତ କନଷ୍ଟେବଳ ମାର୍ଚ୍ଚ ୭ … Read More

ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା। ଅପରାହ୍ଣ ୧ଟାରେ ସେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି, କଟକର ପ୍ରସିଦ୍ଧ … Read More

ରାଉରକେଲାରେ ଦୁଇଟି ହତ୍ୟାକାଣ୍ଡ: ଦୁଇ ଯୁବକ ମୃତ, ଜଣେ ଗୁରୁତର

ରାଉରକେଲା: ଗତକାଲି ବିଳମ୍ବିତ ରାତିରେ ରାଉରକେଲା ସହରରେ ଦୁଇଟି ହତ୍ୟାକାଣ୍ଡ ଘଟିଯାଇଛି l ଛେଣ୍ଡ କୋଅପରେଟିଭ କଲୋନିର ମୁକେଶ କରଙ୍କୁ ଗୋଡେଇ ଗୋଡେଇ ହତ୍ୟା କରାଯାଇଛି l ତାଙ୍କର ଅନ୍ୟ ଜଣେ ସାଙ୍ଗ ଗୁରୁତର ହୋଇଛନ୍ତି l ଏଣେ ରାଉରକେଲା ଗାନ୍ଧୀରୋଡରେ … Read More

ନବୀନ ପଟ୍ଟନାୟକ ମହା ମିଛ କହିଛନ୍ତି: ପ୍ରଭାତ ତ୍ରିପାଠୀ

ଭୁବନେଶ୍ବର: ମିଛ କହିଛନ୍ତି ନବୀନ ପଟ୍ଟନାୟକ। ମୁଁ ବିଜେଡିରେ ନାହିଁ ସେ କହିବା ମହା ମିଛ। ଦଳ ସଭାପତି ଏ‌ଭଳି କହିବା ଭୁଲ୍। ଆଜି ସାମ୍ବାଦିକ ସମ୍ମିଳନୀରେ ଏଭଳି କହି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କଡ଼ା ଜବାବ ଦେଇଛନ୍ତି ବରିଷ୍ଠ … Read More

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ‌ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ରୀନା ମହାପାତ୍ର ମତ୍ସ୍ୟ … Read More

ଗୋପାଳପୁର ଠାରେ ହେବ ଏଲଏନଜି ଟର୍ମିନାଲ, ପେଟ୍ରୋନେଟ୍ ଏଲଏନଜି ଲିମିଟେଡ୍ ସହ MOU ସ୍ଵାକ୍ଷରିତ

ଭୁବନେଶ୍ଵର: ଗୋପାଳପୁର ଠାରେ ଏଲଏନଜି ଟର୍ମିନାଲ ପାଇଁ ଓଡ଼ିଶା ଏବଂ ପେଟ୍ରୋନେଟ୍ ଏଲଏନଜି ଲିମିଟେଡ୍ ସହ ୨୩୦୬ କୋଟିର  ଏମଓୟୁ ସ୍ଵାକ୍ଷରିତ ହୋଇଛି। ଓଡ଼ିଶାରେ ଏନଏନଜି କ୍ଷେତ୍ରକୁ ବିକଶିତ କରିବାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସିଂହଭାଗ ଉଦ୍ୟମ ରହିଛି । ୨୦୧୪ରୁ କେନ୍ଦ୍ରମନ୍ତ୍ରୀ ହେବା ପରେ କ୍ରମାଗତ ଭାବେ … Read More

କଟକ ମହାନଗର ନିଗମ କାଉନସିଲ ବୈଠକରେ ହଙ୍ଗାମା, ଦେଢ ଘଣ୍ଟା ଯାଏ ପରି ଚାଲିଲା ହାଇଡ୍ରାମା

କଟକ୦୯/୪: କଟକ ମହାନଗର ନିଗମ କାଉନସିଲ ବୈଠକରେ ହଙ୍ଗାମା । ଭାଙ୍ଗିଲା କାଚ ଗ୍ଲାସ । ଉଡିଲା ଫାଇଲ । ହାତରେ ବ୍ୟାନର ଧରି ତୁମ୍ବି ତୋଫାନ । ଦେଢ ଘଣ୍ଟା ଯାଏ ପରି ଚାଲିଲା ହାଇଡ୍ରାମା । ନା ବିରୋଧୀଙ୍କ ଆକ୍ଷେପ … Read More